-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

୧୨ତମ ଆଦିବାସୀ ଏଥେଲେଟିକ ଚେଲେଞ୍ଜ କପ ବୁଢିମାଲ ଦଳ ବିଜୟୀ

23-Jan-2022



ପଦ୍ମପୁର:-ବରଗଡ ଜିଲ୍ଲା ମେଲଛାମୁଣ୍ଡା ଥାନା ଅର୍ନଗତ ତେଲମହୁଲ   ଯୁବକ ସଂଘ ଦ୍ବାରା ଆୟୋଜିତ ୧୨ତମ ଆଦିବାସୀ ଏଥେଲେଟିକ ଚେଲେଞ୍ଜ କପ ଉଦଯାପିତ ହୋଇଯାଇଛି।ଏହି ଟୁଣ୍ଣାମେଣ୍ଟରେ ୧୬ଟି ଦଳ ଅଂଶ ଗ୍ରହଣ କରିଥିଲେ।ପ୍ରଥମ ସେମିଫାଇନାଲ ବୁଢିମାଲ ସହ ତେଲମହୁଲ ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା।ଏଥିରେ ବୁଢିମାଲ  ଦଳ ବିଜୟୀ ହୋଇ ଫାଇନାଲକୁ ପ୍ରବେଶ କରିଥିଲା।ଦ୍ବିତିୟ ସେମିଫାଇନାଲ ସିଧିରା ସହ ବାଟର୍ତେମା ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା।ଏଥିରେ  ବାଟର୍ତେମା  ଦଳ ବିଜୟୀ ହୋଇ ଫାଇନାଲକୁ ପ୍ରବେଶ କରିଥିଲା।ଫାଇନାଲ ମ୍ୟାଚ ବୁଢିମାଲ ଦଳ ସହ ବାଟର୍ତେମା ଦଳ ସହ ମ୍ୟାଚ ଅନୁଷ୍ଠିତ ହୋଇଥିଲା।ଏହି ମ୍ୟାଚ ୮ଓଭର ଲେଖାଏଁ ଖେଳ ଖେଳାଯାଇଥିଲା।ବୁଢିମାଲ ଦଳ ଟସ ଜିଣି ପ୍ରଥମେ ଫିଲଡିଙ୍ଗ ନେଇଥିଲା।ବାଟର୍ତେମା ଦଳ ପ୍ରଥମେ ବ୍ୟାଟିଂଗ କରି ୮ ଓଭରରେ ୧୦୦ରନ କରିଥିଲା ତାଜବାବରେ ବୁଢିମାଲ ଦଳ ୮ ଓଭରରେ ୭ଉଇକେଟ ହରାଇ ୧୦୧ରନ କରି ବିଜୟୀ ହୋଇଥିଲା।
ଅନୁଷ୍ଠିତ ଉଦଯାପିତ ଅବସରରେ ଅନୁଷ୍ଠାନର ସଭାପତି ସୁଦାମ ପଣ୍ଡାଙ୍କ ସଭାପତିତ୍ବରେ ମୁଖ୍ୟଅତିଥୀ ଭାବେ  ଗାଁର ଗୌତିଆ ସଦ୍ଦାର ସିଂ ବରିହା,ସମ୍ମାନୀତ ଅତିଥୀ ଭାବେ ପ୍ରତ୍ୟୁଷ ରଞ୍ଜନ ଭୋଇ,ସଂଜିବ ବାରିକ, ନରେନ୍ଦ୍ର ଜାଲ,ବିଶ୍ବଜୀତ ସୁନା,ମନେକର ବାଗ, ଗୋପାଳ ନାଏକ,ସଂଜିବ ପଧାନ,ବିଜୟାନନ୍ଦ ପଧାନ,ବିପିନ କୁମୁରିଆ,ଅମର ବେହେରା,ପ୍ରକାଶ ବେହେରା,ଫକିର କୁମ୍ଭାର ପ୍ରମୁଖ ଯୋଗ ଦେଇଥିଲେ।ମ୍ୟାନ ଅପ ଦି ଫାଇନାଲ ମ୍ୟାଚ ବୁଢିମାଲ ଦଳର ଲିଙ୍ଗରାଜ ପଟେଲ  ଖେଲାଳି କୁ ଟ୍ରଫି ପ୍ରଦାନ କରାଯାଇଥିବା ବେଳେ ମେନଅପ ଦ ସିରିଜ ବାଟର୍ତେମା ଦଳର ଜିଲେନ ସାହୁ  ଖେଲାଳିକୁ ଟ୍ରଫି ପୁରସ୍କୃତ କରାଯାଇଥିଲା।ଶେଷରେ ବିଜୟୀ ଦଳକୁ ନଗଦ ଟଙ୍କା ସହ ସୁନ୍ଦର ଟ୍ରଫି ମୁଖ୍ୟଅତିଥି ପୁରସ୍କୃତ କରିଥିଲେ।    
ସ୍କୋରର ଦାୟୀତ୍ବରେ ବିନେଶ ସେଠ  ମନୋଜ ନାଏକ ଧାରାବିବରଣୀ ଦେଇଥିବା ବେଳେ ଖେଳପରିଚାଲନା କରିଥିଲେ ଭଗବାନ ବାଗ ଓ ସିବିରଞ୍ଜନ ପାଣ୍ଡେ ।ତେଲମହୁଲ ଗ୍ରାମବାସୀ ଓ ଆଦିବାସୀ ଏଥେଲେଟିକ କ୍ରିକେଟ କ୍ଲବର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like