-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ସାଇଟ୍ ସଦାଇପାଲି ଠାରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ

27-Jan-2022



ବଲାଙ୍ଗିର ବଲାଙ୍ଗିର ନିକଟସ୍ଥ ସାଇଟ କଲେଜ ସଦାଇପାଲି ଠାରେ ଗତକାଲି ୭୩ ତମ ସାଧାରଣତନ୍ତ୍ର ଦିବସ କୋଭିଡ୍ -୧୯ ର ନିୟମାନୁସାରେ  ନିରାଡମ୍ବର ଭାବେ ପାଳିତ ହୋଇଯାଇଛି ।   ସାଇଟ ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଲନ କରିଥିଲେ । ସାଇଟ କଲେଜ ର ଅଧ୍ୟାପିକା ବୃନ୍ଦ ଜାତୀୟ ସଂଗୀତ ଗାନ କରିଥିଲେ ।  ଏହି ଅବସରରେ  ସାଇଟ ଡିପ୍ଲୋମା ଅଧ୍ୟକ୍ଷା ଇଂ.ନମିତା ପଟେଲ, ସୁୁଶ୍ରୀ ଆଇ.ଟି.ଆଇ ଅଧ୍ୟକ୍ଷ ଇଂ. ସନ୍ତୋଷ କୁମାର ବ୍ରହ୍ମା, ସାଇଟ ନର୍ସିଂ ଅଧ୍ୟକ୍ଷା ସ୍ନିଗଧା ମିନତି ଦାନୀ, ସାଇଟ ନର୍ସିଂ ପ୍ରଶାନିକ ଅଧିକାରୀ ଡ. ସିଦ୍ଧେଶ୍ୱର ମିଶ୍ର, ସୁଲୋଚନା ଦେବୀ ଶିଶୁ ମନ୍ଦିର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ମିଶ୍ର, ପଲ୍ଲିଶ୍ରୀ ଉଚ୍ଚ ବିଦ୍ୟଳୟ ପ୍ରଧାନ ଶିକ୍ଷକ ବୃନ୍ଦାବନ ମହାକୁର ଓ ଅଫିସ୍ ପ୍ରଶାସକ ହରିଶଙ୍କର ସାଏ ପ୍ରମୁଖ ଉପସ୍ଥିତ ଥିଲେ ।  ସାଇଟ ଡିପ୍ଲୋମା ଇଂଜିନିୟରିଂ, ସୁଶ୍ରୀ ଡି.ଏମ.ଏଲ.ଟି, ଡି.ଏମ.ଆର.ଟି, ବି.ଏସ.ସି. ନର୍ସିଂ, ଜିି.ଏନ.ଏମ ନର୍ସିଂ, ଏ.ଏନ.ଏମ ନର୍ସିଂ, ସୁୁଶ୍ରୀ ଆଇ.ଟି.ଆଇ, ପଲ୍ଲିଶୀ ହାଇସ୍କୁଲ, ସୁଲୋଚନା ଦେବୀ ଶିଶୁ ମନ୍ଦିର ର  ଅଧ୍ୟାପକ ଅଧ୍ୟାପିକା ତଥା ଅନ୍ୟ କର୍ମଚାରୀ ମୋଟ ଦଶଜଣ ଉପସ୍ଥିତ ଥିଲେ । ରାମଜୀ ଯୁବକ ସଂଘ ସଭାପତି ଡ.ପ୍ରମୋଦ କୁମାର ମିଶ୍ର ଧନ୍ୟବାଦ ଦେଇଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like