-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ରାଜ୍ୟ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସରିଛି ପ୍ରାର୍ଥୀପତ୍ର ଯାଞ୍ଚ, ଆଜି ପ୍ରକାଶ ପାଇବ ଚୂଡାନ୍ତ ତାଲିକା

23-Jan-2022



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଯାଞ୍ଚ ସରିଛି। ଆଜି ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ। ଏହାସହ ଆଜିଠୁ ହୋଇପାରିବ ନାମାଙ୍କନ ପ୍ରତ୍ୟାହାର । ୨୩ରୁ ୨୫ତାରିଖ ମଧ୍ୟରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରିହେବ। ୨୫ତାରିଖ ଅପରାହ୍ନରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ଏହାପରେ ଜଣାପଡ଼ିବ ନିର୍ବାଚନ ମଇଦାନକୁ କେତେ ପ୍ରାର୍ଥୀ ଓହ୍ଲାଇଲେ। ଏହିଠାରୁ ହିଁ ପ୍ରଚାର ଜୋର୍ ଧରିବ । 

ତେବେ ବହୁ ସ୍ଥାନରେ ୱାର୍ଡ ମେମ୍ବର ପ୍ରାର୍ଥୀମାନେ ଅପ୍ରତିନ୍ଦ୍ବନ୍ଦ୍ବୀ ଅଛନ୍ତି। ରାଜ୍ୟରେ ୯୧ ହଜାର ୮୯୦ଟି ୱାର୍ଡ ପାଇଁ ୧ ଲକ୍ଷ ୬୨ ହଜାର ୨୯୭ ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ମୋଟ୍ ୱାର୍ଡ ସଂଖ୍ୟାକୁ ଦେଖିଲେ ଯଦି ପ୍ରତି ୱାର୍ଡରେ ଦୁଇ ଜଣ ପ୍ରାର୍ଥୀ ରହିଥାନ୍ତେ ତେବେ ୧ ଲକ୍ଷ ୮୩ ହଜାର ୭୮୦ଜଣ ନାମାଙ୍କନ ପତ୍ର ଦାଖଲ କରିଥାନ୍ତେ। ହେଲେ ଏହାଠାରୁ ୨୧ ହଜାର ୪୮୩ଜଣ କମ୍ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ବହୁ ସ୍ଥାନରେ ୱାର୍ଡମେମ୍ବର ପ୍ରାର୍ଥୀ ନିର୍ବାଚନ ପୂର୍ବରୁ ବିଜୟୀ ହେବେ। ଏଥର ବାଲେଶ୍ବର ଜିଲ୍ଲାରେ ସର୍ବାଧିକ ୧୨ ହଜାର ୨୭୯ଜଣ ୱାର୍ଡମେମ୍ବର ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।

ସେହିପରି ୬୭୯୪ ସରପଞ୍ଚ ପଦବି ପାଇଁ ମୋଟ୍ ୩୪,୬୧୩ ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବାବେଳେ ମୟୂରଭଞ୍ଜରେ ସର୍ବାଧିକ ୨୫୦୦ଜଣ ଅଛନ୍ତି। ସମିତି ସଭ୍ୟ ପାଇଁ ୨୮ ହଜାର ୧୫୩ ଜଣ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଥିବାବେଳେ ମୟୂରଭଞ୍ଜରେ ସର୍ବାଧିକ ୨୧୨୬ଜଣ ପ୍ରାର୍ଥୀ ଅଛନ୍ତି। କିନ୍ତୁ ଜିଲ୍ଲା ପରିଷଦ ପାଇଁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୬ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆବେଦନ ହୋଇଥିବା ପ୍ରାର୍ଥିପତ୍ର ସଂଖ୍ୟା ଦୃଷ୍ଟିରୁ ଗଞ୍ଜାମ ଜିଲ୍ଲା ସବୁଠୁ ଆଗରେ ଅଛି। ୨୫ତାରିଖ ଦିନ ଜଣାପଡ଼ିବ କେଉଁଠି କେତେ ପ୍ରାର୍ଥୀଙ୍କ ମଧ୍ୟରେ ଚୂଡ଼ାନ୍ତ ଲଢ଼େଇ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like