-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ବରିଷ୍ଠ ଲେଖକ ନରସିଂହ ଗୁରୁ ପଦ୍ମଶ୍ରୀ ପାଇଁ ମନୋନୀତ

26-Jan-2022



ବଲାଙ୍ଗିର (ପ୍ରେରଣା ଖବର) : ବିଶିଷ୍ଟ ଲେଖକ, ନାଟ୍ୟକାର, ଭାଷା ଓ ସଂସ୍କୃତିର ଗବେଷକ ଏବଂ କବି ବଲାଙ୍ଗୀର ସହରର ରାମଜୀ ପଡା ନିବାସୀ ଶ୍ରୀ ନରସିଂହ ପ୍ରସାଦ ଗୁରୁ(୯୧) ଙ୍କୁ କେନ୍ଦ୍ର ସରକାରଙ୍କ ଦ୍ୱାରା ପଦ୍ମଶ୍ରୀ ପାଇଁ ମନୋନୀତ କରାଯାଇଛି l ଦୀର୍ଘ ୩୬ ବର୍ଷ ଧରି ଶିକ୍ଷା ବିଭାଗରେ କାର୍ଯ୍ୟକରି ୧୯୯୦ ମସିହାରେ ଶ୍ରୀ ନରସିଂହ ପ୍ରସାଦ ଗୁରୁ ଚାକିରି ରୁ ଅବସର ନେଇଥିଲେ l ଲୋକକଳା, ସାହିତ୍ୟ ଓ ସଂସୃତିର ପୁନରୁଦ୍ଧାର ଦିଗରେ ଶ୍ରୀ ଗୁରୁ ଙ୍କ ଜୀବନବ୍ୟାପୀ ସାଧନା ତାଙ୍କୁ ମହାନ କରିଛି l କୋଶଲୀ ଭାଷାରେ ପ୍ରଚର

ପ୍ରସାର ତଥା ଭାଷାକୁ ମର୍ଯ୍ୟାଦାମଣ୍ଡିତ କରିବା ଦିଗରେ ଶ୍ରୀ ଗୁରୁ ଙ୍କ ଅବଦାନ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ l କୋଶଳୀ ଭାଷା ବନ୍ଦରକୁ ସମୃଦ୍ଧ କରିବା କ୍ଷେତ୍ରରେ ଶ୍ରୀ ଗୁରୁଙ୍କ ମହନୀୟ ସ୍ରୁଷ୍ଟି 'କୋଶଳୀ- ଓଡ଼ିଆ ଅଭିଧାନ' ଏ ମାଟି କୁ ଗୌରବ ମଣ୍ଡିତ କରିଛି l ଆଜିର ଏହି ପରିଣତ ବୟସରେ ବି ବେଶ ଚଳଚଞ୍ଚଳ ଥିବା ଶ୍ରୀ ଗୁରୁ ଓଡିଶା ସାହିତ୍ୟ ଏକାଡେମୀ,

ସମ୍ବଲପୁର ବିଶ୍ଵବିଦ୍ୟାଳୟ, ବଲାଙ୍ଗିର ଲୋକ ଉତ୍ସବ ସମେତ ଜିଲ୍ଲା ତଥା ଜିଲ୍ଲା ବାହାରର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ ହୋଇସାରିଛନ୍ତି   ବଲାଙ୍ଗିର ଜିଲ୍ଲାରୁ ନରସିଂହ ପ୍ରସାଦ ଗୁରୁଙ୍କୁ ପଦ୍ମ ଶ୍ରୀ ପୁରସ୍କାର ପାଇଁ ମନୋନୀତ ହେବା ଖବର  ପ୍ରଚାରିତ ହେବା ମାତ୍ରେ ସାରା ବଲାଙ୍ଗୀରରେ ଖୁସିର  ଲହରୀ ଖେଳିଯାଇଛି l ବିଭିନ୍ନ ବିଶିଷ୍ଟ ବ୍ୟକ୍ତି ଏବଂ ସଂଗଠନ ତରଫରୁ ଶୁଭେଚ୍ଛା ଛୁଟୁଛି l  ଆକାଶବାଣୀ ର ଜଣେ ପ୍ରତିଷ୍ଠିତ ଗୀତିକାର ଭାବେ ଶ୍ରୀ ଗୁରୁଙ୍କ ରଚିତ ଗୀତ ଗୁଡିକ ସମ୍ବଲପୁର, ଜୟପୁର, କଟକ ଓ କଳାହାଣ୍ଡି ଆକାଶବାଣୀ କେନ୍ଦ୍ରରେ ପ୍ରସାରିତ ହୋଇ ଶ୍ରୋତା ମାନଙ୍କ ମନ ମୋହିଛି l ଅଦ୍ୟାବଧି  ୩୦ ଟି ପୁସ୍ତକ ରଚନା କରି ଶ୍ରୀ ଗୁରୁ ନିଜର ଅନନ୍ୟ ସାରସ୍ଵତ ପ୍ରତିଭାର ପରିଚୟ ଦେଇପାରିଛନ୍ତି l

  ମର୍ଯ୍ୟାଦାଜନକ ପଦ୍ମ ଶ୍ରୀ ପୁରସ୍କାର ପାଇଁ ଶ୍ରୀ ନରସିଂହ ପ୍ରାସାଦ ଗୁରୁଙ୍କ ନାମ ମନୋନୀତ ହୋଇଥିବା ଯୋଗୁଁ 'ପ୍ରେରଣା' ପରିବାର ତରଫରୁ ଏହି ବର୍ଷିୟାନ ସାରସ୍ଵତ ସାଧକ ଙ୍କୁ ଅନେକ ଅନେକ ଶୁଭେଚ୍ଛା ଜ୍ଞାପନ କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like