-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

13-Nov-2020



୧-ଗୋଟିଏ ପରିବାର ୬ ଜଣଙ୍କୁ ହତ୍ୟା ଘଟଣା ; ମୁହଁ ଖୋଲୁନି ପୁଲିସ, ତଦନ୍ତ ଜାରି ଓ ୨ ଅଟକ ।

 

୨-ରାଜ୍ୟ କ୍ୟାବିନେଟରେ ୧୮ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ । ଗ୍ରୀଡକୋ ଋଣ ପାଇଁ ଗ୍ୟାରେଣ୍ଟର ରହିବେ ରାଜ୍ୟ ସରକାର  ।

 

୩-ବରଗଡ଼ରେ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ଦାବି ନେଇ ଆଗାମୀ ୧୭ ତାରିଖରେ ଆମରଣ ଅନଶନକୁ ଓହ୍ଲାଇବ ବୋଲି କୋଶଲ ସେନା ପକ୍ଷରୁ କୁହାଯାଇଛି। 

 

୪-ଚଳିତବର୍ଷ ୭୧ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ ।

 

୫-ଅତିରିକ୍ତ ବଜେଟକୁ ମିଳିଲା ଅନୁମୋଦନ । ଆସନ୍ତା ୨୦ ତାରିଖରେ ବିଧାନସଭାରେ ଉପସ୍ଥାପିତ ହେବ ଅତିରିକ୍ତ ବଜେଟ ।

 

୬-ଦିଲ୍ଲୀ ହାଲ୍‌ ବେହାଲ୍‌: ସ୍ବଚ୍ଛ ବାୟୁ ପାଇଁ ମେସିନ୍‌ ଭରସା, ପୂର୍ବ ଦିଲ୍ଲୀରେ ଲାଗିଲା ଆଉ ଏକ ବିଶାଳ ବାୟୁ ବିଶୋଧକ ଯନ୍ତ୍ର ।

 

୭-ଆଶା ବଢାଇଲା ‘ଆସ୍ଥା-୧୫’ ! ବିଶ୍ୱର ପ୍ରଥମ ଆୟୁର୍ବେଦିକ କରୋନା ଔଷଧକୁ ମିଳିଲା ଆୟୁଷ ମନ୍ତ୍ରାଳୟଙ୍କ ମଞ୍ଜୁରି ।

 

୮-ନୂଆ ରୂପରେ ଭାରତକୁ ଫେରୁଛି ପବଜି । ପୁଣି ଫୁଟିବ ଗୁଳି, ମିଳିବ ଚିକେନ୍ ଡିନରର ମଜା । ଭାରତ ପାଇଁ ଖୁବଶୀଘ୍ର ସ୍ୱତନ୍ତ୍ର ଭାବେ ଆସିବ ପବଜି ।

 

୯-ଆମେ ନିର୍ବାଚନ ଫଳାଫଳ ବିଶ୍ଳେଷଣ କରୁଛୁ, ମୁଖ୍ୟମନ୍ତ୍ରୀତ୍ବ କଥା ‘ଏନ୍‌ଡିଏ’ ସ୍ଥିର କରିବ: ନୀତୀଶ କୁମାର ।

 

୧୦-ପୁରୀ ଐତିହ୍ୟ କରିଡର ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି : ବିନାମୂଲ୍ୟରେ ଅଧିଗୃହୀତ ଜମି ଶ୍ରୀମନ୍ଦିରକୁ ହସ୍ତାନ୍ତର କରାଯିବ ।

 

୧୧-ଅକ୍ଟୋବରରେ ଖୁଚୁରା ମୁଦ୍ରାସ୍ପୀତି ୭.୬୧% ଛୁଇଁଲା, ଗତ ୬ ବର୍ଷରେ ସର୍ବୋଚ୍ଚ ସ୍ତର ।

 

୧୨-ଅର୍ଥନୀତିକୁ ନେଇ କଂଗ୍ରେସ ଟାର୍ଗେଟ୍‌ରେ ବିଜେପି, ଚିଦାମ୍ବରମ କହିଲେ ବାସ୍ତବତା ଲୁଚାଇବାକୁ ସରକାରଙ୍କ ସାଥ ଦେଉଛନ୍ତି ସୀତାରମଣ ।

 

୧୩-ଉପନିର୍ବାଚନରେ ବିଜୟ ପାଇଁ ଭର୍ଚୁ୍ୟଆଲ ସଭାରେ ମୁଖ୍ୟମନ୍ତ୍ରୀ ବାଲେଶ୍ୱରବାସୀଙ୍କୁ ଧନ୍ୟବାଦ ଜଣାଇଲେ ।

 

୧୪-କ୍ରୁନାଲ ପାଣ୍ଡ୍ୟାଙ୍କୁ ମୁମ୍ବାଇ ବିମାନ ବନ୍ଦରରେ ଅଟକାଇଲା ପୋଲିସ, ଦୁବାଇରୁ ବେନିୟମ ଭାବେ ସୁନା ଆଣିଥିବା ସନ୍ଦେହ ।

 

୧୫-ସାଇଲେଣ୍ଟ ଭୋଟର୍ ହେଲେ ସାଇଲେଣ୍ଟ ଚେଞ୍ଜର। ବିହାରରେ ଅଧିକାଂଶ ଏକ୍‌ଜିଟ୍ ପୋଲ୍ ତେଜସ୍ୱୀ ଯାଦବଙ୍କ ସପକ୍ଷରେ ମତ ଦେଇଥିବା ବେଳେ ମୋଦିଙ୍କ ଭାଷାରେ ସାଇଲେଣ୍ଟ ଭୋଟର୍ ବା ମହିଳା ଭୋଟର୍ ହିଁ ଗେମ୍ ଚେଞ୍ଜର୍‌ ହୋଇଛନ୍ତି।

 

୧୬-ବଲିଉଡକୁ ଆଉ ଏକ ଝଟକା, ଅଭିନେତା ଆସିଫ୍ ବସ୍ରା କଲେ ଆତ୍ମହତ୍ୟା ।

 

୧୭-ଆତ୍ମନିର୍ଭର ଭାରତ ୩.୦; ୧୨ ଯୋଜନା ପାଇଁ ୨.୬୫ ଲକ୍ଷ କୋଟିର ପ୍ୟାକେଜ ।

 

୧୮-ଅନୁଭବ-ବର୍ଷା ବିବାଦ : ଜବାବ ରଖିବାକୁ ଅନୁଭବ ଲୋଡ଼ିଲେ ସମୟ, ଡିସେମ୍ବର ୧୮ରେ ପରବର୍ତ୍ତୀ ଶୁଣାଣି ।

 

୧୯-ଭାରତରେ ୨୦୨୧ ଟି-୨୦ ବିଶ୍ୱକପ । ବିସିସିଆଇ କହିଲା, ଆଇପିଏଲ ଭଳି ଟି-୨୦ ବିଶ୍ୱକପକୁ ମଧ୍ୟ ସଫଳତାର ସହ ଆୟୋଜନ କରିବୁ । 

 

୨୦-କେବିସି-୧୨: ଆଇପିଏସ୍‍ ଅଧିକାରୀ ମୋହିତା ଶର୍ମା ଚଳିତ ସିଜନ୍‍ର ୨ୟ କୋଟିପତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like