-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଭବାନୀପାଟଣାରେ ଜିଲ୍ଲା ପ୍ରଶାସନ ଦ୍ବାରା ଜରୁରୀକାଳୀନ ମକଡ୍ରିଲ ଅନୁଷ୍ଠିତ।

25-Jan-2022



ଭବାନୀପାଟଣା (ସଞ୍ଜିବ ଦାସ) ରାସ୍ତାରେ ପେଟ୍ରୋଲ, ଡିଜେଲ୍ ,ଗ୍ୟାସ ଓ ରସାୟନ ବୋଝେଇ ଗାଡ଼ି ଦୁର୍ଘଟଣା ହୋଇ ଅଗ୍ନିକାଣ୍ଡ ହେଲେ କିପରି ଉଦ୍ଧାର କରାଯିବ ସେଥି ନିମନ୍ତେ ଏକ ଜରୁରୀ କାଳୀନ ମକଡ୍ରିଲ୍ କରାଯାଇଥିଲା। ଏଥିରେ ଅଗ୍ନିଶ୍ରମ ବାହିନୀର କର୍ମଚାରୀ,ସ୍ବାସ୍ଥ୍ୟ ବିଭାଗର ଆମ୍ବୁଲାନ୍ସ, ପୋଲିସ ର ରେସ୍କ୍ୟୁ ଟିମ୍ ଭାଗ ନେଇ ଏକ ପେଟ୍ରୋଲ ଟ୍ୟାଙ୍କର ପାଖରେ ନିଆଁ ଲଗାଯାଇ ଉଦ୍ଧାର କାର୍ଯ୍ୟ କରାଯାଇଥିଲା। ଏହି ମକଡ୍ରିଲ୍ର ଉଦ୍ଦେଶ୍ୟ ଦହନଶିଲ ପଦାର୍ଥ ନେଇ ଯାଉଥିବା ଗାଡ଼ି ଦୁର୍ଘଟନା ହେଲେ କିଭଳି ଗାଡ଼ି ଡ଼୍ରାଇଭରକୁ ତଥା ନିକଟ ରେ ଥିବା ଧନ ଜୀବନକୁ ସଙ୍ଗେ ସଙ୍ଗେ ରକ୍ଷା କରାଯାଇପାରିବ ।

ଏହି ସଭାରେ asst director factories and boilers ଶ୍ରୀ ଚନ୍ଦ୍ର ଶେଖର ବେହେରା ,ଡେପୁଟି ଡାଇରେକ୍ଟର ଫାକ୍ଟି ଏଣ୍ଡ ବଏଲର୍ସ ଶ୍ରୀ ସ୍ୱରୂପ ଜେନା, ଏମ. ଓ ଶ୍ରୀ ରାମ ମହାନ୍ତି, ଡି ଆଇ ପି ଆର୍ ଓ ଶ୍ରୀ ମନୋଜ ବେହେରା, ଏ. ଏଫ୍. ଓ ଶ୍ରୀ ବିଶ୍ଵନାଥ ମୁଣ୍ଡା, ଡେପୁଟି କଲେକ୍ଟର ରେଭନ୍ୟୁ ଶ୍ରୀ ବିଜ୍ଞାନ କୁମ୍ବାର, ଜି. ଏମ, ଡି ଆଇ ସି ଶ୍ରୀ ଦୀପକ ଅଗ୍ରୱାଲ,ଆଞ୍ଚଳିକ ଅଧିକାରୀ ,pollution control board , Rayagada Sri prasanta kar, ଙ୍କ ସହ ବେଦାନ୍ତ ଆଲୁମିନା,upper indravati power station ,Bhawanipatna dairy ରୁ କର୍ମକର୍ତ୍ତା ଓ ନିରାପତ୍ତା ଅଧିକାରୀ ଯୋଗ ଦେଇଥିଲେ। ରାସ୍ତାରେ ଦୁର୍ଘଟଣା ଘଟିଲେ ଜିଲ୍ଲା ପ୍ରଶାସନ ଓ ନିକଟବର୍ତ୍ତୀ ଶିଳ୍ପ ଅନୁଷ୍ଠାନ ସହଯୋଗରେ କିପରି ସଙ୍କଟକୁ ନିୟନ୍ତ୍ରଣ କରାଯାଇପାରିବ ସେଥିପାଇଁ ସମସ୍ତ district crisis group members ନିଜ ନିଜ ମତ ଦେଲେ । ଶେଷରେ ଡି ଆଇ ପି ଆର ଓ ଶ୍ରୀ ମନୋଜ ବେହେରା ଧନ୍ୟବାଦ୍ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା