-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||     

HOME   ଜିଲ୍ଲା

ଦକ୍ଷତା ବୃଦ୍ଧି ପାଇଁ ଜାଗା ସମ୍ପର୍କ ସଚେତନତା କାର୍ଯ୍ୟକ୍ରମ

22-Jan-2022



ବୌଦ୍ଧ,(ପ୍ରେରଣା ଖବର) , ଇରିଗେସନ କଲୋନୀ ଗାଈ ଗୋଠ ପଡିଆ ପରିଚୟ ଗୃହରେ ଜାଗା ସମ୍ପର୍କ କାର୍ଯ୍ୟକ୍ରମ ଓ ସାହି ବସ୍ତିବାସିନ୍ଦଙ୍କ ଦ୍ୱାରା ଆୟୋଜନ କରାଯାଇଥିଲା l ଏହି ସଭାରେ ବସ୍ତି ଉନ୍ନୟନ ସଂଘର ସଭାନେତ୍ରୀ ମୀନାକ୍ଷୀ ବିଶ୍ୱାଳ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l କାର୍ଯ୍ୟକ୍ରମ ଶେଷରେ ବସ୍ତି ସଂଘ ର ସମ୍ପାଦିକା ପୁଷ୍ପାଞ୍ଜଳି ଦରୱାନ ଧନ୍ୟବାଦ ଅର୍ପଣ କରିଥିଲେ l ମଂଚାସୀନ ଅତିଥି ମାନଙ୍କ ମଧ୍ୟରେ କୋଷାଧ୍ୟକ୍ଷ ସୁବାସିନୀ ରାଜହଂସ, ସଂଯୁକ୍ତା ଆଚାର୍ଯ୍ୟ, ସୁଷମା ବେହେରା, ପ୍ରବୀଣା ବାରିକ, ସେହେରାଜ ବିବି ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l ବସ୍ତି ବାସିନ୍ଦା ସଂଘ ର ଦକ୍ଷତା ବୃଦ୍ଧି ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା l ଏହି ଉପଲକ୍ଷେ ଛାତ୍ରୀ ମାନେ ବନ୍ଦେ ଉତ୍କଳ ଜନନୀ ପରିବେଷଣ କରିବା ସହ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ଖଦାଲ ସାହି ବସ୍ତି, ବୁଦ୍ଧ ଦେବ ସାହି ବସ୍ତି, ବାବୁ ସାହି ଓ ଆଖ ପାଖ ବସ୍ତି ବାସିନ୍ଦା ମଧ୍ୟ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026

You Might Also Like