-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ସମାରୋହ ଦେଶର ଗର୍ବ, ଗୌରବ ଓ ଗାରିମାକୁ ବଜାୟ ରଖିବା ଆମ ସମସ୍ତଙ୍କ ଦାୟିତ୍ୱ -ମାନ୍ୟବର ମନ୍ତ୍ରୀ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଏବଂ ଉଚ୍ଚ ଶିକ୍ଷା ବିଭାଗ, ଓଡିଶା,

27-Jan-2022



ସୁବର୍ଣ୍ଣପୁର//(ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର ସଦର ମହକୁମାରେ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ସମାରୋହ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି l ସ୍ଥାନୀୟ ରିଜର୍ଭ ପୋଲିସ ପଡିଆ ଠାରେ ଅନୁଷ୍ଠିତ ଏହି ସମାରୋହରେ ଡ଼. ଅରୁଣ କୁମାର ସାହୁ, ମାନ୍ୟବର ମନ୍ତ୍ରୀ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଏବଂ ଉଚ୍ଚ ଶିକ୍ଷା ବିଭଗ ମୁଖ୍ୟଅତିଥି ଭାବେ ଯୋଗଦାନ କରିବା ସହ ଦେଶର ଗର୍ବ ଏବଂ ଗୌରବର ପ୍ରତୀକ ଜାତୀୟ ପତାକାକୁ ଉତ୍ତୋଳନ କରି ଅଭିବାଦନ ଗ୍ରହଣ ପୂର୍ବକ ଜିଲ୍ଲlବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଥିଲେ l ମାନ୍ୟବର ମନ୍ତ୍ରୀ ଡ଼.ସାହୁ  କହିଲେ ଯେ, ଭାରତର ସମ୍ବିଧାନ ବିଶ୍ୱରେ ଅଦ୍ଵିତୀୟ, ଅନେକତା ମଧ୍ୟରେ ଏକତା ଏହାର ବୈଶିଷ୍ଟ୍ୟ  l ଦେଶର ଗର୍ବ ଗୌରବ ଓ ଗାରିମାକୁ ବଜାୟ ରଖିବା ଆମ ସମସ୍ତଙ୍କ ଦାୟିତ୍ୱ ଓ ତାର ଅନୁପାଳନ ଆମର କର୍ତ୍ତବ୍ୟ l  ସେ ସୁବର୍ଣ୍ଣପୁର ଜିଲ୍ଲାର  ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ ଓ ବଳିଦାନର  ସ୍ମୃତିଚାରଣ କରି ସେମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଜିଲ୍ଲାର ସାହିତ୍ୟ, କଳା,ସଂସ୍କୃତି, ପରମ୍ପରା,ଓ ଜିଲ୍ଳା ଇତିହାସର ଅବଲୋକନ ପୂର୍ବକ ଏକ ସ୍ୱାଧୀନ ବିକାଶ ମୂଳକ ରାଷ୍ଟ୍ର ଗଠନରେ ଜିଲ୍ଲାର ଅବଦାନକୁ ପ୍ରଶଂସା କରିଥିଲେ l ସମାରୋହରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୀତାରାମ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟନାରାୟଣ ଦାଶ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ନିଶି ପୁନମ ମିଞ୍ଜ, ପିଡି ଡି ଆର ଡି ଏ ଶ୍ରୀ ଡୋଳାମଣି ପଟେଲ, ଉପଜିଲ୍ଲାପାଳ ସୋନପୁର ଶ୍ରୀ ନିହାର ରଞ୍ଜନ କଁହର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ହେମନ୍ତ କୁମାର ପାଢ଼ୀ, ସମେତ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ, ପୋଲିସ ପ୍ରଶାସନ ସହ କୋଭିଡ ଯୋଦ୍ଧା, ସାମ୍ବାଦିକ ପ୍ରମୁଖ କାର୍ଯ୍ୟକ୍ରମ ରେ ଉପସ୍ଥିତି ଥିଲେ l ଅଦ୍ୟ ଦିନ ଦିବା ୮-୩  ମିନିଟ୍ ସମୟରେ ମୁଖ୍ୟଅତିଥି ଅନୁଷ୍ଠାନିକ ଜିଲ୍ଲାସ୍ତରୀୟ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିଥିଲେl ଜିଲ୍ଲା ଆରକ୍ଷୀ ବାହିନୀର ଗୋଟିଏ ପ୍ଲାଟୁନ୍ ସହ ପୋଲିସ ବ୍ୟାଣ୍ଡ ପାର୍ଟି ଜାତୀୟ ପତାକା ଏବଂ ମୁଖ୍ୟ ଅତିଥିଙ୍କୁ ଅଭିବାଦନ  ପ୍ରଦାନ ପୂର୍ବକ ସମ୍ମାନ ପ୍ରଦର୍ଶନ କରିଥିଲେ I  ଏଇ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ପ୍ରତ୍ୟୁଷରୁ ଡ଼ାକବାଜି ଯନ୍ତ୍ର ଦ୍ୱାରା ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ପରେ ପରେ ସକାଳ ୭ଘଣ୍ଟା ସମୟରେ ସହରରେ ଅବସ୍ଥାପିତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ପ୍ରଶାସନ ର ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ପୁଷ୍ପମାଲ୍ୟ ପ୍ରଦାନ କରାଯାଇଥିଲା l ଦିବସର ବିଭିନ୍ନ କାର୍ଯ୍ୟକ୍ରମକୁ ଶ୍ରୀ ଅଶ୍ବିନୀ କୁମାର ଭୋଇ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପରିଚାଳନା କରିଥିଲେ I ଏଥିରେ ବିଭଗର ମାନଭଞ୍ଜନ ପଟ୍ଟନାୟକ ଓ କର୍ମଚାରୀ, ସ୍ୱଳ୍ପ ସଂଚୟ ବିଭାଗର ଦୁଃଖୀ ଶ୍ୟାମ ସେଠୀ ପ୍ରମୁଖ ସହଯୋଗ କରିଥିଲେl ସେହିପରି ପ୍ରାତଃ  ୭. ୩୦ଘଣ୍ଟା ସମୟରେ ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଜାତୀୟ ପତାକା ଉତ୍ତୋଳନ କରି ସମବେତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ନିଷ୍ଠାପର ଭାବରେ ନିଜର କର୍ତ୍ତବ୍ଯ ନିର୍ବାହ ପୂର୍ବକ ଦେଶ ତଥା ସମାଜର ସେବା କରିବା ପାଇଁ ଉଦବୋଧନ ଦେଇଥିଲେ l ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟନାରାୟଣ ଦାଶ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ନିଶି ପୁନମ୍ ମିଞ୍ଜ୍ ଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉତ୍ସବ ରେ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like