-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଜାତୀୟ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ବୋଷଙ୍କ ଜୟନ୍ତୀ ପାଳିତ

24-Jan-2022



କୁଚିଣ୍ଡା,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): କୁଚିଣ୍ଡା ନିକଟସ୍ଥ ପତ୍ରାପାଳି ଠାରେ ଚାଇଲ୍ଡ ଲାଇନ୍ ଓ ନେତାଜୀ ସଂଘ ପକ୍ଷରୁ ନମାନି ହେମ୍ବ୍ରମଙ୍କ ସଭାପତିତ୍ବରେ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକ ଶତ ବର୍ଷ ପୂର୍ତ୍ତି ସହ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କ ୧୨୫ ଜନ୍ମ ଶତ ବାର୍ଷିକୀ ଓ ଜାତୀୟ ବୀର ସୁରେନ୍ଦ୍ର ସାଏ ଙ୍କ ଜନ୍ମ ବାର୍ଷିକୀ ମିଳିତ ଭାବରେ ପାଳିତ ହୋଇ ଯାଇଛି I ଏଥିରେ ଅବସରପ୍ରାପ୍ତ ଅଧ୍ୟକ୍ଷ,ସମାଜସେବୀ  ସାହିତ୍ୟିକ ସୁବାସ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ନେତାଜୀ ହିଁ ପ୍ରଥମେ ଗାନ୍ଧୀଙ୍କୁ ଜାତିର ଜନକ ଭାବରେ ସମ୍ବୋଧିତ କରିଥିଲେ ବୋଲି କହିଥିଲେ । ସମ୍ବଳ ବୀର ବୀରସୁରେନ୍ଦ୍ର ସାଏ ଙ୍କ ସଂଗ୍ରାମ ସପର୍କରେ ଆଲୋଚନା ମଧ୍ୟ କରିଥିଲେ । ସାମାଜିକ କର୍ମୀ ସରୋଜ ମେହେର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ବରପୁତ୍ର ମାନଙ୍କ ଜୀବନୀ ଉପରେ ଆଲୋଚନା କରିଥିଲେ । ପ୍ରାରମ୍ଭରେ ଚାଇଲ୍ଡ ଲାଇନର କର୍ମୀ ସ୍ୱେତାଙ୍ଗିନି ବାରିକ  ସ୍ଵାଗତ ଭାଷଣ ଦେବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ ।ପ୍ରାରମ୍ଭରେ ଅତିଥି ଗଣ ମହାତ୍ମା ଗାନ୍ଧୀ,ନେତାଜୀ ସୁଭାଷ ବୋଷ ଓ ବୀର ସୁରେନ୍ଦ୍ର ସାଏ ଙ୍କ ତୈଳ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଅରୁଣୋଦୟ ସ୍କୁଲ ର ଶିକ୍ଷକ ଲୁମ୍ବିନୀ ନାୟକ,ରେଖବତି ନାୟକ, ଗୋଲାପି ଦେହୁରୀ, ଗୀତାଞ୍ଜଳି ସାହୁ,ମାଧବୀ ଲତା ସାହୁ,ସୁପ୍ରିୟା ପୃସେଠ୍ ,ଓମ୍ ବୁଡା ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନ ରେ ସକ୍ରିୟ ସହଯୋଗ କରିଥିଲେ । ଶେଷରେ ଲୁମ୍ବିନ ନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like