-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଭବାନୀପାଟଣା ରେ ୧୨ତମ ଜାତୀୟ ଭୋଟର ଦିବସ ପାଳିତ

25-Jan-2022



ଭବାନୀପାଟଣା (ସଞ୍ଜିବ ଦାସ) ଭାରତୀୟ ନିର୍ବାଚନ କମିଶନ ପ୍ରତିଷ୍ଠା ଦିବସର ସ୍ମୃତିରେ ପ୍ରତି ବର୍ଷ ଜାତୀୟ ଭୋଟର ଦିବସ ପାଳନ କରାଯାଏ। ଏହି ପରିପେକ୍ଷୀରେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶରତ ଚନ୍ଦ୍ର ଶ୍ରୀଚନ୍ଦନ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପ୍ରଶାସନ ଦ୍ଵାରା ୧୨ ତମ ଜାତୀୟ ଭୋଟର ଦିବସ ପାଳନ ହୋଇଯାଇଛି। କୋଭିଡ ୧୯ କଟକଣା ନିୟମ ପାଳନ ପୂର୍ବକ ସମ୍ମିଳନୀ କକ୍ଷରେ ବିଏଲ୍ ଓ ତଥା  ନୂତନ ଭୋଟର ଙ୍କ ଗ୍ରହଣରେ ସଭା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ଭୋଟର ଦିବସ ର ବିଷୟ ରହିଛି " ନିର୍ବାଚନକୁ ସମ୍ମିଳିତ, ସୁଲଭ ଓ ସହଭାଗୀ କରିବା"ଏବଂ ଏହି ବିଷୟରେ ଅତିରିକ୍ତ ଜିଲ୍ଲାପାଳ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ।

ଅତିରିକ୍ତ ଜିଲ୍ଲାପାଳ ଶ୍ରୀଚନ୍ଦନ ଭୋଟର ତାଲିକାରେ ଉଲ୍ଲେଖନୀୟ କାର୍ଯଯୋଗୁଁ ୭୭ ଲାଞ୍ଜିଗଡ ବିଏଲ୍ ଓ ଶ୍ରୀ କୈଳାଶ ଚନ୍ଦ୍ର ଦାସ ସହକାରୀ ଶିକ୍ଷକ  ଏବଂ ୭୮ ଜୁନାଗଡ ପାଇଁ ବିଏଲ୍ ଓ ଶ୍ରୀ ଗିରିଧାରୀ ଛତ୍ରିଆ ,ଶିକ୍ଷକ / ଶ୍ରୀ ଲିଙ୍ଗରାଜ ବେହେରା ଶିକ୍ଷକ ଙ୍କୁ ପୁରସ୍କୃତ କରିଥିଲେ। ଉପସ୍ଥିତ ନୂତନ ଭୋଟରଙ୍କୁ ଭୋଟର ପରିଚୟ ପତ୍ର ପ୍ରଦାନ କରି ଗଣତନ୍ତ୍ର କୁ ସୁଦୃଢ କରିବାକୁ ତଥା ନିଜର ମତଦାନ ନିଶ୍ଚୟ ଦେବାକୁ ସଙ୍କଳ୍ପ ନେବାପାଇଁ କହିଥିଲେ । ସଭାରେ ଅନ୍ୟମାନଙ୍କମଧ୍ୟରେ ଜରୁରୀ ଅଧିକାରୀ ସୁଶ୍ରୀ ପ୍ରଧାନ, ଡି ଆଇ ପି ଆର୍ ଓ ଶ୍ରୀ ମନୋଜ ବେହେରା , ଡି ପି ଓ ଶ୍ରୀ ପ୍ରହ୍ଲାଦ ପ୍ରଧାନ ଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କର୍ମଚାରୀ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା