-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||     

HOME   ଜିଲ୍ଲା

ବୁନ୍ଦା ଜଳ ସେଚନ ରେ ଘରବାଡି ଚାଷ ପାଇଁ ଉପ କରଣ ବଣ୍ଟନ......

25-Jan-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ର ବିଭିନ୍ନ ଗାଁ ରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି   ପକ୍ଷରୁ ବୁନ୍ଦା ଜଳସେଚନ ରେ ଘରବାଡି ରେ ପନି ପରିବା ଚାଷ କରିବା କୁ ଦୁଇ ଶହ ଟି ପରିବାର କୁ ଡ୍ରିପ କୀଟ ବଣ୍ଟନ କରାଯାଇଛି।ଏହା ଦ୍ବାରା କମ ପାଣିରେ ଛୋଟିଆ ସ୍ଥାନରେ ଅନେକ କିସମର ପନି ପରିବା ଚାଷ କରି ନିଜେ ଖାଇବା ସହ ଅନ୍ୟ ମାନଙ୍କ ପାଇଁ ଏହି ଚାଷ ଉଦାହରଣ ହୋଇ ପାରିବ ବୋଲି ସିଲେଟପଡା ଭିଡ଼ିସି ର ସଭ୍ୟ ଦ୍ରୋଣ ସାହୁ କହିଛନ୍ତି।ସେହିପରି ଏନଜିଓ ପକ୍ଷରୁ ପନିପରିବା ଚାଷୀ ଙ୍କୁ ମିଶ୍ରିତ ଚାଷ ପାଇଁ ବିହନ,ଜିଆ ଖତ ପ୍ରସ୍ତୁତ ପାଇଁ ଭର୍ମୀ ବେଡ଼,ଚାରା ଉତ୍ପାଦନ ପାଇଁ ନର୍ସରୀ ସାମଗ୍ରୀ,ଓ ଜୈବିକ ପଦ୍ଧତିରେ ରୋଗ ପୋକ ପରିଚାଳନା ପାଇଁ ଔଷଧ ପ୍ରସ୍ତୁତ ନିମନ୍ତେ ଉପକରଣ ଗୁଡିକ ଯୋଗାଇ ଦିଆଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026

You Might Also Like