-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ମା ମହାଲକ୍ଷ୍ମୀ ଙ୍କ ବିଗ୍ରହ ପ୍ରତିଷ୍ଠା ଓ ବାର୍ଷିକ ଉତ୍ସବ

23-Jan-2022



କର୍ଲାମୁଣ୍ଡା:(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା ମ. ରାମପୁର ଠାରେ ରବିବାର  କୋଭିଡ଼ କଟକଣା କୁ ଦୃଷ୍ଟି ରେ ରଖି ରାମ ଭକ୍ତ ଙ୍କ ସମାଗମ ରେ ସାମାଜିକ ଦୂରତା ଓ ମାକ୍ସ୍ ବ୍ୟବହାର ରେ  ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ମା ମହାଲକ୍ଷ୍ମୀ ମନ୍ଦିରର ଚତୁର୍ଥ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ବାର୍ଷିକ ଉତ୍ସବ ସମସ୍ତ ନୀତି କାନ୍ତି ରେ ପାଳନ ହେଇଯାଇଛି।  ପ୍ରଥମେ ସକାଳ ୭.୩୦ ମିି ରେ ଧୂପ ପରେ ପୂଜା ଆରମ୍ଭ ହୋଇ ଥିଲା।  ୮.୩୦  ରେ ମହାଲକ୍ଷ୍ମୀ ଙ୍କ ମହାସ୍ନାନ, ୯.୧୫ ରେ ଯଜ୍ଞ ଆରମ୍ଭ, ଦିବା ୯.୩୦ ପରେ ଧ୍ଵଜା ପରିକ୍ରମା ଓ ମନ୍ଦିର ରେ ଧ୍ଵଜା ବନ୍ଧନ, ଦିବା ୧୧.୩୦ ପରେ ପୂର୍ଣ୍ଣ। ହୁତୀ, ଆଳତି, ପୁଷ୍ପାଞ୍ଜଳି ଓ ଦିବା ୧.୦୦ ସମୟ ରେ ଅନ୍ନ ଭୋଗ ତାପରେ ସମସ୍ତେ ପ୍ରସାଦ ସେବନ କରିଥିଲେ। କର୍ତ୍ତା ଭାବେ ଶ୍ରୀ ଜଗନ୍ନାଥ ସାହୁ, ଶ୍ରୀମତୀ ଦ୍ରୋପଡୀ ସାହୁ ଓ ଶ୍ରୀ ପ୍ରକାଶ ଚନ୍ଦ୍ର ସାହୁ ଶ୍ରୀମତୀ ସୁଜାତା ସାହୁ ଦାୟିତ୍ଵ ସମ୍ପାଦନ କରିଥିଲେ।

ପୂଜକ ଶ୍ରୀ ଅଶୋକ କୁମାର ତ୍ରିପାଠୀ, ମହାରଣା ଶ୍ରୀ କେଦାର ମହାରଣା ।ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ସଦସ୍ୟ ଶ୍ରୀଯକ୍ତ ପୁଷ୍ପେନ୍ଦ୍ର ସିଂହଦେଓ, ସମାଜସେବୀ ଉଦ୍ଧବ ପଣ୍ଡା ଯୋଗଦେଇଥିବା ବେଳେ ଶ୍ରୀ ଜଗନ୍ନାଥ ମନ୍ଦିର ଉନ୍ନୟନ କମିଟି ର ସଦସ୍ୟ,  କୃଷ୍ଣ ଚନ୍ଦ୍ର ସାହୁ, ଶିବ ରାମ ସାହୁ, ସୁରେନ୍ଦ୍ର ସାହୁ, ପୁଷ୍ପେନ୍ଦ୍ର ସାହୁ, ସୁବାଷ ଚନ୍ଦ୍ର ପଣ୍ଡା,ରାଜେନ୍ଦ୍ର ସାହୁ, କୈଳାଶ, ଗୌତମ ତଥା ଅନ୍ୟମାନେ ସହଯୋଗ କରିଥିଲେ। ଶେଷ ରେ ଶ୍ରୀ ପ୍ରକାଶ ଚନ୍ଦ୍ର ସାହୁ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like