-+91-9937148622 |
prerana_bgr@rediffmail.com |
Monday 19th October 2026 |
R.N.I. Regd No. ODIODI/2010/46693
Breaking News
25-Jan-2022
ଆଗଲପୁର (ବିନୋଦ ଦୀପ) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ୍ ମୁଖ୍ୟ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ବ୍ଲକ୍ ମୁଖ୍ୟ କିରାଣି ପ୍ରଫୁଲ୍ଲ କୁମାର ସାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୩ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ଅଫିସ୍ ସହିତ ଗାନ୍ଧି ନଗରପଡ଼ା ଓ ହାଟପଦା ପଡ଼ା ଘରେ ଚାଲିଛି ଚଢ଼ାଉ ।