-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଧର୍ମପ୍ରାଣ ମହିଳାଙ୍କ ପରଲୋକ I

24-Jan-2022



ସମ୍ବଲପୁର,(ସଂଜୀବପାଣିଗ୍ରାହୀ) ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ଧନୁପାଲୀ ସ୍ଥିତ ଶିବ ନଗର ନିବାସୀ ତଅପୋଇ ମହାରଣାଙ୍କ ରବିବାର ପରଲୋକ ହୋଇଯାଇଛି I ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା କାରଣରୁ ଗତ କିଛି ଦିନ ହେବ ସେ ଶଯ୍ୟାଶାୟୀ ଥିଲେ I ସେ ଆଜି ଅପରାହ୍ନ ୩ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ବେଳେ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା I ସେ ଜଣେ ଧର୍ମପ୍ରାଣ ,ପରୋଉପକାରୀ ଭାବେ  ଶିବ ନଗର ଅଂଚଳରେ ବେଶ ଜଣାଶୁଣା ଥିଲେ I ତାଙ୍କ ମୃତ୍ୟୁ ଖବର ପାଇବା ପରେ ଆଖପାଖ ଅଂଚଳରେ ଶୋକର ଛାୟା ଖେଳି ଯାଇଥିଲା I ସେ ତାଙ୍କ ଅନ୍ତେ ସ୍ୱାମୀ ଦ୍ୱିଜବର ମହାରଣା, ଚାରି ପୁଅ ଲଷ୍ମୀଧର, ବିଦ୍ୟାଧର , ପ୍ରଭାତ, ସୁଶାନ୍ତ ଙ୍କ ସହ ପୁତ୍ରବଧୁ ଓ ନାତି ନାତୁଣୀ ମାନଙ୍କୁ ଛାଡି ଚାଲିଯାଇଛନ୍ତି I ଆଜି ସନ୍ଧ୍ୟାରେ ସ୍ଥାନୀୟ ରାଜଘାଟ ଠାରେ ତାଙ୍କର ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଥିବା ବେଳେ ବଡ ପୁଅ ଲଷ୍ମୀଧର ମୁଖାଗ୍ନି ଦେଇଥିଲେ I ଧନୁପାଲୀ ଅଂଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସ୍ବର୍ଗତାଃ  ତଅପୋଇ ମହାରଣାଙ୍କ ଶେଷ ଦର୍ଶନ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like