-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||     

HOME   ଜିଲ୍ଲା

ପ୍ରତିଶୃତି ପରେ ହଟିଲା ଏଫସିଆଇ ଶ୍ରମିକଙ୍କ ଧାରଣା

24-Jan-2022



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ଏଫସିଆଇ ଶ୍ରମିକ ସଂଗଠନ ପକ୍ଷରୁ ଏଫସିଆଇ ସମ୍ମୁଖରେ ଧାରଣା ଦୀର୍ଘ ୧୫ଦିନ ବ୍ୟାପି କାର୍ଯ୍ୟ ବନ୍ଦକରି ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଶାନ୍ତି ଶୃଙ୍ଖଳାର ସହ ଧାରଣା ଦେବା ପରେ  ସିଏସଓ ଅନାଥ ସ୍ବାଇଁ ଧାରଣା ପାଖରେ ପହଂଚି ଶ୍ରମିକ ମାନଙ୍କୁ ବୁଝା ସୁଝା କରିବା ସହ ଦୁଇମାସ ଭିତରେ ଏଠାରୁ ଚାଲିଯାଇଥିବା ୨ଟି ବ୍ଳକକୁ ଫେରାଇ ଆଣିବା ପାଇଁ ଆମେ ହେଡ କ୍ୱାର୍ଟରକୁ ଲେଖି ଜଣାଇବୁ ବୋଲି ପ୍ରତିଶ୍ରୁତି ଦେବା ପରେ ଚାଲିଥିବା ଧାରଣା ହଟିଥିଲା । ସୂଚନା ଅନୁସାରେ ସଭାପତି କେଶବ ଚନ୍ଦ୍ର ଦିଗାଲଙ୍କ ନେତୃତ୍ବରେ ଫୁଲବାଣୀ ଏଫସିଆଇ ଶ୍ରମିକ ସଂଗଠନ ପକ୍ଷରୁ ଏଫସିଆଇ ସମ୍ମୁଖରେ ଧାରଣା ଆଜକୁ ୧୫ଦିନ ହେଲା ଚାଲିଥିଲା । ଦିର୍ଘ ୧୨ଦିନ ଧାରଣାର ଅତିକ୍ରାନ୍ତ ପରେ ଏଫସିଆଇ  ସଂଘ ପକ୍ଷରୁ ସମସ୍ତ ଶ୍ରମିକଙ୍କ ସହମତି କ୍ରମେ ଆଗାମୀ ନିର୍ବାଚନରେ ଭୋଟ ବର୍ଜନ ପାଇଁ ମଧ୍ୟ ନିଷ୍ପତି ନିଆଯାଇଥିଲା । ସଂଘ କହିବାନୁଯାୟୀ ଶ୍ରମିକମାନେ ବର୍ଷବର୍ଷ ଧରି ଏହି ସରକାରୀ ଗୋଦାମରେ କାର୍ଯ୍ୟରତ । ଏପରିକି କରୋନା ମହାମାରୀ ସମୟରେ ମଧ୍ୟ ସମଗ୍ର ବିଶ୍ବ କରେନା ସହ ଲଢେଇ କରୁଥିବା ବେଳେ ଏହି ଶ୍ରମିକ ମାନେ ନିଜ ଜୀବନକୁ ବାଜି ଲଗେଇ କରାଜା ଯୋଦ୍ଧା ସଦୃଶ୍ୟ କାର୍ଯ୍ୟ କରି ଆସୁଥିଲେ । ଜିଲ୍ଲା ଯୋଗାଣ ବିଭାଗ ଅଧିନରେ ପରିଚାଳିତ ତିନୋଟି ଗୋଦାମ ରହିଛି । ଏଥି ମଧ୍ୟରୁ ଦୁଇଟି ନିଜସ୍ୱ ହୋଇଥିବା ବେଳେ ଅନ୍ୟଟି ବେସରକାରୀ ଠିକାଦାରଙ୍କ ଦ୍ବାରା ପରିଚାଳିତ । ବିଗତ ଦିନରେ ବିଭିନ୍ନ ଆଳ ଦେଖାଇ ଶ୍ରମିକ ମାନଙ୍କ ଠାରୁ ୨ଗୋଟି ଚାଉଳ ଉଠାଣ କ୍ଷମତା ବାହାର କରି ଦିଆଯାଇ ଥିଲା । ଉକ୍ତ  ୨ଟି ସରକାରୀ ଗୋଦାମ ଅଧୀନରେ ୩୭ରୁ ଉର୍ଧ୍ଵ ପରିବାରର ୨୦୦ରୁ ଉର୍ଧ୍ଵ ସଦସ୍ୟ ନିର୍ଭର କରି ପେଟ ପୋଷଣ କରୁଥିଲେ । ଚଳିତ ବର୍ଷ ଯୋଗାଣ ବିଭାଗ ଟେଣ୍ଡରରେ ଦୁଇଟି ବ୍ଳକ ଟିକାବାଲି ଓ ଜି.ଉଦୟଗିରିର ଚାଉଳ ଉଠାଣ କ୍ଷମତା ଅପସାରଣ କରାଯାଇଛି । ବେସରକାରୀ ଗୋଦାମକୁ ଅହେତୁକ ଅନୁକମ୍ପା ଦେଖାଇ ବିଭାଗ ଦୁଇଶହ ଲୋକଙ୍କ ଜୀବନ ସହ ଖେଳ ଖେଳୁଛନ୍ତି ବୋଲି ଶ୍ରମିକ ସଂଘ ଲିଖିତ ଆକାରରେ ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିଲେ ବୋଲି ସମ୍ପାଦକ ଦଶରଥ ସହୁ ଗଣମାଧ୍ୟମ ଆଗରେ ପ୍ରକାଶ କରିଥିଲେ ।  ଏସଡିପିଓ ମହେନ୍ଦ୍ର ନାଥ ମୁର୍ମୁ  ଶ୍ରମିକଙ୍କ ପାଖରେ ପହଂଚି ବୁଝାସୁଝା କରିବା ପରେ ସିଏସକୁ ୪ଟି ବ୍ଲକର ସମସ୍ତ କାମ ଏହି ଧାରଣାଗତ ଶ୍ରମିକ ମାନଙ୍କୁ ଦିଆଯାଉ ଏବଂ ଯାଇଥିବା ୨ଟି ବ୍ଳକ ଫେରାଇ ଅଣିବାପାଇଁ ଜିଲ୍ଲାପାଳଙ୍କ ବାରମ୍ବାର ଜଣାଇବା ସହିତ ଉପରସ୍ତ ଅଧିକାରୀଙ୍କୁ ଅବଗତ କରାଇବାକୁ ଅନୁରୋଧ କରିଥିଲେ । ଶ୍ରମିକମାନେ ସିଏସଓ ଅନାଥ ସ୍ୱାଇଁ ଏବଂ ଏସଡିପିଓ ମହେନ୍ଦ୍ରନାଥ ମୁର୍ମୁ ଙ୍କ  କଥା ରଖି ଧାରଣାରୁ ହଟିଥିଲେ । ଦୁଇମାସ ଭିତରେ ଯଦି ଆମ କଥା ଜିଲ୍ଲା ପ୍ରଶାସନ ନବୁଝିବେ ତେବେ  ଆମେ ବାଧ୍ୟ ହୋଇ ପୁର୍ନବାର ରାଜରାସ୍ତାକୁ ଓହ୍ଲାଇବୁ ବୋଲି ସଂଘ ପକ୍ଷରୁ କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026

You Might Also Like