-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ମେଗା ରିଅଲିଟି ସୋ "ଦାଦାଗିରି"ରେ ଧାରାବାହିକ "ବିଜୟୀନି" ର‌ କଳାକାର

21-Jan-2022



ଭୁବନେଶ୍ୱର,(ପ୍ରେରଣା ଖବର) ଓଡ଼ିଶାରେ ପ୍ରଥମ ଥର ପାଇଁ ଛୋଟ ପରଦାରେ ଘଟୁଛି ବଡ଼ ଧମାକା । ମେଗା ଷ୍ଟାର ଅନୁଭବଙ୍କ ମେଗା ଶୋ ରେ ଝୁମୁଛି ଓଡ଼ିଶା । ଝୁମୁଛନ୍ତି କଳାକାର ଓ ପ୍ରତିଯୋଗୀ, ଦେଉଛନ୍ତି ଅନୁଭବଙ୍କ ପ୍ରଶ୍ନର ଉତ୍ତର । ଟେଲିଭିଜନ ଇତିହାସରେ ପ୍ରସାରିତ ହେଉଛି ଏମିତି ଏକ ଶୋ, ଯାହା ରାଜ୍ୟର ୩୦ ଟି ଜିଲ୍ଲାର କରୁଛି ପ୍ରତିନିଧିତ୍ବ  । ଏବଂ କର୍ଣ୍ଣଧାର ସାଜିଛନ୍ତି ସୁପରଷ୍ଟାର୍ ଅନୁଭବ ମହାନ୍ତି  । ସଫଳତାର ସହ ଜୀ ସାର୍ଥକରେ ପ୍ରସାରିତ ହେଉଛି ମେଗା ରିଆଲିଟି ସୋ ଦାଦାଗିରି ହୃଦୟରୁ  । କେବଳ ସାରା ରାଜ୍ୟର ପ୍ରତିଯୋଗି ନୁହଁନ୍ତି, ଜୀ ସାର୍ଥକର ବଭିନ୍ନ ଧାରାବାହିକର କଳାକାର ଅନୁଭବଙ୍କ ସହ ଖେଳୁଛନ୍ତି ଦାଦାଗିରି ହଦୟରୁ   । "ଦାଦାଗିରି" ରେ ସାମିଲ ମଧ୍ୟ ହୋଇଛନ୍ତି ଅଭିନେତ୍ରୀ ଦିପୀକା  । ସାର୍ଥକ ର ଲୋକପ୍ରିୟ ଧାରାବାହିକ "ବିଜୟୀନି"ର ଅଭିନେତା ଓ ଅଭିନେତ୍ରୀ ଙ୍କୁ ନେଇ ଦାଦାଗିରି ର ବିଶେଷ ଅଧ୍ୟାୟ ଢେର ଆକର୍ଷଣୀୟ ହୋଇଛି । ଅଭିନେତ୍ରୀ ଦିପୀକାଙ୍କ ଦମଦାର ନୃତ୍ୟ ସହ ଅଭିନେତା ବିଶ୍ବଭୂଷଣ, ସାଗର, ବାଦଲଙ୍କ ମଜ୍ଜା ମସ୍ତିକୁ ଉପଭୋଗ କରିବେ ଦର୍ଶକ  । ଆସନ୍ତା ଶନିବାର ଓ ରବିବାର ରାତି ୯ଟାରେ  ଦର୍ଶକ ମାନେ ଦେଖିପାରିବେ ଏହି ଧମାକାଦାର ଏପିସୋଡ୍  ।

ଏହି ସ୍ବତନ୍ତ୍ର ଅଧ୍ୟାୟରେ ଅଭିନେତ୍ରୀ ଦିପୀକା‌ ତ୍ରିପାଠୀ ବିଶେଷ ଆକର୍ଷଣ ଭାବେ ଯୋଗଦେଇ ଦର୍ଶକଙ୍କ ମନମୋହିଵେ ବୋଲି ଆଶା କରାଯାଉଛି । ପୂର୍ବରୁ ଅନୁଭବ ଙ୍କ ରିଅଲିଟି ସୋ ସଂଚାଳନା ନେଇ ଚର୍ଚ୍ଚା ଜୋର ଧରିଛି । ଅନେକ ସୁପରହିଟ ଚଳଚ୍ଚିତ୍ର ଦେଇ ଓଡ଼ିଆ ଦର୍ଶକମାନଙ୍କ ହୃଦୟ ଜିଣିବା ପରେ ଅନୁଭବ ଦାଦାଗିରି  ମେଗା ରାଅଲିଟି ସୋ ମାଧ୍ୟମରେ ଘରେ ଘରେ ସବୁ ବର୍ଗର ଲୋକଙ୍କୁ ମନୋରଞ୍ଜନ ଦେଇ ଚାଲିଛନ୍ତି । ୩୦ଟି ଜିଲ୍ଲାରୁ ୩୦ ଜଣ ପ୍ରତିଯୋଗୀଙ୍କୁ ନେଇ ଦାଦାଗିରି ର ଏପିସୋଡ୍ ପ୍ରସ୍ତୁତ ହୋଇଥିବା ବେଳେ ଆଗାମୀ ଅଧ୍ୟାୟ ପାଇଁ ବିଭିନ୍ନ ସ୍ଥାନରେ ପ୍ରତିଯୋଗୀ ଚୟନ ଚାଲିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like