-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ମହାନଗର

କର୍କଟ ରୋଗର ଲକ୍ଷଣ, କାରଣ ଓ ନିରାକରଣ ସଂପର୍କରେ ବିଶ୍ଵ ପ୍ରସିଦ୍ଧ ଇମ୍ୟୁନୋଥେରାପି ଡାକ୍ତର ଜମାଲ ଏ ଖାନ୍‌ଙ୍କ ସୂଚନା

22-Jan-2022



ଭୁବନେଶ୍ୱର, : ଆଜି ଭୁବନେଶ୍ବରରେ ଏକ ସେମିନାରକୁ ସମ୍ବୋଧିତ କରି ବିଶ୍ଵ ପ୍ରସିଦ୍ଧ ଇମ୍ୟୁନୋଥେରାପି ଡାକ୍ତର ଜମାଲ ଏ ଖାନ କର୍କଟ ରୋଗର ଲକ୍ଷଣ, କାରଣ ଓ ନିରାକରଣ ସଂପର୍କରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଅଚାନକ ମୁଣ୍ଡ ବୁଲାଇବା, ବାନ୍ତି ହେବା, ପେଟ ଯନ୍ତ୍ରଣା ଓ ଦୃଷ୍ଟିଶକ୍ତିରେ ପରିବର୍ତ୍ତନ ଆଦି ସମସ୍ୟା ଆସିଲେ ଏହାକୁ ଆଦୌ ଅଣଦେଖା କରନ୍ତୁ ନାହିଁ । ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ । ଯେତେ ଶୀଘ୍ର ସମ୍ଭବ ମସ୍ତିଷ୍କର MRI SCAN କରାଇନେବା ଉଚିତ । MRI SCAN ଦ୍ବାରା ମସ୍ତିଷ୍କରେ ଆରମ୍ଭ ହେଉଥିବା ଅନେକ ରୋଗର କାରଣ ଓ ଏହାର ଉପଶମ ଉପାୟ ବାହାର କରାଯାଇ ପାରିବ । ଏହା ଆମ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । କାରଣ ମସ୍ତିଷ୍କ ରୋଗ ଆରୋଗ୍ୟସାଧ୍ୟ । ଡକ୍ଟର ଜମାଲ ଏ ଖାନ କହିଛନ୍ତି ଯେ ଲଣ୍ଡନରେ ରହୁଥିବା କିଛି ରୋଗୀ ତାଙ୍କ ପାଖକୁ ଆସିଥିଲେ । ସେହି ରୋଗୀଙ୍କର ସେ ଚିକିତ୍ସା କରାଇଥିଲେ ଏବଂ ସେମାନେ ସୁସ୍ଥ ହୋଇ ଚାଲିଯାଇଥିଲେ । ଏବେ ସେମାନେ ସ୍ବାଭାବିକ ଜୀବନଯାପନ କରୁଛନ୍ତି । ସେ କହିଛନ୍ତି ଯେ ୧୫ରୁ ୧୬ ବର୍ଷ ବୟସରେ ପିଲାମାନେ ଏକ ପ୍ରକାର ହାଡ଼ ରୋଗରେ ଆକ୍ରାନ୍ତ ହୁଅନ୍ତି, ଯାହାକୁ ସାର୍କୋମା କୁହାଯାଏ । ଏହା ସାଧାରଣତଃ ପିଲାମାନଙ୍କ ହାଡ଼ କିମ୍ବା ହାଡ଼ର ଆଖପାଖରେ  ଦେଖାଯାଇଥାଏ | ଏହା ଯୋଗୁଁ ପିଲାମାନେ ଖେଳୁ ଖେଳୁ ପଡ଼ିଯାନ୍ତି ବା ମୂର୍ଚ୍ଛା ହୋଇଯାଆନ୍ତି । ଆମେ ଭାବୁ ଖେଳିବା ଯୋଗଉଁ କିମ୍ବା କ୍ରିକେଟ ଖେଳିଲା ବେଳେ ବଲ୍ ବାଜି ସେମାନେ ଏମିତି ପଡ଼ିଯାଇଥାନ୍ତି । କିନ୍ତୁ ତାର ଅସଲ କାରଣ ଅଲଗା । ଆମେ ମଧ୍ୟ ଏହାର ସମ୍ପୂର୍ଣ୍ଣ ଚିକିତ୍ସା କରିବା ଉଚିତ୍ । ଆମେ ଯଦି ଆରମ୍ଭରୁ କ୍ୟାନ୍‌ସର ଭଳି ରୋଗର ଚିକିତ୍ସା କରିପାରିବା, ତାହେଲେ ଏହା ମୂଳରୁ ନିପାତ ହୋଇପାରିବ । ଭାରତରେ ଆମେ ଏହି ରୋଗକୁ ସଠିକ୍ ଭାବେ ଧରିବାରେ ସକ୍ଷମ ହୋଇନାହୁଁ । ତେଣୁ ଏହା ଏକ ବଡ଼ ରୋଗ ହୋଇଯାଉଛି, ଯାହା ପାଇଁ ସବୁଠାରୁ ବଡ଼ ଚିକିତ୍ସା ଦରକାର ହୋଇଥାଏ ।  ସେଥିପାଇଁ ମୁଁ ସବୁବେଳେ ଚେଷ୍ଟା କରୁଛି ଯେ ଏହି ରୋଗର କିପରି ଆରମ୍ଭରୁ ଚିକିତ୍ସା କରାଯାଇ ଏହାର ମୂଳୋତ୍ପାଟନ କରିବା । ମୁଁ ବହୁତ ଖୁସି ଯେ ଗଲା ୧୮ ବର୍ଷ ଧରି ବିଦେଶ ଛାଡ଼ି ଦେଶରେ ସେବା କରୁଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like