-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ନୟାଗଡ଼ରେ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ୍ |

22-Jan-2022



 

ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା): ଜାନୁଆରୀ ୨୬ ତାରିଖରେ ନୟାଗଡ଼ ଜିଲ୍ଲାରେ ପତାକା ଉତ୍ତୋଳନ କରିବେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ୍ । ଏନେଇ ଆଜି ଘୋଷଣା କରାଯାଇଛି । ରାଜ୍ୟର ୨୦ଟି ଜିଲ୍ଲାରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ପତାକା ଉତ୍ତୋଳନ କରିବାକୁ ଥିବା ବେଳେ ୯ଟି ଜିଲ୍ଲାରେ ସ୍ଥାନୀୟ ଜିଲ୍ଲାପାଳ ପତାକା ଉତ୍ତୋଳନ କରିବେ ବୋଲି ହୋଇଛି ଘୋଷଣା । ଖୋର୍ଦ୍ଧା, ବ୍ରହ୍ମପୁର ଓ ରାଉଲକେଲାରେ ପତାକା ଉତ୍ତୋଳନ କରିବେ ଆରଡିସି । ବଲାଙ୍ଗିର, ଭଦ୍ରକ, ବୌଦ୍ଧ, ଗଜପତି, ଯାଜପୁର, ଝାରସୁଗୁଡା, କଳାହାଣ୍ଡି ଜିଲ୍ଲାରେ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ । କଟକରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସମ୍ବଲପୁରରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମୟୂରଭଞ୍ଜରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବରଗଡ଼ରେ ମନ୍ତ୍ରୀ ପଦ୍ମନାଭ ବେହେରା, ଅନୁଗୁଳରେ ମନ୍ତ୍ରୀ ପ୍ରତାପ ଜେନା, ସୁବର୍ଣ୍ଣପୁରରେ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ, କେନ୍ଦୁଝରରେ ମନ୍ତ୍ରୀ ସୁଦାମ ମାରାଣ୍ଡି, ସୁନ୍ଦରଗଡ଼ରେ ମନ୍ତ୍ରୀ ସୁଶାନ୍ତ ସିଂହ, ନୂଆପଡ଼ାରେ ମନ୍ତ୍ରୀ ନବକିଶୋର ଦାସ, ଗଞ୍ଜାମରେ ମନ୍ତ୍ରୀ ଟୁକୁନି ସାହୁ, ମାଲକାନଗିରିରେ ମନ୍ତ୍ରୀ ଜଗନ୍ନାଥ ସାରକା, ରାୟଗଡ଼ାରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ବାଲେଶ୍ୱରରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, କେନ୍ଦ୍ରାପଡ଼ାରେ ମନ୍ତ୍ରୀ ସମୀର ରଂଜନ ଦାଶ, ଜଗତସିଂହପୁରରେ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ମନ୍ତ୍ରୀ ପ୍ରେମାନନ୍ଦ ନାଏକ, ପୁରୀରେ ମନ୍ତ୍ରୀ ରଘୁନନ୍ଦନ ଦାସ, ନବରଙ୍ଗପୁରରେ ମନ୍ତ୍ରୀ ପଦ୍ମିନୀ ଦିଆନ୍ ଓ କୋରାପୁଟରେ ମନ୍ତ୍ରୀ ପତାକା ଉତ୍ତୋଳ କରିବେ ବୋଲି ଘୋଷଣା କରାଯାଇଛି । ତେବେ ସଂର୍ପୂକ୍ତ ଦିନ ରେ ମନ୍ତ୍ରୀ ମାନଙ୍କ କାର୍ଯ୍ୟକ୍ରମ କେତେଦୂର କୋଭିଡ ଗାଇଡ଼ ଅନୁପାଳନ ହେଉଛି ତାହା ଦେଖିବାକୁ ବାକି ରହିଲା ବୋଲି ବୁଦ୍ଧିଜୀବୀ ମହଲରେ ହେଉଛି ଚର୍ଚ୍ଚା | ଅନ୍ୟପଟେ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମନ୍ତ୍ରୀ ମାନଙ୍କର ବିଭିନ୍ନ ଜିଲ୍ଳାଗ୍ରସ୍ତ ଅବସରରେ ହେବକି ନିର୍ବାଚନୀ ପ୍ରଚାର ବୋଲି ସାଧାରଣରେ ହେଲାଣି ଚର୍ଚ୍ଚା |


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like