-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଦେଶ ବିଦେଶ

ଭାରତ ଉପରେ ଦୋଷ ଲଦିଲେ ଡୋନାଲ୍ଡ ଟ୍ରମ୍ପ, କହିଲେ ଭାରତ କରୋନା ଜନିତ ମୃତ୍ୟୁ ଉପରେ ଦେଇ ନାହିଁ ଠିକ୍‌ ତଥ୍ୟ

30-Sep-2020



ନୂଆଦିଲ୍ଲୀ ୩୦/୦୯: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଆଜି ଡୋନାଲ୍ଡ ଟ୍ରମ୍ପ ଓ ଡେମୋକ୍ରେଟିକ ପାର୍ଟିର ଆଶାୟୀ ପ୍ରାର୍ଥୀ ଜୋ ବିଡେନଙ୍କ ମଧ୍ୟରେ ପ୍ରଥମ ଥର ପାଇଁ ବିତର୍କ ହୋଇଛି। କରୋନା ଭାଇରସରକୁ ନେଇ ଟ୍ରମ୍ପଙ୍କୁ ଘେରିଛନ୍ତି ବିଡେନ । ଆମେରିକାରେ କରୋନା ଜନିତ ମୃତ୍ୟୁକୁ ନେଇ ସେ ଟ୍ରମ୍ପଙ୍କ ଉପରେ ଜୋର୍‌ରେ ବର୍ଷିଛନ୍ତି। ଟ୍ରମ୍ପ ମଧ୍ୟ ବିଡେନଙ୍କୁ ନ ଛାଡି ତାର ଜବାବ ଦେଇଛନ୍ତି । ଆମେରିକା ଠିକ୍‌ ତଥ୍ୟ ଦେଉଥିବାରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି ଟ୍ରମ୍ପ। କେବଳ ବିଡେନଙ୍କୁ ନୁହେଁ ଟ୍ରମ୍ପ ମଧ୍ୟ  ଭାରତ ଉପରେ ଦୋଷ ଲଦିବାକୁ ଭୁଲି ନାହାନ୍ତି । ବିଡେନ ଖୋଲା ଖୋଲି କହିଛନ୍ତି ଟ୍ରମ୍ପ ପ୍ରଶାସନ କରୋନା ମହାମାରୀ ବିରୋଧରେ କୌଣସି ପ୍ରସ୍ତୁତ କରି ନାହିଁ।

ବିଡେନ ଟ୍ରମ୍ପଙ୍କ ଉପରେ ଦୋଷ ଲଦି କହିଛନ୍ତି ଯେ ଆମେରିକାରେ ସବୁଠୁ ଅଧିକ ମୃତ୍ୟୁ ଏଥିପାଇଁ ହେଲା କାରଣ ସରକାର ଏହି ଭାଇରସ ବିପଦ ବାବଦରେ ଜାଣି ମଧ୍ୟ ମହାମାରୀକୁ ନେଇ ଚିନ୍ତାଶୂନ୍ୟ ରହିଲେ। ସଂକ୍ରମଣ ରୋକିବା ପାଇଁ କିଛି ବି ଯୋଜନା ପ୍ରସ୍ତୁତ କଲେ ନାହିଁ। ବିଡେନଙ୍କ ପ୍ରଶ୍ନର ଉତ୍ତର ଦେଇ ଟ୍ରମ୍ପ କହିଛନ୍ତି ତାଙ୍କ ସରକାର କରୋନା ସହ ବେଶ ଭଲ ଭାବେ ଲଢ଼ିଛି ଓ ଲଢୁଛି ମଧ୍ୟ। ଠିକ୍ ଡାଟା ଦିଆଯାଇଥିବାରୁ ଆମେରିକାରେ ମୃତକଙ୍କ ସଂଖ୍ୟା ଅଧିକ ବୋଲି ଜଣାପଡ଼ିଛି। କିନ୍ତୁ ଚୀନ, ଋଷ ଓ ଭାରତ ଏ ନେଇ ଠିକ୍ ତଥ୍ୟ  ଦେଇ ନାହାନ୍ତି।
ଟ୍ରମ୍ପ ଭାରତ ଉପରେ ବଡ଼ ଆରୋପ ଲଗାଇ କହିଛନ୍ତି କେହି ଜାଣନ୍ତି ନାହିଁ ଭାରତ, ଚୀନ, ଋଷରେ କେତେ ଲୋକ ପ୍ରାଣ ହରାଇଛନ୍ତି। ଏମାନେ କରୋନା ଜନିତ ମୃତକଙ୍କ ଠିକ୍ ତଥ୍ୟ ଦେଇ ନାହାନ୍ତି। ଏହା ସହ ସେ ବିଡେନଙ୍କୁ ଟାର୍ଗେଟ କରି କହିଲେ ଯଦି ବିଡେନ ଆମେରିକାର ରାଷ୍ଟ୍ରପତି ହୋଇଥାନ୍ତେ ତେବେ ଆମେରିକାରେ ୨୦ ଲକ୍ଷ ଲୋକ ପ୍ରାଣ ହରାଇଥାନ୍ତେ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like