-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||     

HOME   ଜିଲ୍ଲା

ବଜରଙ୍ଗୀ ସିଲିଭର ଜୁବୁଲି କପ କ୍ରିକେଟ ଟୁର୍ନାମେଣ୍ଟ ରେ ଗଣିଆ ଚମ୍ପିୟାନ

24-Jan-2022



ନୟାଗଡ, (ପ୍ରଦୀପ କୁମାର ପଣ୍ଡା): ଖଣ୍ଡପଡା ବ୍ଳକ ଅଧୀନ କୁମ୍ଭାରପଡ଼ା ଲଡ଼ୁକେଶ୍ୱର ଜୀଉ ମହାବିଦ୍ୟାଳୟ  ଖେଳ ପଡିଆରେ ବଜରଙ୍ଗୀ କ୍ରିକେଟ କ୍ଳବ ଆନୁକୂଲ୍ୟରେ ଗତ  ୧୭ ତାରିଖ ରୁ ଆରମ୍ଭ ହୋଇଥିଲା ୨୫ତମ ଟୁର୍ନାମେଣ୍ଟ | ଆଜିର ଫାଇନାଲ ଦିବସରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ତଥା ପ୍ରତିଷ୍ଠିତ ସମାଜସେବୀ ଅଜୟ କୁମାର ସେଠୀ ଯୋଗଦେଇ ଥିଲେ | ଆୟୋଜକ ଦଳର ସଦସ୍ୟ ମାନେ ଶ୍ରୀଯୁକ୍ତ ସେଠୀ ଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବାପରେ ପ୍ରଦୀପ ପ୍ରଜ୍ବଳନ କାର୍ଯ୍ୟ ସମ୍ପର୍ଣ୍ଣ ହୋଇଥିଲା | ତାପରେ ମୁଖ୍ୟ ଅତିଥି ଉଭୟ ଦଳର ଖେଳାଳୀଙ୍କ ସହିତ ପରିଚୟ ପ୍ରଦାନ କାର୍ଯ୍ୟ ସମ୍ପାଦନ କରିବା ସହିତ ସମସ୍ତଙ୍କୁ ଉତ୍ସାହିତ କରିଥିଲେ | ଆଜିର ଶିଶୁକନ୍ୟା ଦିବସ ଅବସରରେ ମୁଖ୍ୟ ଅତିଥି କନ୍ୟା ଭୃଣହତ୍ୟା ଏବଂ ବାଲ୍ୟ ବିବାହ ବିଷୟରେ କିଛି ସଚେତନତା ବାର୍ତା ପ୍ରଦାନ କରିଥିଲେ |ଏହାପରେ ଖେଳ ଆରମ୍ଭ ହୋଇଥିଲା | ଉକ୍ତ ଅନ୍ତଃ ଜିଲ୍ଲା କ୍ରିକେଟ ଟୁର୍ନାମେଣ୍ଟରେ ୮ଟି କ୍ରିକେଟ ଟିମ ଯୋଗ ଦେଇଥିବା ବେଳେ ସୋମବାର ଅନ୍ତିମ ଦିବସରେ  ମହାବୀର ସାଂସ୍କୃତିକ ପରିଷଦ କ୍ରିକେଟ ଟିମ ଗଣିଆ, ବାଲୁଙ୍କେଶ୍ୱର କ୍ରିକେଟ କ୍ଳବ ଏକଡାଳ କୁ ୨ ୱିକେଟ୍ ରେ 

 ହରାଇ ଚମ୍ପିୟାନ ହୋଇଥିଲା | ଆଜିର ଫାଇନାଲ ମ୍ୟାଚରେ ଗଣିଆ ଦଳ ଟସ ଜିତି ଏକଡାଳ ଦଳକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା | ଏକଡାଳ ଦଳ ୧୫ ଓଭର ରେ ୯ଟି ଵିକେଟ ହରାଇ ୧୨୭ ରନ ସଂଗ୍ରହ କରିଥିଲା | ଜବାବ ରେ ଗଣିଆ ଦଳ ଚଉଦ  ଓଭର ୩ଟି ବଲ ରେ ୮ଵିକେଟ ହରାଇ ଆବଶ୍ୟକ ରନ ସଂଗ୍ରହ କରି ବିଜୟୀ ହୋଇଥିଲା | ବିଜୟୀ ଦଳର କ୍ୟାପଟେନ ରମାକାନ୍ତ ମ୍ୟାନ ଅଫ ଦ ମ୍ୟାଚ ହୋଇଥିବା ବେଳେ ଲିଥୁନ ମ୍ୟାନ ଅଫ ଦ ସିରିଜ ଭାବେ ପୁରସ୍କାର ଗ୍ରହଣ କରିଥିଲେ | ଖେଳ ପରିଚାଳକ ଭାବେ ମହେନ୍ଦ୍ର ସ୍ୱାଇଁ, ଶାଶ୍ୱତ ପଣ୍ଡା ଏବଂ ଗଣେଶ ନାହାକ ସୁଚାରୁରୂପେ କାର୍ଯ୍ୟ ତୁଲାଇଥିଲେ | ଆଜିର ଖେଳକୁ ପ୍ରାୟ ୨ ହଜାର ରୁ ଉର୍ଦ୍ଧ କ୍ରିକେଟ ପ୍ରେମୀ ବେଶ ଉପଭୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026

You Might Also Like