-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ରାଜନୀତି

ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ବିଜେପିର ବିଦ୍ରୋହୀ ସ୍ୱାଧୀନ ପ୍ରାର୍ଥିନୀ ଅମୁଲ୍ୟ ସାହୁ

25-Jan-2022



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଅନ୍ତିମ ଦିବସ ରହିଥିଲା I ସମ୍ବଲପୁର ଜ଼ିଲ୍ଲା ଯୁଯୋମୁରା ବ୍ଲକ ଜ଼ିଲ୍ଲାପରିଷଦ ଜୋନ-୧ ରୁ ବିଜେପିର ବିଦ୍ରୋହୀ ପ୍ରାର୍ଥିନୀ ଅମୁଲ୍ୟ ସାହୁ ସ୍ୱାଧୀନ ଭାବରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ I ତେବେ ଆଜି ବିଜେପିର ବିଦ୍ରୋହୀ ପ୍ରାର୍ଥିନୀ ଅମୁଲ୍ୟ ସାହୁ ତାଙ୍କର ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେଇଛନ୍ତି I ସ୍ୱାଧୀନ ପ୍ରାର୍ଥି ଭାବେ ନାମାଙ୍କନ ପତ୍ର ଦାଖଳ କରିଥିବା ଅମୁଲ୍ୟ ସାହୁ ଆଜି ସମ୍ବଲପୁର ସଦର ଉପ ଜ଼ିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କ ଠାରେ ଆସି ତାଙ୍କର ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେଇଛନ୍ତି I ଅନ୍ୟପକ୍ଷରେ ଏନେଇ ଆନୁଷ୍ଠାନିକ ଘୋଷଣା ପରେ ଏହି ଆସନ ପାଇଁ ଏବେ ୩ ଜଣ ପ୍ରାର୍ଥି ନିର୍ବାଚନ ମଇଦାନରେ ରହିଛନ୍ତି I ଏହି ଆସନରେ ବିଜେଡ଼ି,ବିଜେପି ଓ କଂଗ୍ରେସ ପ୍ରାର୍ଥିନୀ ମଧ୍ୟରେ ତ୍ରିମୁଖୀ ପ୍ରତିଦନ୍ଦିତା ହେବା ଏକପ୍ରକାର ସ୍ପଷ୍ଟ ହୋଇଛି I ଏହି ଜ଼ିଲ୍ଲାପରିଷଦ ଆସନଟି ସାଧାରଣ ବର୍ଗ (ଅଣସଂରକ୍ଷିତ)ଙ୍କ ପାଇଁ ଉଦ୍ଦିଷ୍ଟ ରହିଛି I ଏହି ଆସନ ପାଇଁ ବିଜେଡିରୁ କବିତା ସାହୁ, କଂଗ୍ରେସରୁ ସସ୍ମିତା ଦେହୁରୀ, ବିଜେପିରୁ ଟିକି ପ୍ରଧାନ ଏବଂ ସ୍ୱାଧୀନ ପ୍ରାର୍ଥିଭାବେ ବିଜେପି ବିଦ୍ରୋହୀ ପ୍ରାର୍ଥି ଅମୁଲ୍ୟ ସାହୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ I ସବୁ ପ୍ରାର୍ଥିପତ୍ର କାଏମ ମଧ୍ୟ ରହିଥିଲା I ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ରାଜନୈତିକ ଗୋଟିଚାଳନା ଯୋଗୁଁ ବିଜେପି ଵିଦ୍ରୋହୀ ସ୍ୱାଧୀନ ପ୍ରାର୍ଥିନୀ ଅମୁଲ୍ୟ ସାହୁ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଥିବା ଆଲୋଚନା ହେଉଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like