-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଚିନ୍ କୁ ଜାତିସଂଘ ନିରାପତ୍ତା ପରିଷଦ ସ୍ଥାୟୀ ସଭ୍ୟ ପଦ ମିଳିବାରେ  ନେହେରୁଙ୍କ କୌଣସି ଭୂମିକା ନଥିଲା - ହେମନ୍ତ ପଣ୍ଡା ସୂଚନା ଅଧିକାର ଆଇନରେ ମଳିଲା ତଥ୍ୟ 

13-Nov-2020




ବଲାଙ୍ଗିର- ଜାତିସଂଘ ନିରାପତ୍ତା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତା ପଦ ପାଇଁ  ଆନୁଷ୍ଠାନିକ କିମ୍ବା ଅଣଆନୁଷ୍ଠାନିକ ଭାବେ  କୌଣସି ପ୍ରସ୍ତାବ ମିଳିନଥିଲା  ବୋଲି ତତ୍କାଳୀନ ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ବ୍ୟାପାର ବିଭାଗ ମନ୍ତ୍ରୀ ଜବାହର ଲାଲ ନେହେରୁ ୧୯୫୫ ମସିହା ସେପ୍ଟେମ୍ବର ୨୭ ତାରିଖ ଦିନ ଲୋକସଭାରେ ପ୍ରକାଶ କରିଥିବା କଥା ସୂଚନା ଅଧିକାର ଅଇନ ବଳରେ ମିଳିଥିବା ତଥ୍ୟରୁ ଜଣାପଡିଛି । ଲୋକସଭା ସଚିବାଳୟ ପକ୍ଷରୁ ବଲାଙ୍ଗିରର ବିଶିଷ୍ଟ ସୂଚନା ଅଧିକାର କର୍ମି ହେମନ୍ତ କୁମାର ପଣ୍ଡାଙ୍କୁ ଲୋକସଭାରେ ସେହିଦିନ ହୋଇଥିବା  ଅଲୋଚନାର ବିବରଣୀ େଓ୍ୟବ୍ ଲିଙ୍କ ମାଧ୍ୟମରେ ତଥ୍ୟ ପ୍ରଦାନ କରାଯାଇଛି । ଲୋକସଭାରେ ଏହିଦିନ ହୋଇଥିବା ଅଲୋଚନାରୁ ଜଣାପଡିଛି ଯେ, ତତ୍କାଳୀନ ଲୋକସଭା ସଦସ୍ୟ ଡ. ଜେଏନ୍ ପାରିଖ ଜାତିସଂଘ ନିରାପତ୍ତା ପରିଷଦର ସ୍ଥାୟୀ ସଦସ୍ୟ ପଦକୁ ନେଇ କେତେକ ପ୍ରଶ୍ନ ପଚାରିଥିଲେ । ଜାତିସଂଘ ନିରାପତ୍ତା ପରିଷଦରେ ସ୍ଥାୟୀ ସଦସ୍ୟ ପଦ ପାଇଁ ଦିଅଯାଇଥିବା ପ୍ରସ୍ତାବକୁ ଭାରତ ଅଗ୍ରାହ୍ୟ କରିଛି କି? ଯଦି କରିଛି ତା’ର କାରଣ? ଜାତିସଂଘ ସାଧାରଣ ପରିଷଦକୁ ଯାଉଥିବା ଭାରତୀୟ  ପ୍ରତିନିଧି ଦଳ ଚୀନର ସ୍ଥାୟୀ ସଦସ୍ୟତା ପାଇଁ ପ୍ରସ୍ତାବ ଦେବେ କି? ଇତ୍ୟାଦି ପ୍ରଶ୍ନ ପଚାରିଥିଲେ । ଏହାର ଉତ୍ତରେ ପ୍ରଧାନମନ୍ତ୍ରୀ ନେହେରୁ ଏହାକୁ ଅବାସ୍ତବ କଥା ବୋଲି କହି ଏଭଳି କୌଣସି ପ୍ରସ୍ତାବ ନଥିବା କହିଥିଲେ । ସମସ୍ତ ଦେଶକୁ ଯୋଗ୍ୟତା ଭିତ୍ତିରେ ଜାତିସଂଘର  ସଭ୍ୟ ରାଷ୍ଟ୍ର ଭାବେ ଗ୍ରହଣ କରିବା ସପକ୍ଷରେ ଭାରତ ରହିଥିବାବେଳେ ଚୀନକୁ ଉପଯୁକ୍ତ ସ୍ଥାନ ଦେବା ପାଇଁ ଭାରତ ଚାହେଁ ଏବଂ ଏହି ଦିଗରେ କାର୍ଯ୍ୟ କରିବାକୁ ପ୍ରତିନିଧି ଦଳକୁ ପରାମର୍ଶ ଦିଆଯାଇଛି ବୋଲି ନେହେରୁ ଲୋକସଭାରେ ପ୍ରକାଶ କରିିଥିଲେ । ଜାତିସଂଘ ନିରାପତ୍ତା ପରିଷଦର ସ୍ଥାୟୀ ସଦସ୍ୟତା ପାଇଁ ଅମେରେିକା ପୂର୍ବରୁ ପ୍ରସ୍ତାବ ଦେଇଥିଲା ନା ନାହିଁ, ଭାରତ ଏହାକୁ ଅଗ୍ରାହ୍ୟ କରି ଚୀନକୁ ସ୍ଥାୟୀ ସଦସ୍ୟତା ଦେବା ପାଇଁ ବାଟ ଛାଡି ଦେଇଥିଲା କି ଇତ୍ୟାଦି ବିଷୟରେ ଜାଣିବା ପାଇଁ ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ ଓ ଲୋକସଭା ସଚିବାଳୟକୁ ପଣ୍ଡା ତଥ୍ୟ ମାଗିଥିଲେ । ବୈଦେଶିକ ମନ୍ତ୍ରଣାଳୟ ପ୍ରଦାନ କରିଥିବା ତଥ୍ୟରେ ଏ ନେଇ କୌଣସି ତଥ୍ୟ ନଥିବା କୁହାଯାଇଥିବା ବେଳେ ପରିଷଦର ସ୍ଥାୟୀ ସଦସ୍ୟତା ଦାବୀକୁ ଭାରତ ସବୁବେଳେ ଅଗ୍ରାଧିକାର ଦେଇ ଆସିଛି ଏବଂ ନିରାପତ୍ତା ପରିଷଦକୁ ସମ୍ପ୍ରସାରିତ କରିବା ପାଇଁ ଭାରତ ଦ୍ୱିପାକ୍ଷିକ ଓ ବହୁପାକ୍ଷିକ ଅଲୋଚନା ମାଧ୍ୟମରେ ଅନ୍ତରିକତାର ସହ ଉଦ୍ୟମ ଜାରି ରଖିଛି ବୋଲି  ସୂଚନା ଅଧିକାର କର୍ମି ପଣ୍ଡାଙ୍କୁ ବୈଦେଶିକ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଜାତିସଂଘ ସାଧାରଣ ପରିଷଦର ୭୫ତମ ଅଧିବେଶନରେ ତଥା ଗତ ୨୬ ସେପ୍‌ଟେମ୍ବର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ବିଷୟ ଉତ୍ଥାପନ କରିଥିଲେ ବୋଲି ମଧ୍ୟ ତଥ୍ୟ ପ୍ରଦାନ କରାଯାଇଛି । ଏଠାରେ ଉଲ୍ଲେଖ ଯୋଗ୍ୟ ଯେ, ସେ ସମୟରେ ଭାରତକୁ ଜାତିସଂଘ ନିରାପତ୍ତା ପରିଷଦର  ସ୍ଥାୟୀ ସଦସ୍ୟତା ପ୍ରଦାନ ପାଇଁ ଅମେରିକାର ପ୍ରସ୍ତାବକୁ ତତ୍କାଳିନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଅଗ୍ରାହ୍ୟ କରି ଚୀନକୁ ସ୍ଥାୟୀ ସଭ୍ୟ ପଦ ମିଳିବା ରାସ୍ତାକୁ ସହଜ କରିଥିଲେ ବୋଲି ତାଙ୍କୁ ବିଭିନ୍ନ ସମୟରେ ସମାଲୋଚନା କରାଯାଇ ଅସୁଛି । ଏଭଳି ସମାଲୋଚନାର କୌଣସି ଭିତ୍ତି ନାହିଁ ବୋଲି ପଣ୍ଡା କହିଛନ୍ତି । ପଣ୍ଡିତ ନେହେରୁ ୧୯୫୫ ମସିହା ଅଗଷ୍ଟ ୨ ତାରିଖରେ ମୁଖ୍ୟମନ୍ତ୍ରୀମାନଙ୍କୁ ଲେଖିଥିବା ଏକ ପତ୍ରରେ ତାଙ୍କ ବିଚାର ଉଲ୍ଲେଖ କରିଥିଲେ । ଏହାକୁ ନେଇ ସେତେବେଳେ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା ଏବଂ ପରେ ସେପ୍ଟେମ୍ବର ମାସରେ ଏହାକୁ ନେଇ ଲୋକସଭାରେ ପ୍ରଧାନମନ୍ତ୍ରୀ ନେହେରୁ ସ୍ପଷ୍ଟ ଭାବେ ଡ. ପାରିଖଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ ବୋଲି ପଣ୍ଡା କହିଛନ୍ତି । 
 


 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like