-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ପ୍ରେସ କ୍ଲବ ପକ୍ଷରୁ 73 ତମ ସାଧାରଣତନ୍ତ୍ର ଦିବସ ପାଳିତ, ପ୍ରେସ କ୍ଲବ ସଭାପତିଙ୍କ ରକ୍ତ ଦାନ

26-Jan-2022



କଣ୍ଟାବାଞ୍ଜି (ଆନନ୍ଦ ମୋଟେ) କଣ୍ଟାବାଞ୍ଜି ପ୍ରେସ କ୍ଲବ ପକ୍ଷରୁ ୭୩ ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ପ୍ରେସ କ୍ଲବ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପ୍ରେରଣାର ସମ୍ପାଦକ ରଘୁ ନନ୍ଦନ ସିଂହ ଅତିଥି ଭାବେ ଯୋଗ ଦେଇ ପତାକା ଉତୋଳନ କରିବା ସାହ୍ କଣ୍ଟାବାଞ୍ଜି ପ୍ରେସ କ୍ଲବ ର ସାମାଜିକ ପ୍ରତିବଦ୍ଧତା କୁ ପ୍ରସଂଶା କରିଥିଲେ l ଭାରତର ଏକତା ଓ ଅଖଣ୍ଡତା କୁ ବଜାୟ ରଖିବା ପାଇଁ ସମସ୍ତଙ୍କ

ସମ୍ମିଳିତ ଉଦ୍ୟମ ଆବଶ୍ୟକ ବୋଲି ଶ୍ରୀ ସିଂହ ମତବ୍ୟକ୍ତ କରିଥିଲେ l ପ୍ରେସ କ୍ଲବ ସଭାପତି ପ୍ରଭଜିତ ସାଲୁଜା ଏହି ଉତ୍ସବରେ ଯୋଗ ଦେଇ ସମସ୍ତଙ୍କୁ ଉତ୍ସାହିତ କରିଥିଲେ l ଏହି ଅବସରରେ ତେରlପନ୍ଥ ଯୁବକ ପରିଷଦ ପକ୍ଷରୁ ଅନୁଷ୍ଠିତ ରକ୍ତଦାନ ଶିବିର ରେ ପ୍ରେସ କ୍ଲବ ସଭାପତି ରକ୍ତଦାନ କରିଥିଲେ l ଏହି ସମସ୍ତ କାର୍ଯ୍ୟକ୍ରମରେ ପ୍ରେସ କ୍ଲବ ର ସମସ୍ତ୍ ସଭ୍ଯ ଯୋଗ ଦେଇଥିଲେ l ଅନ୍ୟ ମାନଙ୍କ ମଧ୍ୟରେ କ୍ଲବ ର ଉପଦେଷ୍ଟା ଆଶିଶ ଖାଇତାନ୍ ବାଣ୍ଟି ଗୁପ୍ତା, ଆନନ୍ଦ ମୋଟେ, ଉପସଭାପତି ସୁରଦାସ ବାଗ, କମଳଜିତ୍ ମାଖିଯା, ମନୋଜ ଶର୍ମା, କାଜୁ ଶବର, ରୋହନ ମହତ୍ ବିଶିକେଶନ ମାଝୀ, ଆଇନ ପରାମର୍ଶଦାତା ବିବେକ ଶର୍ମl ପ୍ରମୁଖ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like