-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||     

HOME   ରାଜ୍ୟ

ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ପ୍ରସ୍ତୁତ ରୁହ: ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ

25-Jan-2022



ଭୁବନେଶ୍ୱର (ଶୁଭାଶିଷ ନାୟକ): କରୋନା ସଂକ୍ରମଣ ପୁଣି ଥରେ ବଢ଼ିବାରୁ ରାଜ୍ୟ ସରକାର ସମସ୍ତ ସ୍କୁଲ୍ ଓ କଲେଜ ଗୁଡ଼ିକୁ ବନ୍ଦ କରି ଦେଇଛନ୍ତି । କିନ୍ତୁ ଏବେ ଅନଲାଇନରେ ପାଠପଢ଼ା ଚାଲିଛି । ଏପରି ସ୍ଥଳେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜାରି ରଖିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପିଲାମାନଙ୍କୁ ପରୀକ୍ଷା ପରାମର୍ଶ ଦେଇଛନ୍ତି ।

 

ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ରାଜ୍ୟରେ ଏବେ କରୋନା ସଂକ୍ରମଣ ତଳ ମୁହାଁ ହେଉଛି । ତେଣୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଠିକ୍ ସମୟରେ କରିବାକୁ କିଛି ଅସୁବିଧା ନାହିଁ ।  ଯଦି ସେମିତି କିଛି ବିଶେଷ ପରିସ୍ଥିତି ସୃଷ୍ଟି ହୁଏ, ତା’ହେଲେ ଅନ୍ୟ ନିଷ୍ପତ୍ତି ନିଆଯାଇପାରେ । କିନ୍ତୁ ଆଜିର ସ୍ଥିତି ଦେଖିଲେ ପରୀକ୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଏଣୁ ପିଲାମାନେ ପରୀକ୍ଷା ପାଇଁ ପ୍ରସ୍ତୁତି ଜାରି ରଖିବା ଉଚିତ୍ ବୋଲି ସେ କହିଛନ୍ତି ।
ସୂଚନାଯୋଗ୍ୟ, ଜାନୁଆରୀ ୩ ତାରିଖରୁ ସରକାର ସମସ୍ତ ପ୍ରାଥମିକ ସ୍କୁଲ୍ ଖୋଲିବାକୁ ନିଷ୍ପତି ନେଇଥିଲେ । ହେଲେ  ଦୈନିକ କରୋନା ସଂକ୍ରମଣ ବଢ଼ିବାରୁ ସବୁ ସ୍କୁଲ୍, କଲେଜ ଓ ବିଶ୍ୱବିଦ୍ୟାଳୟକୁ ବନ୍ଦ ଘୋଷଣା କରିଥିଲେ । ଚଳିତ ମାସ ପ୍ରଥମ ସପ୍ତାହରେ ସ୍କୁଲ୍ ଗୁଡ଼ିକ ବନ୍ଦ ହେବା ପରେ ଦ୍ୱିତୀୟ ସପ୍ତାହରେ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକ ବନ୍ଦ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026

You Might Also Like