-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଏବଂ ସାଧାରଣତନ୍ତ୍ର ଦିବସ ପାଳିତ

26-Jan-2022



କଳାହାଣ୍ଡି (ପ୍ରେରଣା ଖବର) : ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ "ଗଣତନ୍ତ୍ର "କୁ ନେଇ ମୋ ଲେଖା ମୋ ଦୁନିଆ ସାହିତ୍ୟ ସଂସଦ ଆନୁକୁଲ୍ୟରେ ଏକ ରାଜ୍ୟସ୍ତରୀୟ ଆଲୋଚନା ଚକ୍ରର ଆୟୋଜନ କରାଯାଇଥିଲା । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ସାହିତ୍ୟିକ, ସମାଜସେବୀ, ଆଧ୍ୟାତ୍ମିକବାଦ ବ୍ୟକ୍ତି, କବି ଏବଂ ଲେଖକ ମାନେ ଯୋଗ ଦେଇ ନିଜ ବକ୍ତବ୍ୟ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ପ୍ରଦୀପ୍ତ କୁମାର ମିଶ୍ର ( ଅଧ୍ୟାପକ, ଭାଗବତ ପ୍ରଚାରକ) ମୁଖ୍ୟ ବକ୍ତା ଉତ୍କଳ ବାଗ୍ମୀ ଭୂଷଣ ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ସାମନ୍ତରାୟ( ବରିଷ୍ଠ ଅଧିକାରୀ ଓଡ଼ିଶା ଅର୍ଥ ସେବା ) ସମ୍ମାନିତ ଅତିଥି ଶ୍ରୀଯୁକ୍ତ ସଞ୍ଜୟ ଷଡଙ୍ଗୀ  ଉପସ୍ଥିତ ରହି ଗଣତନ୍ତ୍ର ବିଷୟରେ ମାର୍ଗଦର୍ଶନ ପ୍ରଦାନ କରିଥିଲେ । ମୁଖ୍ୟ ବକ୍ତା ଯୁବପିଢ଼ି ଙ୍କୁ ସହଯୋଗ, ପରିବେଶ ସୁରକ୍ଷା, ଅହିଂସା , ସତ୍ୟ , ଧର୍ମ ମାଧ୍ୟମରେ ଆଦର୍ଶ ଚରିତ୍ର ଗଠନ କରିବାକୁ ପରାମର୍ଶ ଦେଇଥିଲେ ।ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ସର୍ବେଶ୍ଵର ଭୋଇ, ସୁନିଲ ମହାନନ୍ଦ ଏବଂ ଲିପ୍ସା ମହାରଣା ସେମାନଙ୍କର ସୁଲଳିତ କଣ୍ଠ ସ୍ଵରରେ ଜାତୀୟତାର ଭାବନା ସୃଷ୍ଟି କରିଥିଲେ । ଡ. ଭବାନୀ ଶଙ୍କର ନିଆଲ୍ ସତ୍ୟ ଏବଂ ଶାନ୍ତି ର ସଂକଳ୍ପ ନେବାକୁ ଯୁବ ପିଢ଼ି ମାନଙ୍କୁ ପରାମର୍ଶ ଦେଇଥିଲେ । ପ୍ରତିଷ୍ଠାତା ଖୁସିରାମ ସାହୁ ଶିକ୍ଷା ଏବଂ କର୍ମ ତତ୍ପରତାକୁ ପ୍ରାଧାନ୍ୟ ଦେଇ ଯୁବ ସମାଜକୁ ପରିଚାଳିତ ହେବାକୁ ମାର୍ଗଦର୍ଶନ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମାର୍ଗଦର୍ଶକ ଚନ୍ଦ୍ରକାନ୍ତ ବିଶ୍ୱାଳ,ଉପଦେଷ୍ଟା ଭାରତୀ ରଥ, ଗୌର ଦାସ, ସନାତନ ମହାକୁଡ଼, ସଂଗ୍ରାମ କେଶରୀ ରାଉତରାୟ, ମନ୍ମଥ ସ୍ୱାଇଁ, ରାଜ କିଶୋର ମୁଣ୍ଡି, ଅଜିତ କୁମାର ଭୋଇ, ଜ୍ଞାନେନ୍ଦ୍ର ଭୋଇ କମଳିନୀ ଚଣ୍ଡୀ ପ୍ରମୁଖ ଉପସ୍ଥିତ ରହିଥିଲେ । ଶେଷରେ କାର୍ଯ୍ୟକ୍ରମର ଉପସ୍ଥାପିକା ଲିପ୍ସା ମହାରଣା ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like