ନୟାଗଡ (ପ୍ରଦୀପ କୁମାର ପଣ୍ଡା)/ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ କୋଭିଡ କଟକଣା ସହିତ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କର ଇସ୍ପାତ, ଖଣି ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ଯୋଗ ଦେଇ ପୁଲିସ ଟ୍ରେନିଂ ପଡ଼ିଆରେ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ ଅଭିବାଦନ ଗ୍ରହଣ କରିଛନ୍ତି । ନୟାଗଡ଼ ଜିଲ୍ଲାର ସ୍ୱାଧିନତା ସଂଗ୍ରାମୀଙ୍କ ଭୂମିକା ଏବଂ ଉଦ୍ୟମକୁ ମନ୍ତ୍ରୀ ସ୍ମରଣ କରିବା ସହ କଷ୍ଟି ଡାକୁଆଙ୍କଠାରୁ ଗତି ମଙ୍ଗରାଜଙ୍କ ପର୍ଯ୍ୟନ୍ତ ଅନେକ ସଂଗ୍ରାମୀଙ୍କ ସଂଗ୍ରାମ ସ୍ୱାଧିନତାର ମାର୍ଗକୁ ପ୍ରଶସ୍ତ କରିଥିଲା ବୋଲି କହିଥିଲେ ।ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ, ଆରକ୍ଷୀ ଅଧକ୍ଷକ ସିଦ୍ଧାର୍ଥ କଟାରିଆ ଜିଲ୍ଲାର ଅନେକ ବରିଷ୍ଠ ଅଧିକାରୀଙ୍କ ସହ ସ୍ୱାଧିନତା ସଂଗ୍ରାମୀ ଏବଂ ବୁଦ୍ଧିଜୀବୀମାନେ ଯୋଗ ଦେଇଥିଲେ । ସ୍ୱାଧିନତା ସଂଗ୍ରାମୀ ମାନଙ୍କୁ ମନ୍ତ୍ରୀ ଉପଢୈାକନ ଦେଇ ସମ୍ବର୍ଦ୍ଧିତ କରିଥିଲେ |

"/>

-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

 -ନୟାଗଡ ରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ

26-Jan-2022



ନୟାଗଡ (ପ୍ରଦୀପ କୁମାର ପଣ୍ଡା)/ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ କୋଭିଡ କଟକଣା ସହିତ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କର ଇସ୍ପାତ, ଖଣି ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ଯୋଗ ଦେଇ ପୁଲିସ ଟ୍ରେନିଂ ପଡ଼ିଆରେ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ ଅଭିବାଦନ ଗ୍ରହଣ କରିଛନ୍ତି । ନୟାଗଡ଼ ଜିଲ୍ଲାର ସ୍ୱାଧିନତା ସଂଗ୍ରାମୀଙ୍କ ଭୂମିକା ଏବଂ ଉଦ୍ୟମକୁ ମନ୍ତ୍ରୀ ସ୍ମରଣ କରିବା ସହ କଷ୍ଟି ଡାକୁଆଙ୍କଠାରୁ ଗତି ମଙ୍ଗରାଜଙ୍କ ପର୍ଯ୍ୟନ୍ତ ଅନେକ ସଂଗ୍ରାମୀଙ୍କ ସଂଗ୍ରାମ ସ୍ୱାଧିନତାର ମାର୍ଗକୁ ପ୍ରଶସ୍ତ କରିଥିଲା ବୋଲି କହିଥିଲେ ।ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ, ଆରକ୍ଷୀ ଅଧକ୍ଷକ ସିଦ୍ଧାର୍ଥ କଟାରିଆ ଜିଲ୍ଲାର ଅନେକ ବରିଷ୍ଠ ଅଧିକାରୀଙ୍କ ସହ ସ୍ୱାଧିନତା ସଂଗ୍ରାମୀ ଏବଂ ବୁଦ୍ଧିଜୀବୀମାନେ ଯୋଗ ଦେଇଥିଲେ । ସ୍ୱାଧିନତା ସଂଗ୍ରାମୀ ମାନଙ୍କୁ ମନ୍ତ୍ରୀ ଉପଢୈାକନ ଦେଇ ସମ୍ବର୍ଦ୍ଧିତ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like