-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

କ୍ରିକେଟ ଟୁର୍ଣ୍ଣାମେଣ୍ଟ କୁ ଉଦଘାଟନ କଲେ ଜିଲ୍ଲାପରିଷଦ ପ୍ରାର୍ଥୀନୀ ବାସନ୍ତୀ ବାଲମ

26-Jan-2022



ପଦ୍ମପୁର:  ୧୪ତମ ଷ୍ଟାର କ୍ରିକେଟ କପ୍ ଲଖମରା ପକ୍ଷରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି lଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ୧୩ନଂ ଜୋନ ରୁ ବିଜୁଜନତା ଦଳ ପକ୍ଷରୁ ଜିଲ୍ଲାପରିଷଦ ପ୍ରାର୍ଥୀ ଭାବେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀନୀ ଶ୍ରୀମତୀ ବାସନ୍ତୀ ବାଲମ ଯୋଗଦାନ କରି କ୍ରିକେଟ ଟୁର୍ଣ୍ଣାମେଣ୍ଟ କୁ ଉଦଘାଟନ କରିଥିଲେ lସମ୍ମାନୀତ ଅତିଥି ଭାବେ ସାଇବାନୀ ଲୁହାର,ଅମରେଶ ଭୋଇ, ପୂର୍ବତନ ଲଖମରା ଗ୍ରାମପଞ୍ଚାୟତ ସରପଞ୍ଚ ନାରାୟଣ ବେହେରା ଯୋଗଦାନ କରି ଖେଳାଳି ତଥା ଆୟୋଜନ ମାନଙ୍କୁ ଉତ୍ସାହିତ କରିଥିଲେ lପ୍ରାରମ୍ଭେ ଚର୍ଦାପାଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗସ୍ତିଡିହି କ୍ରିକେଟ ଦଳ ସହ ସରେଇକେଲା ଗ୍ରାମପଞ୍ଚାୟତ ଅଧିନସ୍ଥ ବୈତାଲଭଟା କ୍ରିକେଟ ଟିମ୍ ସହ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଥିଲା lଉକ୍ତ ସଙ୍ଘର୍ଷମୟ ଖେଳ ରେ ଗସ୍ତିଡିହି ସେମିଫାଇନାଲ କୁ ପ୍ରବେଶ କରିବାରେ ସକ୍ଷମ ହୋଇଛି । ଆସନ୍ତାକାଲି ଅନେକ କ୍ରିକେଟ ଟିମ୍ ଲଖମରା ଖେଳ ପଡିଆ ରେ ତାଙ୍କ ପାରିଦର୍ଶିତା ଦେଖାଇବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜନ ମାନଙ୍କ ଠାରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like