-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||     

HOME   ମହାନଗର

ଭୁବନେଶ୍ୱରରେ ମୋଗଲାଇ ସ୍ପେଶାଲ କରିମ ରେଷ୍ଟୁରାଣ୍ଟର ଶୁଭାରମ୍ଭ

21-Jan-2022



ଭୁବନେଶ୍ୱର//  ଭାରତ ହେଉଛି ଏକ  ଖାଦ୍ୟପ୍ରିୟ ଦେଶ , ଏହି ଦେଶର ଏକ ଏପରି ଖାଦ୍ୟପେୟ ସଂସ୍ଥା ରହିଛି ଯାହା ବିଗତ ୧୦୦ ବର୍ଷ ରୁ ଉର୍ଦ୍ଧ୍ବ ସମୟ ଧରି ଲୋକଙ୍କ ମନରେ ଏକ ନୂଆ ଧାରଣ ଜନ୍ମେଇଛ ଯେ ଭଲ ଖାଇବା ଦେଲେ ଭଲ ସମ୍ପର୍କ ସାଙ୍ଗକୁ ବ୍ୟବସାୟ ମଧ୍ୟ ଭଲ ଭାବରେ ଆଗକୁ ବଢ଼ିଥାଏ ବୋଲି କରିମ ରେଷ୍ଟୁରାଣ୍ଟର ( ଦିଲ୍ଲୀ ଜାମା ମସଜିଦ) ପ୍ରତିଷ୍ଠାତା ଆସିଫଉଦିନ କହିଛନ୍ତି।  ଏହି ରେଷ୍ଟୁରାଣ୍ଟର ଏକ ଶାଖା ଶୁକ୍ରବାର  ସ୍ଥାନୀୟ କିଟ ରୋଡରେ ଶୁଭାରମ୍ଭ ହୋଇ ଯାଇଛି। ଏହି ଅବସରରେ ଓଲିଉଡ ଅଭିନେତ୍ରୀ ଅର୍ଚ୍ଚିତା ସାହୁ  ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରି କହିଥିଲେ ଯେ କରିମ ଏକ ସର୍ବଭାରତୀୟ ସ୍ତରରେ ରେଷ୍ଟୁରାଣ୍ଟ। ଏହାର ସମସ୍ତ ଖାଦ୍ୟ ବେଶ ରୁଚିକର ଓ ସ୍ୱାଦିଷ୍ଟ ବୋଲି ସାହୁ ମତବ୍ୟକ୍ତ କରିଛନ୍ତି। ରେଷ୍ଟୁରାଣ୍ଟ  ଭାବ କରିମ ଖାଲି ନା ନୁହେଁ ଏହା ଏକ ବ୍ରାଣ୍ଡ ଭାବେ ପରିଚିତ। ଏହାର ସମସ୍ତ ଖାଦ୍ୟ ପୁଷ୍ଟିକର ଓ ଗୁଣାତ୍ମକ ବୋଲି ଭୁବନେଶ୍ବର କରିମର ଫ୍ରଞ୍ଚାଇଜ ମୁଖ୍ୟ ଅଭିନାଶ ପଣ୍ଡା ମତ ଦେଇଛନ୍ତି। କରିମ ଓଡ଼ିଶାର ବିଶେଷ କରି ଭୁବନେଶ୍ୱରରେ ଏହା ପ୍ରଥମ, ଏଠାରେ ସବୁ ପ୍ରକାର ର ଖାଦ୍ୟ ଗ୍ରାହକଙ୍କ ମନ କୁ ପାଇବ ବିଶେଷ କରି ଏହାର ମୋଗଲାଇ ଡିସ ମୁଖ୍ୟ ଆକର୍ଷଣ ରହିଛି। ସାରା ଦେଶରେ ଏହା ମୋଗଲାଇ ଗୁରୁ ଭାବେ ପରିଚିତ ଯାହା ସବୁ ବର୍ଗ ର ଗ୍ରାହକ ଙ୍କ ପସନ୍ଦ ଆସିବ ବୋଲି  ମୀରା ପଣ୍ଡା କହିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ଅଭିଷେକ ପଣ୍ଡା , ଅଭିଜତ ପାଣ୍ଡ ଏବଂ ପଣ୍ଡା ପରିବାର ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବରିଷ୍ଠ ମିଡ଼ିଆ ସଞ୍ଚାଳକ ପ୍ରଣୟ ଜେଠି ଉକ୍ତ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026

You Might Also Like