-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲା ପଞ୍ଚାୟତ ନିର୍ବାଚନରେ ଆଦର୍ଶ ଆଚରଣ ବିଧି ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

24-Jan-2022



ବୌଦ୍ଧ(ପ୍ରେରଣା ଖବର) ସୋମବାର ଦିନ ଅପରାହ୍ନ ୪ ଘଟିକା ସମୟରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ଉପଲକ୍ଷେ ସମସ୍ତ ରାଜନୈତିକ ଦଳମାନେ ଆଦର୍ଶ ଆଚରଣ ବିଧି ପାଳନ କରିବା ସଂପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର ଅଧ୍ୟକ୍ଷତା କରିବା ସହିତ ସମସ୍ତଙ୍କୁ ସ୍ୱାଗତ କରିଥିଲେ । ଜିଲାପାଳ ଶ୍ରୀମିଶ୍ର ନିର୍ବାଚନରେ ସମସ୍ତ ମାର୍ଗଦର୍ଶିକା ହିସାବରେ ନିୟମ ମାନି ଶୃଙ୍ଖଳାର ସହ ନିର୍ବାଚନ ପ୍ରକ୍ରିୟା ଶେଷ କରିବା ପାଇଁ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଥିଲେ । ଏଥିସହିତ ସମସ୍ତ ରାଜନୈତିକ ଦଳ ପକ୍ଷରୁ ଆଦର୍ଶ ଆଚରଣ ବିଧି ପାଳନ କରି ନିର୍ବାଚନ କାର୍ଯ୍ୟରେ ସହଯୋଗ କରିବାକୁ ଜିଲାପାଳ ଶ୍ରୀମିଶ୍ର ଅନୁରୋଧ କରିଥିଲେ ।  ନିର୍ବାଚନ ପର୍ଯ୍ୟବେକ୍ଷକ ତୁଷାରକାନ୍ତ ମହାନ୍ତି ସମସ୍ତଙ୍କୁ ସ୍ୱାଗତ କରି ନିଜ ନିଜ ମୂଲ୍ୟବାନ ଜୀବନର ସୁରକ୍ଷା ଓ ସତର୍କତାର ସହ କୋଭିଡ ନିୟମ ପାଳନ କରି ନିର୍ବାଚନ କାର୍ଯ୍ୟ ସୁରୁଖୁରୁରେ ସମାପନ କରିବାକୁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ପ୍ରାର୍ଥୀ କରୋନା ଆକ୍ରାନ୍ତ ଥିଲେ ନିର୍ବାଚନ ପ୍ରଚାରରେ ନଯାଇ ତାଙ୍କର ୫ଜଣ ସମର୍ଥକଙ୍କ ଜରିଆରେ ନିର୍ବାଚନ ପ୍ରଚାର କାର୍ଯ୍ୟ କରିପାରିବେ । ସାମାଜିକ ଓ ବୈଦ୍ୟୁତିକ ଗଣମାଧ୍ୟମ ମାଧ୍ୟମରେ ପ୍ରଚାର କରାଯାଇପାରିବ । ପଦଯାତ୍ରା,ରୋଡସୋ,ସାଇକେଲ ଶୋଭାଯାତ୍ରା,ଯାନବାହାନ ଶୋଭାଯାତ୍ରା ପାଇଁ ଅନୁମତି ଦିଆଯିବ ନାହିଁ । ନିର୍ବାଚନ ଗଣତି ପରେ ପ୍ରାର୍ଥୀଙ୍କ ସହ ଦୁଇଜଣ ପ୍ରାର୍ଥୀ ଶୋଭାଯାତ୍ରା କରିପାରିବେ । ୨୫ ତାରିଖ ଅପରାହ୍ନ ୩ ଘଟିକା ମଧ୍ୟରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇପାରିବ ବୋଲି ଉପଖଣ୍ଡ ପଞ୍ଚାୟତ ଅଧିକାରୀ ଲକ୍ଷ୍ମଣ ଓରାମ ସୂଚନା ପ୍ରଦାନ କରିଥିଲେ । ସମସ୍ତ ସ୍ଥାନରୁ ସରକାରଙ୍କ ପ୍ରଚାର ପ୍ରସାର ହୋଡିଂ ଉଠାଯିବା ସହିତ ଆଦର୍ଶ ଆଚରଣ ବିଧିକୁ କଡାକଡି ଭାବରେ ପାଳନ କରାଯିବା ନିମନ୍ତେ ବିଡିଓ ଏବଂ ତହସିଲଦାରମାନଙ୍କୁ ଜିଲାପାଳ ଶ୍ରୀମିଶ୍ର ନିର୍ଦ୍ଦେଶ ଦେଇଥିଲେ । ସର୍ବଶେଷରେ ଜିଲାପାଳ ସମସ୍ତ ରାଜନୈତିକ ଦଳମାନଙ୍କର କର୍ମକର୍ତ୍ତା ଏବଂ ଉପସ୍ଥିତ ସମସ୍ତ ଅଧିକାରୀଙ୍କୁ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ କିପରି ଶାନ୍ତି ଶୃଙ୍ଖଳା ସହିତ ସମାପନ ହୋଇପାରିବ ସେଥିପାଇଁ ସହଯୋଗ କାମନା କରିଥିଲେ । ଉକ୍ତ ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱନୀ କୁମାର ମେହେର ,ଅତିରିକ୍ତ ଜିଲାପାଳ ବବିତା ରାଣୀ ଦଳବେହେରା,ଅତିରିକ୍ତ ଜିଲା ଆରକ୍ଷୀ ଅଧିକ୍ଷକ ରବିନ୍ଦ୍ର କୁମାର ରାଉତ,ଉପଜିଲାପାଳ ସନତ କୁମାର ନାଏକ,ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବୀ ପ୍ରସାଦ ଦାଶ,ଗୋଷ୍ଠୀ ଉନ୍ନୟନ ଅଧିକାରୀ କଣ୍ଟାମାଳ କଳାକୃଷ୍ଣ ପ୍ରଧାନ, ବୌଦ୍ଧ ତହସିଲଦାର ଅବିନାଶ ପାଣ୍ଡିଆ,ତହସିଲଦାର କଣ୍ଟାମାଳ ରୀନା ପ୍ରଧାନଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ବିଜେଡି ପକ୍ଷରୁ ଜିଲା ବିଜେଡି ସଂପାଦକ ଶିତାଂଶୁ ଶେଖର ମହାକୁଳ,ବିଜେପି ଜିଲା ସଭାପତି ବିପ୍ର ଚରଣ ମହାନ୍ତି ଓ କଂଗ୍ରେସର ଜିଲା ସଂପାଦକ ପୌଲସ୍ତି ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like