-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗୀର ଶାଖାର ଆଭାସୀ କାର୍ଯ୍ୟକ୍ରମ

23-Jan-2022



କଣ୍ଟାବାଞ୍ଜି (ଆନନ୍ଦ ମୋଟେ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଆଭାସୀ କାର୍ଯ୍ୟକ୍ରମ ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା। ଅଖିଳ ଭାରତୀୟ ସାହିତ୍ୟ ପରିଷଦ,ଓଡ଼ିଶାର ସଭାପତି ଡ.ରଘୁନାଥ ପଣ୍ଡା ଓ ରାଜ୍ୟ ସଂଗଠନ ସମ୍ପାଦକ ଶ୍ରୀ ନାରାୟଣ ନାଏକଙ୍କ ତତ୍ତ୍ୱାବଧାନରେ  ମହାନ ସଂଗ୍ରାମୀ ଦ୍ୱୟ ଯଥା ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ସଭାପତି ନାଟ୍ୟ ଭୁଷଣ ଜଗଦାନନ୍ଦ ଛୁରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ସର୍ବ ପ୍ରଥମେ ଉଭୟଙ୍କ ଫଟୋଚିତ୍ର ରେ ପୁଷ୍ପ ଓ ଦୀପ ପ୍ରଦାନ କରାଯାଇଥିଲା।ପରିଷଦର ଆଜୀବନ ସଦସ୍ୟା ସବିତା ଭୋଇ ପ୍ରାରମ୍ଭିକ ସଂଗୀତ ଓ ଆଜୀବନ ସଦସ୍ୟା ସୁଶ୍ରୀ ସଂଯୁକ୍ତା ପରିଛ୍ଛା ପ୍ରାରମ୍ଭିକ ଅଭିଭାଷଣ ରଖିଥିଲେ।ତାପରେ ସଂଯୋଜକ ଶ୍ରୀ ବିରଂଚି ନାରାୟଣ ଦାଶଙ୍କ ସଂଯୋଜନାରେ  ଚାଲିଥିବା ସଭାରେ ବୀର ସୁରେନ୍ଦ୍ର ସାଏଙ୍କ ବିଷୟରେ ଡ.ଶିବପ୍ରିୟା ମିଶ୍ର ଓ ନେତାଜୀଙ୍କ ବିଷୟରେ ଶ୍ରୀ ଧର୍ମବ୍ରତ ରଥ ବକ୍ତା ଭାବରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ।ସଭାରେ ଉପସ୍ଥିତ ସଭ୍ୟ ଶ୍ରୀ ରାମଚନ୍ଦ୍ର ପଟେଲ,ଶ୍ରୀ ମଦନମୋହନ ରଥ,ସୁଶ୍ରୀ କସ୍ତୁରୀ ରଥ,ସତ୍ୟାନନ୍ଦ ବିଶ୍ୱ।ଳ,ଡ.ନକୁଳ ମେହେର ଆଦି ନିଜ ନିଜର ମତ ଦେଇଥିଲେ।ପରିଶେଷରେ ଶିଶୁ ସାହିତ୍ୟିକା ସୁଶ୍ରୀ ସବିତା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ରଙ୍କମଣି ବାରିକ,ଜ୍ୟୋତିରାଣୀ ମିଶ୍ର,ଜ୍ୟୋତ୍ସ୍ନାମୟୀ ଭୋଇ,ବିଜୟଲକ୍ଷ୍ମୀ ମହାପାତ୍ର, ଜଗଦୀଶ୍ୱର ମୁଣ୍ଡ,ଝରଣା ପାଢ଼ୀ, ମୀନା ମୁଣ୍ଡ,ନିତ୍ୟାନନ୍ଦ ବାରିକ,ରାଜେଶ ଝାଙ୍କର,ଭକ୍ତବନ୍ଧୁ ବିଶ୍ୱ।ଳ,ଅଶୋକ କୁମାର ସେଠୀ,ହେମନ୍ତ ମୁଣ୍ଡ, ଆହ୍ଲାଦିନୀ ଦାଶ, ଅମ୍ବିକା ପ୍ରସାଦ ଦାଶ,ଋତୁପର୍ଣା ମହାନ୍ତି, ପ୍ରଭାସିନୀ ଠାକୁର,ପଦ୍ମାବତୀ ମହାପାତ୍ର, ଯାଜ୍ଞସେନୀ ହୋତା,ମନୋଜ କୁମାର ନାୟକ,ନିତ୍ୟାନନ୍ଦ ବାରିକ,ସତ୍ୟବନ୍ତ ବେଦବାକ,ରାଜେଶ ଝାଙ୍କର,ଲିପସାମୟୀ ଦୁବେ,ବିରଂଚି ନାରାୟଣ ପଣ୍ଡା,ପ୍ରମୋଦ କୁମାର ଠାକୁର ସମେତ ୩୩ଜଣ ସାହିତ୍ୟିକ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like