-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

୧୨ତମ  ଚେଲେଞ୍ଜର କପ ଉଦଯାପିତ କୁଚିପାଲି ଦଳ ବିଜୟୀ

26-Jan-2022



ପଦ୍ମପୁର:-ବରଗଡ ଜିଲ୍ଲା ମେଲଛାମୁଣ୍ଡା ଜୟହନୁମାନ କ୍ଲବ ଯୁବକ ସଂଘ ଦ୍ବାରା ଆୟୋଜିତ ୧୨ତମ  ଚେଲେଞ୍ଜର କପ ଉଦଯାପିତ ହୋଇଯାଇଛି।ଏହି ଟୁଣ୍ଣାମେଣ୍ଟରେ ୧୬ଟି ଦଳ ଅଂଶ ଗ୍ରହଣ କରିଥିଲେ।ପ୍ରଥମ ସେମିଫାଇନାଲ କୁଚିପାଲି ସହ ବେଲମୁଣ୍ଡା ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା।ଏଥିରେ କୁଚିପାଲି  ଦଳ ବିଜୟୀ ହୋଇ ଫାଇନାଲକୁ ପ୍ରବେଶ କରିଥିଲା।ଦ୍ବିତିୟ ସେମିଫାଇନାଲ ମହୁଲପାଲି ସହ ଟୁଙ୍ଗିବନ୍ଧଲି ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା।ଏଥିରେ ମହୁଲପାଲି ଦଳ ବିଜୟୀ ହୋଇ ଫାଇନାଲକୁ ପ୍ରବେଶ କରିଥିଲା।ଫାଇନାଲ ମ୍ୟାଚ କୁଚିପାଲି ଦଳ ସହ ମହୁଲପାଲି ଦଳ ସହ ମ୍ୟାଚ ଅନୁଷ୍ଠିତ ହୋଇଥିଲା।ଏହି ମ୍ୟାଚ ୧୦ ଓଭର ଲେଖାଏଁ ଖେଳ ଖେଳାଯାଇଥିଲା।ମହୁଲପାଲି ଦଳ ଟସ ଜିଣି ପ୍ରଥମେ ଫିଲଡିଙ୍ଗ ନେଇଥିଲା।କୁଚିପାଲି ଦଳ ପ୍ରଥମେ ବ୍ୟାଟିଂଗ କରି ୧୦ ଓଭରରେ ୮୭ରନ କରିଥିଲା ତା ଜବାବରେ ମହୁଲପାଲି ଦଳ ୧୦ ଓଭରରେ ସମସ୍ତ ଉଇକେଟ ହରାଇ  ୪୬ରନ କରି ପରାଜିତ ହେଲା।
ଅନୁଷ୍ଠିତ ଉଦଯାପିତ ଅବସରରେ ଅନୁଷ୍ଠାନର ସଭାପତି ଅଜିତ ରଏ ଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବେ ଅଧ୍ୟାପକ ସୁଶାନ୍ତ ନାୟକ,ସମ୍ମାନୀତ ଅତିଥି ଭାବେ ଡ.ଡମ୍ବରୁଧର ଦେବତା,ଡ.ଦିଲ୍ଲିପ ଭୋଇ, ପ୍ରତ୍ୟୁଷ ରଞ୍ଜନ ଭୋଇ,ସଂଜିବ ବାରିକ,ଡ.ତାରାକାନ୍ତ ସାହୁ,ସୁବ୍ରତ ନାୟକ,ସୁରେନ୍ଦ୍ର ବାରିକ,ପ୍ରଶାନ୍ତ ଦେବତା,ଲୋକନାଥ ଦେବତା,ହରେକୃଷ୍ଣ ଦେବତା,ମନୋଜ ପଣ୍ଡା,ଉପେନ୍ଦ୍ର ତାଣ୍ଡି,ସତ୍ୟବାଦୀ ପଧାନ ପ୍ରମୁଖ ଯୋଗ ଦେଇଥିଲେ।ମ୍ୟାନ ଅପଦିଫାଇନାଲ ମ୍ୟାଚ କୁଚିପାଲି ଦଳର ପରେଶ ରଣା ଖେଲାଳି କୁ ଟ୍ରଫି ପ୍ରଦାନ କରାଯାଇଥିବା ବେଳେ ମେନ ଅପ ଦ ସିରିଜ ମହୁଲପାଲି ଦଳର ପ୍ରଶାନ୍ତ ସାହୁ ଖେଲାଳିକୁ ଟ୍ରଫି ପୁରସ୍କୃତ କରାଯାଇଥିଲା।ଶେଷରେ ବିଜୟୀ ଦଳକୁ ନଗଦ ଟଙ୍କା ସହ ସୁନ୍ଦର ଟ୍ରଫି ମୁଖ୍ୟଅତିଥି ପୁରସ୍କୃତ କରିଥିଲେ।    
ସ୍କୋରର ଦାୟୀତ୍ବରେ ଆଶିଷ ବନଛୋର,ପ୍ରଦୀପ ସାହୁ,ଧାରାବିବରଣୀ କୁମାର ଆନନ୍ଦ ଦେଇଥିବା ବେଳେ ଖେଳପରିଚାଲନା କରିଥିଲେ ଦିଲ୍ଲିପ ଭୋଇ,ହନୁ ଅଗ୍ରଓ୍ବାଲ,ଆନନ୍ଦ ମହାନନ୍ଦ,ଅର୍ନ୍ତଯ୍ୟାମୀ ପଧାନ କରିଥିଲେ ।ଜୟହନୁମାନ କ୍ଲବର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।ଶେଷରେ ସିବୁନ କୁମାର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like