-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ରାଜ୍ୟ

ଋଣ ଖିଲାପକାରୀ ବ୍ୟକ୍ତି ସରପଞ୍ଚ ପ୍ରାର୍ଥୀ ! ତଦନ୍ତ ଦାବୀ କଲେ ପ୍ରତିଦ୍ବନ୍ଦୀ |

25-Jan-2022



ନୟାଗଡ, (ପ୍ରଦୀପ କୁମାର ପଣ୍ଡା): ରାଜ୍ୟ ନିର୍ବାଚନ କମିଶନ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ରେ ପ୍ରାର୍ଥୀ ହେବାପାଇଁ ବିଭିନ୍ନ ନିୟମ ପ୍ରଣୟନ କରିଛନ୍ତି | ନିର୍ଦେଶନାମା ଅନୁଯାୟୀ ସେବା ସମବାୟ ସମିତି ରୁ ଋଣ ଖିଲାପକାରୀ ବ୍ୟକ୍ତି ଲଢ଼ି ପାରିବେନି ନିର୍ବାଚନ | ସୂଚାନକ୍ରମେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଳକ ଖଳିସାହି ଗ୍ରାମ ପଞ୍ଚାୟତ ରେ ସରପଞ୍ଚ ପ୍ରାର୍ଥୀ ଫକୀର ମୋହନ ଦାଶ ଖଳିସାହି ସେବାସମବାୟ ସମିତି ରୁ ଋଣ ନେଇ ପରିଶୋଧ କରୁନାହାନ୍ତି | ସୁଧମୂଳ ସହ ଏକଲକ୍ଷ ଛୟାଳୀଶ ହଜାର ତିନିଶହ ଅନେଶ୍ୱତ ଟଙ୍କା ସେ ଦେଉନଥିବା ରୁ ଉକ୍ତ

ସମବାୟ ସମିତି ସମ୍ପାଦିକା ଜ୍ୟୋତିର୍ମୟୀ ସୁବୁଦ୍ଧି ପ୍ରକାଶ କରିଛନ୍ତି | ବାରମ୍ବାର ନୋଟିସ କରାଯିବା ସତ୍ୱେ ଫକୀର ଏହାକୁ ଏଡାଇ ଚାଲିଛନ୍ତି | ଏବିଷୟରେ ତାଙ୍କ ପ୍ରତିଦ୍ବନ୍ଦୀ ପ୍ରାର୍ଥୀ ରମେଶ ଚନ୍ଦ୍ର ବେହେରା ଖଳିସାହି ପଞ୍ଚାୟତ ନିର୍ବାଚନ ଅଧିକାରୀ, ଖଣ୍ଡପଡା ବ୍ଳକ ନିର୍ବାଚନ ଅଧିକାରିଣୀ, ନୟାଗଡ଼ ଜିଲ୍ଲାପାଳ, ରାଜ୍ୟ ନିର୍ବାଚନ କମିଶନ ଙ୍କ ପାଖରେ ଲିଖିତ ଅଭିଯୋଗ କରି ମଧ୍ୟ ଫଳାଫଳ ଶୂନ୍ୟ ବୋଲି ଗଣମାଧ୍ୟମ ପ୍ରତିନିଧି ଙ୍କ ପାଖରେ ନିଜର ପ୍ରତିକ୍ରିୟା ରଖିଛନ୍ତି | ଏହା ଦ୍ୱାରା ରାଜ୍ୟ ନିର୍ବାଚନ କମିଶନ ଙ୍କ ନିୟମାବଳୀ କୁ ଉଲଂଘନ କରାଯାଇଥିବା ଅଭିଯୋଗ ମଧ୍ୟ ଆଣିଛନ୍ତି | ତେବେ ଉଚ୍ଚପଦସ୍ଥ ଅଧିକାରୀ ଉକ୍ତ ଘଟଣା ର ସଠିକ ତଦନ୍ତ କରି ଯୁଦ୍ଧକାଳୀନ ଭିତ୍ତି ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସାଧାରଣରେ ଅଭିଯୋଗ ହୋଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like