-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||     

HOME   ଜିଲ୍ଲା

ଓକିଲ ସଂଘ କାର୍ଯ୍ୟାଳୟ ମାନଙ୍କୁ ତାଲା ଠୁଙ୍କିଲେ

27-Jan-2022



ପଦ୍ମପୁର:-ବରଗଡ଼ ଜିଲ୍ଲା,ପଦ୍ମପୁର ଓକିଲ ସଂଘର ସଭାପତି ଗୌନ୍ତିଆ କୁମାର ସାହୁ ଙ୍କ ସଭାପତିତ୍ବରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ପଦ୍ମପୁର ଉପଖଣ୍ଡ ଏକ ବଡ଼ ଉପଖଣ୍ଡ ହେବା ସତ୍ତ୍ୱେ ବିଭିନ୍ନ ଅଫିସିଆଲ୍ ପଦପଦବୀ ଦିର୍ଘ ବର୍ଷ ଧରି ଖାଲି ରହିଛି । ପଦ୍ମପୁର ଉପଜିଲ୍ଲାପାଳଙ୍କ କୋର୍ଟରେ ଗତ ଦଶନ୍ଧି ରୁ କୌଣସି କୋର୍ଟ କାମ ହେଉନଥିବାରୁ କେସ୍ ଗୁଡ଼ିକ ପଡ଼ି ରହୁଛି । ଯଦ୍ୱାରା ସାଧାରଣ ଜନତା ନାହିଁ ନଥିବାର ଅସୁବିଧା ଭୋଗିବା ସହ ବ୍ୟାପକ ଭାବରେ ହଇରାଣ ହେଉଛନ୍ତି । ପୁନଶ୍ଚ ପଦ୍ମପୁର ତହସିଲ କୋର୍ଟରେ ଅତିରିକ୍ତ ତହସିଲଦାର ସରିତା ଗୁପ୍ତା ଙ୍କ ମନମୁଖୀ କାର୍ଯ୍ୟକଳାପ ଓ ଓକିଲ ଏବଂ ଜନସାଧାରଣଙ୍କ ପ୍ରତି ଦୁର୍ବବ୍ୟବହାର କୁ ନେଇ ଓକିଲ ସଂଘର ସଦସ୍ୟ ମାନେ କ୍ଷୋଭ ପ୍ରକାଶ କରିଥିଲେ । ଆହୁରି ମଧ୍ୟ ପଦ୍ମପୁର ସବ୍ ରେଜିଷ୍ଟ୍ରାର ଅଫିସରେ ବ୍ୟାପକ ମାତ୍ରାରେ ଲାଞ୍ଚ କାରବାର ହେଉଥିବାରୁ ମୁଖ୍ୟତଃ କିରାଣୀ ଦେବାଶିଷ ଦାଶ ଏବଂ ରମେଶ ପାଣିଗ୍ରାହୀଙ୍କ କାର୍ଯ୍ୟକଳାପକୁ ନେଇ ସଦସ୍ୟମାନେ ଅସନ୍ତୋଷ ପ୍ରକାଶ କରିବା ସହ ନିନ୍ଦା ପ୍ରକାଶ କରିଥିଲେ । ଏହି ଦୁର୍ନୀତିଗ୍ରସ୍ତ କର୍ମଚାରୀମାନଙ୍କ ବିରୁଦ୍ଧରେ ତଦନ୍ତ କରି ଯଥାଶୀଘ୍ର ପଦ୍ମପୁର ରୁ ବଦଳି କରାଯାଉ ବୋଲି ଓକିଲ ସଂଘର ସଦସ୍ୟ ମାନେ ଦାବି କରିଥିଲେ । ଏ ସମସ୍ତ ସମସ୍ୟାର ସମାଧାନ ପାଇଁ ଓକିଲ ସଂଘର ସଦସ୍ୟ ମାନେ ଉପରିସ୍ଥ ଅଧିକାରୀଙ୍କୁ ବାରମ୍ବାର ଜଣାଇବା ସତ୍ତ୍ୱେ କୌଣସି ସମାଧାନ ନହେବା ତଥା କୌଣସି ସୁଧାର ନହେବାରୁ ଓକିଲ ସଂଘ ଏହି ଅଫିସ୍ ଗୁଡ଼ିକ ତାଲା ପକାଇବାକୁ ବାଧ୍ୟ ହେଇଛି । ଯେତେଦିନ ପର୍ଯ୍ୟନ୍ତ ଜିଲ୍ଲାପାଳ ନିଜେ ଆସି ସମାଧାନ କରିବା ପାଇଁ ପ୍ରୟାସ ନ କରିଛନ୍ତି ସେତେଦିନ ପର୍ଯ୍ୟନ୍ତ ଏ ତାଲାବନ୍ଦ ଆନ୍ଦୋଳନ ଜାରି ରହିବ ବୋଲି ଓକିଲ ସଂଘ ଚେତାବନୀ ଦେଇଛି । ଏ ତାଲାବନ୍ଦ ଆନ୍ଦୋଳନ ରେ ଓକିଲ ସଂଘର ସଭାପତି ଗୌନ୍ତିଆ କୁମାର ସାହୁ, ଉପସଭାପତି ସୁନିଲ କୁମାର ପାଣିଗ୍ରାହୀ, ସଂପାଦକ ପ୍ରଶାନ୍ତ କୁମାର ମାଝି, ବରିଷ୍ଠ ଓକିଲ ରାଧାବଲ୍ଲଭ ପାଣିଗ୍ରାହୀ, ଆନନ୍ଦ କୁମାର ପଣ୍ଡା, କିଶୋର କୁମାର ମେହେର, ବିଭୁତି ଭୁଷଣ ଦାଶ,ଉମେଶ ଚନ୍ଦ୍ର ସାହୁ,ଅଜିତ ଶତପଥୀ ପ୍ରମୁଖ ତଥା ସଂଘର ସମସ୍ତ ସଦସ୍ୟ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026

You Might Also Like