-+91-9937148622 |
prerana_bgr@rediffmail.com |
Sunday 18th October 2026 |
R.N.I. Regd No. ODIODI/2010/46693
Breaking News
25-Jan-2022
ସୁବର୍ଣ୍ଣପୁର,, ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା, ପ୍ରଦୀପ କୁମାର ଗୁରୁ, ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା, ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡା, ମଞ୍ଜୁ ରାଣୀ ସିଂହ, ଅତିରିକ୍ତ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଯକ୍ଷ୍ମା ଡା, ପଦ୍ମହଂସl ଦୋରା, ଡିପିଏମ ଶ୍ରୀ ବିଶ୍ୱମ୍ବର ବେହେରା, ଡି ଏମ ଆରସିଏଚ ସୁଦାଂସୁ ନାଏକ, ଜ଼ିଲ୍ଲା ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଏ ଡି ପି ଏଚ ସି ଓ ଅକ୍ରୁର ହୋତା, ପ୍ରମୁଖ ଯୋଗ ଦେଇ କନ୍ୟା ସନ୍ତାନ ମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ, ଓ ସୁରକ୍ଷା ଉପରେ ଆଲୋକପାତ କରିଥିଲେ l