-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ଖପ୍ରାଖୋଲ: ଅପ୍ରତିଦ୍ଵନ୍ଦୀ ଭାବେ ସରପଂଚ ଆସନ ଅକ୍ତିଆର କଲେ ବେଟିଖାଇ

25-Jan-2022



ପାଟଣାଗଡ /ଖପ୍ରାଖୋଲ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ଖପ୍ରାଖୋଲ ପଞ୍ଚାୟତରେ ଅପ୍ରତିଦ୍ଵନ୍ଦୀ ଭାବେ ଜଣେ ମହିଳା ସରପଞ୍ଚ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ ଖପ୍ରାଖୋଲ ଗାଁ ର ବେଟିଖାଇ ସେନ୍ଦ୍ରିଆ ଅନେକ ବର୍ଷ ଧରି ଖପ୍ରାଖୋଲ ମେଡିକାଲ ରେ ଧାଇ ମାଁ ତଥା ନର୍ସ ଭାବେ କାର୍ଯ୍ୟ କରି ଜନସାଧାରଣଙ୍କ ସେବା କରୁଥିଲେ । ଏବଂ ତାଙ୍କ କାର୍ଯ୍ୟକଲାପ ପ୍ରତି ଅଞ୍ଚଳବାସୀ ବହୁ ପ୍ରଶଂସା କରୁଥିଲେ। ବର୍ତମାନ ତ୍ରିସ୍ତରୀୟ ନିର୍ବାଚନ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାରୁ ୧୩୧ ଜଣ

ଖପ୍ରାଖୋଲ ବ୍ଳକ ରେ ନାମାଙ୍କନ ପତ୍ର ଦାଖଲ କରିଥିଲେ। କିନ୍ତୁ ଖପ୍ରାଖୋଲ ଗାଁ ରେ ବେଟିଖାଇ ସେନ୍ଦ୍ରିଆ ଙ୍କୁ ଲୋକେ ଅପ୍ରତିଦ୍ଵନ୍ଦୀ ଭାବେ ସରପଞ୍ଚ ଦାୟିତ୍ୱ ଦେଇଛନ୍ତି। ଆଗରୁ ସେ ଯେଭଳି ଭାବରେ ଲୋକଙ୍କ ସେବା କରୁଥିଲେ ସେହିପରି ସରପଞ୍ଚ ଦାୟିତ୍ୱରେ ଅଞ୍ଚଳର ଅନେକ ସମସ୍ୟା ଉପରେ ଗୁରୁତ୍ଵ ଦେଇ କାର୍ଯ୍ୟ କରିବେ ବୋଲି ଅଞ୍ଚଳବାସୀ ଙ୍କ ଆଶା ଓ ବିଶ୍ବାସ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like