-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ଚୀନକୁ ଜାତିସଂଘ ନିରାପତ୍ତା ପରିଷଦ ସ୍ଥାୟୀ ସଭ୍ୟ ପଦ ମିଳିବାରେ  ନେହେରୁଙ୍କ କୌଣସି ଭୂମିକା ନଥିଲା - ହେମନ୍ତ ପଣ୍ଡା- ସୂଚନା ଅଧିକାର ଆଇନରେ ମଳିଲା ତଥ୍ୟ 

13-Nov-2020



ବଲାଙ୍ଗିର, ( ପ୍ରେରଣା ଖବର)- ଜାତିସଂଘ ନିରାପତ୍ତା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତା ପଦ ପାଇଁ  ଆନୁଷ୍ଠାନିକ କିମ୍ବା ଅଣଆନୁଷ୍ଠାନିକ ଭାବେ  କୌଣସି ପ୍ରସ୍ତାବ ମିଳିନଥିଲା  ବୋଲି ତତ୍କାଳୀନ ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ବ୍ୟାପାର ବିଭାଗ ମନ୍ତ୍ରୀ ଜବାହର ଲାଲ ନେହେରୁ ୧୯୫୫ ମସିହା ସେପ୍ଟେମ୍ବର ୨୭ ତାରିଖ ଦିନ ଲୋକସଭାରେ ପ୍ରକାଶ କରିଥିବା କଥା ସୂଚନା ଅଧିକାର ଅଇନ ବଳରେ ମିଳିଥିବା ତଥ୍ୟରୁ ଜଣାପଡିଛି । ଲୋକସଭା ସଚିବାଳୟ ପକ୍ଷରୁ ବଲାଙ୍ଗିରର ବିଶିଷ୍ଟ ସୂଚନା ଅଧିକାର କର୍ମି ହେମନ୍ତ କୁମାର ପଣ୍ଡାଙ୍କୁ ଲୋକସଭାରେ ସେହିଦିନ ହୋଇଥିବା  ଅଲୋଚନାର ବିବରଣୀ େଓ୍ୟବ୍ ଲିଙ୍କ ମାଧ୍ୟମରେ ତଥ୍ୟ ପ୍ରଦାନ କରାଯାଇଛି । ଲୋକସଭାରେ ଏହିଦିନ ହୋଇଥିବା ଅଲୋଚନାରୁ ଜଣାପଡିଛି ଯେ, ତତ୍କାଳୀନ ଲୋକସଭା ସଦସ୍ୟ ଡ. ଜେଏନ୍ ପାରିଖ ଜାତିସଂଘ ନିରାପତ୍ତା ପରିଷଦର ସ୍ଥାୟୀ ସଦସ୍ୟ ପଦକୁ ନେଇ କେତେକ ପ୍ରଶ୍ନ ପଚାରିଥିଲେ । ଜାତିସଂଘ ନିରାପତ୍ତା ପରିଷଦରେ ସ୍ଥାୟୀ ସଦସ୍ୟ ପଦ ପାଇଁ ଦିଅଯାଇଥିବା ପ୍ରସ୍ତାବକୁ ଭାରତ ଅଗ୍ରାହ୍ୟ କରିଛି କି? ଯଦି କରିଛି ତା’ର କାରଣ? ଜାତିସଂଘ ସାଧାରଣ ପରିଷଦକୁ ଯାଉଥିବା ଭାରତୀୟ  ପ୍ରତିନିଧି ଦଳ ଚୀନର ସ୍ଥାୟୀ ସଦସ୍ୟତା ପାଇଁ ପ୍ରସ୍ତାବ ଦେବେ କି? ଇତ୍ୟାଦି ପ୍ରଶ୍ନ ପଚାରିଥିଲେ । ଏହାର ଉତ୍ତରେ ପ୍ରଧାନମନ୍ତ୍ରୀ ନେହେରୁ ଏହାକୁ ଅବାସ୍ତବ କଥା ବୋଲି କହି ଏଭଳି କୌଣସି ପ୍ରସ୍ତାବ ନଥିବା କହିଥିଲେ । ସମସ୍ତ ଦେଶକୁ ଯୋଗ୍ୟତା ଭିତ୍ତିରେ ଜାତିସଂଘର  ସଭ୍ୟ ରାଷ୍ଟ୍ର ଭାବେ ଗ୍ରହଣ କରିବା ସପକ୍ଷରେ ଭାରତ ରହିଥିବାବେଳେ ଚୀନକୁ ଉପଯୁକ୍ତ ସ୍ଥାନ ଦେବା ପାଇଁ ଭାରତ ଚାହେଁ ଏବଂ ଏହି ଦିଗରେ କାର୍ଯ୍ୟ କରିବାକୁ ପ୍ରତିନିଧି ଦଳକୁ ପରାମର୍ଶ ଦିଆଯାଇଛି ବୋଲି ନେହେରୁ ଲୋକସଭାରେ ପ୍ରକାଶ କରିିଥିଲେ । ଜାତିସଂଘ ନିରାପତ୍ତା ପରିଷଦର ସ୍ଥାୟୀ ସଦସ୍ୟତା ପାଇଁ ଅମେରେିକା ପୂର୍ବରୁ ପ୍ରସ୍ତାବ ଦେଇଥିଲା ନା ନାହିଁ, ଭାରତ ଏହାକୁ ଅଗ୍ରାହ୍ୟ କରି ଚୀନକୁ ସ୍ଥାୟୀ ସଦସ୍ୟତା ଦେବା ପାଇଁ ବାଟ ଛାଡି ଦେଇଥିଲା କି ଇତ୍ୟାଦି ବିଷୟରେ ଜାଣିବା ପାଇଁ ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ ଓ ଲୋକସଭା ସଚିବାଳୟକୁ ପଣ୍ଡା ତଥ୍ୟ ମାଗିଥିଲେ । ବୈଦେଶିକ ମନ୍ତ୍ରଣାଳୟ ପ୍ରଦାନ କରିଥିବା ତଥ୍ୟରେ ଏ ନେଇ କୌଣସି ତଥ୍ୟ ନଥିବା କୁହାଯାଇଥିବା ବେଳେ ପରିଷଦର ସ୍ଥାୟୀ ସଦସ୍ୟତା ଦାବୀକୁ ଭାରତ ସବୁବେଳେ ଅଗ୍ରାଧିକାର ଦେଇ ଆସିଛି ଏବଂ ନିରାପତ୍ତା ପରିଷଦକୁ ସମ୍ପ୍ରସାରିତ କରିବା ପାଇଁ ଭାରତ ଦ୍ୱିପାକ୍ଷିକ ଓ ବହୁପାକ୍ଷିକ ଅଲୋଚନା ମାଧ୍ୟମରେ ଅନ୍ତରିକତାର ସହ ଉଦ୍ୟମ ଜାରି ରଖିଛି ବୋଲି  ସୂଚନା ଅଧିକାର କର୍ମି ପଣ୍ଡାଙ୍କୁ ବୈଦେଶି ଏହି ବିଷୟ ଉତ୍ଥାପନ କରିଥିଲେ ବୋଲି ମଧ୍ୟ ତଥ୍ୟ ପ୍ରଦାନ କରାଯାଇଛି । ଏଠାରେ ଉଲ୍ଲେଖ ଯୋଗ୍ୟ ଯେ, ସେ ସମୟରେ ଭାରତକୁ ଜାତିସଂଘ ନିରାପତ୍ତା ପରିଷଦର  ସ୍ଥାୟୀ ସଦସ୍ୟତା ପ୍ରଦାନ ପାଇଁ ଅମେରିକାର ପ୍ରସ୍ତାବକୁ ତତ୍କାଳିନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଅଗ୍ରାହ୍ୟ କରି ଚୀନକୁ ସ୍ଥାୟୀ ସଭ୍ୟ ପଦ ମିଳିବା ରାସ୍ତାକୁ ସହଜ କରିଥିଲେ ବୋଲି ତାଙ୍କୁ ବିଭିନ୍ନ ସମୟରେ ସମାଲୋଚନା କରାଯାଇ ଅସୁଛି । ଏଭଳି ସମାଲୋଚନାର କୌଣସି ଭିତ୍ତି ନାହିଁ ବୋଲି ପଣ୍ଡା କହିଛନ୍ତି । ପଣ୍ଡିତ ନେହେରୁ ୧୯୫୫ ମସିହା ଅଗଷ୍ଟ ୨ ତାରିଖରେ ମୁଖ୍ୟମନ୍ତ୍ରୀମାନଙ୍କୁ ଲେଖିଥିବା ଏକ ପତ୍ରରେ ତାଙ୍କ ବିଚାର ଉଲ୍ଲେଖ କରିଥିଲେ । ଏହାକୁ ନେଇ ସେତେବେଳେ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା ଏବଂ ପରେ ସେପ୍ଟେମ୍ବର ମାସରେ ଏହାକୁ ନେଇ ଲୋକସଭାରେ ପ୍ରଧାନମନ୍ତ୍ରୀ ନେହେରୁ ସ୍ପଷ୍ଟ ଭାବେ ଡ. ପାରିଖଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ ବୋଲି ପଣ୍ଡା କହିଛନ୍ତି । କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଜାତିସଂଘ ସାଧାରଣ ପରିଷଦର ୭୫ତମ ଅଧିବେଶନରେ ତଥା ଗତ ୨୬ ସେପ୍‌ଟେମ୍ବର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like