-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସଦ ମାଲାକାନଗିରି ତରଫରୁ ଗୁଗୁଲ ମିଟ ମାଧ୍ୟମରେ ଆଭାସୀ ସାହିତ୍ୟ ଆସର ଅନୁଷ୍ଠିତ

24-Jan-2022



ଗଞ୍ଜାମ// ଗତକାଲି ରବିବାର ଅର୍ଥାତ୍ ଆଜି ଅପରାହ୍ନ ୫.୦୦ ଘଟିକା ସମୟରେ ଲକ୍ଷ୍ମଣ ନାୟକ ସାହିତ୍ୟ ସଂସଦ ତରଫରୁ Google Meet ମାଧ୍ୟମରେ ଏକ ଆଭାସୀ କବିତା ଆସର ଅନୁଷ୍ଠିତ ହୋଇ ଯାଇଛି । ଏହି ଆସରରେ ଆବିଭକ୍ତ କୋରାପୁଟ ଜିଲ୍ଲା ସହିଦ ମାଟିର ବରେଣ୍ୟ ସାଧକ/ସାଧିକା ଉପସ୍ଥିତ ରହି ଆସରକୁ ସାଫଲ୍ୟ ମଣ୍ଡିତ କରିଥିଲେ । ପ୍ରଥମେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ କୋରାପୁଟ ଲକ୍ଷ୍ମୀପୁରର ସୁଶ୍ରୀ ବିଶ୍ୱରୂପା ମହାରଣା (+୨ ଶ୍ରେଣୀର ଛାତ୍ରୀ) ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ ବରିଷ୍ଠ କବି ଶ୍ରୀଯୁକ୍ତ ବଳରାମ ପୂଜାରୀ ସମ୍ମାନିତ ଅତିଥି ଭାବରେ  ଶ୍ରୀଯୁକ୍ତ ଯଜ୍ଞେଶ୍ଵର ପଣ୍ଡା ସମ୍ମାନିତ ଅତିଥି ଶ୍ରୀଯୁକ୍ତ ମହାଦେବ ଶତପଥି ମୁଖ୍ୟବକ୍ତା ଭାବରେ କବି ଶ୍ରୀଯୁକ୍ତ ନଗେନ୍ଦ୍ର ରାଉତ ଏବଂ
ଧନ୍ୟବାଦ ଅର୍ପଣ କରିଥିଲେ କବୟିତ୍ରୀ ଶୋଭାଗିନୀ ନନ୍ଦ,
  ଆଭାସୀ ଆସରକୁ ସଂଚାଳନ କରିଥିଲେ ପ୍ରତିଷ୍ଠାତା କବି ଶ୍ରୀଯୁକ୍ତ ଦୀନବନ୍ଧୁ ବେଜ । ଏଥିରେ ବହୁ ସଂଖ୍ୟାରେ କବି/କବୟିତ୍ରୀ ଉପସ୍ଥିତ ରହି ସଭାଟିକୁ ସାଫାଲ୍ୟ ମଣ୍ଡିତ କରିଥିଲେ । ନେତାଜୀ ଓ କାର ସୁରେନ୍ଦ୍ର ସାଏ ଜନ୍ମ ଜୟନ୍ତୀ ର ଏହି ଦେଶାତ୍ମ ବୋଧକ କବିତା ଆସର ଅବିଭକ୍ତ କୋରାପୁଟର କବି କବୟିତ୍ରୀ ମାନେ ହେଲେ ରାୟଗଡା ଜିଲ୍ଲାରୁ ପ୍ରଦୀପ୍ତ କୁ ପାଢୀ, ପ୍ରଦୀପକୁ ଜିଲକାରା, କୋରାପୁଟ ଜିଲ୍ଲାରୁ ପ୍ରତୀମା ମହାରଣା, ପ୍ରଦୀପ୍ତ କୁ ବେହେରା, ରାଜେଶ୍ଵର ମହାରଣା, ସୁଶାନ୍ତ କୁ ଦାସ, ସ୍ୱର୍ଣ୍ଣଲତା ପଟ୍ଟନାୟକ, ଶୋଭାଗିନୀ ନନ୍ଦ, ଚନ୍ଦ୍ରକଳା ଦେବୀ, ସୁଭସ୍ମିତା ମହାନ୍ତି, ନବରଙ୍ଗ ପୁର ଜିଲ୍ଲାରୁ ସନ୍ତୋଷ କୁ ସାହୁ, ପ୍ରଭାତ କୁ ମଲ୍ଲିକ, ମାଲକାନଗିରି ଜିଲ୍ଲାରୁ ବାଲାଜୀ ସେଠୀ, ମହାଦେବ ମାଡକାମୀ, ପ୍ରଦୀପ ସରକାର ଓ ଏ ପୂର୍ଣ୍ଣ ପାତ୍ର ପରି ବରିଷ୍ଟ ଓ ବିଶିଷ୍ଟ କବିଙ୍କ ଉଚ୍ଚାଙ୍ଗ ଜାତୀୟ ବାଦ କବିତା ପାଠ ଦ୍ଵାରା ସାଂଧ୍ୟ ଆସରଟି ବେଶ ସରଗରମ ହୋଇ ଉଠିଥିଲା । ଶେଷରେ ବରିଷ୍ଟ କବି ମହାଦେବ ଶତପଥିଙ୍କ ଅନୁମତି କ୍ରମେ ସଭା ସାଙ୍ଗ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like