-+91-9937148622 |
prerana_bgr@rediffmail.com |
Saturday 19th September 2026 |
R.N.I. Regd No. ODIODI/2010/46693
Breaking News
21-Jan-2022
ନୟାଗଡ଼ (ପ୍ରଦୀପ ପଣ୍ଡା) : ଜାତୀୟ ରାଜପଥ-୫୭ରୁ ନୟାଗଡ଼ ଟାଉନ୍ ବାଇପାସ୍ ନିର୍ମାଣକୁ ମଞ୍ଜୁରୀ ମିଳିଛି । ଏନେଇ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କାରୀ ଟୁଇଟ୍ କରି ସୂଚନା ଦେଇଛନ୍ତି । ଏହି ବାଇପସେ୍ ନିର୍ମାଣରେ ଖର୍ଚ୍ଚ ହେବ ୩ ଶହ କୋଟି ୩୩ ଲକ୍ଷ ଟଙ୍କା । ରାସ୍ତା ପାଇଁ ୧୦୪ କୋଟି ଓ ଜମି ଅଧିଗ୍ରହଣ ପାଇଁ ୧୩୦ କୋଟି ଖର୍ଚ୍ଚ ହେବ ବୋଲି ସୂଚନା ମିଳିଛି । ତେବେ ଏହି ବାଇପାସ୍ ମାଙ୍କପାଲ୍ଲୀରୁ ବଡ଼ପଣ୍ଡୁସର ପର୍ଯ୍ୟନ୍ତ ୧୭ କିମି ନିର୍ମାଣ ହେବ ।