-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଜନ୍ମଭୂମି ଖିଣ୍ଡାରେ ଜାତୀୟ ବୀର ସୁରେନ୍ଦ୍ର ସାଏଙ୍କୁ ବିଜେଡି ପକ୍ଷରୁ ଶ୍ରଦ୍ଧାଞ୍ଜଳି I

24-Jan-2022



ରେଙ୍ଗାଲି,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ବୀର ସୁରେନ୍ଦ୍ର ସାଏଙ୍କ ୨୧୪ତମ ଜୟନ୍ତୀ ଅବସରରେ ଆଜି ଖିଣ୍ଡା ଛକ ସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ବିଜୁ ଜନତା ଦଳ ତରଫରୁ ମାଲ୍ୟାର୍ପଣ କରାଯାଇଥିଲା I ଏହାପରେ ବୀର ସୁରେନ୍ଦ୍ର ସାଏ ଙ୍କ ଜନ୍ମଭୂମି ଖିଣ୍ଡା ଗ୍ରାମକୁ ବିଜେଡି ନେତୃମଣ୍ଡଳୀ ଗସ୍ତ କରି ବୀର ସୁରେନ୍ଦ୍ର ସାଏ ଙ୍କ ସେଠାରେ ମଧ୍ୟଥିବା ପ୍ରତିମୁର୍ତି ରେ ମାଲ୍ୟାର୍ପଣ କରିବା ସହ ସୁରେନ୍ଦ୍ର ସାଏ ଙ୍କ ଦାୟାଦ ଲାଲ ଫକୀର ସାଏ ଙ୍କୁ ତାଙ୍କ ବାସ ଭବନ ରେ ସାକ୍ଷାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସରକାରୀ ଦଳ ଉପ-ମୁଖ୍ୟସଚେତକ ତଥା ରେଢ଼ାଖୋଲ ବିଧାୟକ ଇଂ.ରୋହିତ ପୂଜାରୀ,ବିଜୁ ଜନତା ଦଳ ସମ୍ବଲପୁର ଜିଲ୍ଲା ସଭାପତି ଇଂ.ସିଦ୍ଧାର୍ଥ ଦାସ, ବିଜେଡି ନେତା ଦେବେନ୍ଦ୍ର କିଶୋର ପତି,ସମ୍ବଲପୁର ଜିଲ୍ଲା ବିଜେଡି ଉପସଭାପତି କିରଣ ବେହେରା,ସମ୍ବଲପୁର ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ଏମ.ବି ସତୟେନ,ସମ୍ବଲପୁର ଜିଲ୍ଲା ବିଜେଡି ଏସସି-ଏସଟି ସେଲ ଅଧ୍ୟକ୍ଷ ମୋତିଲାଲ ତନ୍ତୀ, ବିଜେଡି ନେତ୍ରୀ ଇଂ.ରୀନା ତନ୍ତୀ,ରାଜ୍ୟ ବିଜେଡି ଯୁଗ୍ମ ସମ୍ପାଦକ ଇଂ.ଦିଲୀପ ଦୁରିଆ, ସମ୍ବଲପୁର ଜିଲ୍ଲା ଯୁବ ବିଜେଡି ସଭାପତି ଲକ୍ଷ୍ମୀ ପ୍ରସାଦ ମହାପାତ୍ର, ସମ୍ବଲପୁର ଜିଲ୍ଲା ଛାତ୍ର ବିଜେଡି ସଭାପତି ଡ଼.ସିଦ୍ଧାନ୍ତ ମହାନ୍ତି,ମହେନ୍ଦ୍ର ଓରାମ, ନାରାୟଣ ଶର୍ମା, ସତ୍ୟାନୟନ ଅଗ୍ରୱାଲ,ସରୋଜ ପ୍ରଧାନ,ଅଶୋକ ଗୁରୁ,ଦୟାନିଧି ଭଇନଂସାଲ,ବବଲୁ ରାଉତ,ମଞ୍ଜୁ ଓରାମ, ଲିଙ୍ଗରାଜ ତ୍ରିପାଠୀ,ଇଂ.ନିଶିଥ ଆକାଶ,ଯଦୁମଣି ପଟେଲ,ତନମୟୀ ସାହୁ,ରେଙ୍ଗାଲି ଜୋନ-୧ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀନୀ ଚୋଳେଶ୍ୱରୀ ମହାନନ୍ଦ,ରେଙ୍ଗାଲି ଜୋନ-୨ ଜିଲ୍ଲା ପରିଷଦ ପ୍ରାର୍ଥୀ ଦେନାରାୟଣ ତିୱାରୀ ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like