-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||     

HOME   ମନୋରଞ୍ଜନ

ଅଭିନେତ୍ରୀ ରଚନା ବାନାର୍ଜୀ ଏଥର ଅନୁଭବଙ୍କ ସହ କରିବେ ଦାଦାଗିରି ହୃଦୟରୁ

27-Jan-2022



ଅଭିନେତା ଅନୁଭବଙ୍କ ଦାଦାଗିରି ଧିରେ ଧିରେ ଓଡ଼ିଆ ଦର୍ଶକଙ୍କ ହୃଦୟକୁ ଛୁଇଁ ସାରିଲାଣି । ପ୍ରଥମ ଖେଳିଲେ ଓଡିଆର ବିଭିନ୍ନ ସ୍ଥାନରୁ ବଛା ବଛା ଦର୍ଶକ । ତାପରେ ଜୀ ସାର୍ଥକର ଲୋକପ୍ରିୟ ଧାରାବାହିକ "ଝିଲି" ଓ "ବିଜୟିନୀ"ର ମୁଖ୍ୟ କଳାକାର । ଆଉ ଏଥର ଚିର ପରିଚିତ  ଓଡିଶା ବାସୀଙ୍କ ହୃଦୟର ରାଣୀ ଅଭିନେତ୍ରୀ ରଚନା ବାନାର୍ଜି । ନିଜର ସୁପରହିଟ୍ ଫିଲ୍ମ ଓ ଗୀତରେ ଓଡିଶା ଦର୍ଶକଙ୍କ ମନ ମୋହିଛନ୍ତି ରଚନା । "ରାଧା ନାଚିବ ନାଚିବ"  ସହ ଅନେକ ସୁପରହିଟ୍ ଚଳଚ୍ଚିତ୍ର ଗୀତର ତାଳେ ତାଳେ ନାଚିବା ସହ ଓଡିଶାବାସୀଙ୍କ ଭଲ ପାଇବା ଏବେ ବି ସେ ମନେ ରଖୁଛନ୍ତି ବୋଲି ଭାବବିହ୍ଵଳ ହୋଇ କହିଥିଲେ ରଚନା 

 । ରଚନା ବାନାର୍ଜି ଓଡିଶା ଚଳଚ୍ଚିତ୍ର ଜଗତରେ ଚଳଚ୍ଚିତ୍ର"ସାଗର ଗଙ୍ଗା" ଫିଲ୍ମ ମାଧ୍ୟମରେ ଡେବ୍ୟୁ କରି ୪୦ରୁ ଅଧିକ ସିନେମାରେ ଅଭିନୟ କରି ଓଡିଶାରେ ତାଙ୍କ ଲୋକପ୍ରିୟତାକୁ ବୃଦ୍ଧି କରିଥିଲେ । ଅଭିନେତ୍ରୀ ରଚନା ଅଭିନେତା ଅନୁଭବଙ୍କ ସହ ଚଳଚ୍ଚିତ୍ର "କର୍ତ୍ତବ୍ୟ", 'ନାୟକ ନୁହେଁ  ଖଳନାୟକ" ରେ ମଧ୍ୟ ଅଭିନୟ କରିଛନ୍ତି । ଜୀ ସାର୍ଥକର ମେଗା ରିୟାଲିଟି ଗେମ୍ ସୋ ଦାଦାଗିରି ସେଟ୍ ରେ ଅଭିନେତ୍ରୀ ରଚନା ଓଡିଶା ବାସୀଙ୍କ ଭଲ ପାଇବା, କଳା ସଂସ୍କୃତିକୁ ଭୁୟିଅସି ପ୍ରଶଂସା ସହ ଅଭିନୟ କ୍ୟାରିୟରରେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଅବଦାନ ଅତୁଳନୀୟ ବୋଲି ବର୍ଣ୍ଣନା କରିଥିଲେ । ନୃତ୍ୟ ସହ ଓଡିଆ ଚଳଚ୍ଚିତ୍ରର ସଂଳାପ ଓ ଅଭିନୟ "ଦାଦାଗିରି"ର ସ୍ବତନ୍ତ୍ର ଅଧ୍ୟାୟର ମୁଖ୍ୟ ଆକର୍ଷଣ ସହ ଅଧ୍ୟାୟ ଟି ଦର୍ଶକ ମାନଙ୍କ ହୃଦୟ ଛୁଇଁବ ବୋଲି ଜୀ ସାର୍ଥକର ଚ୍ୟାନେଲ ମୁଖ୍ୟ ଅର୍ଘ୍ୟ ରଏ ଚୌଧୁରୀ ଜଣାଇଛନ୍ତି । ଏହି ସ୍ବତନ୍ତ୍ର ଅଧ୍ୟାୟ ଆସନ୍ତା ଶନିବାର ୨୯ ଜାନୁଆରୀ ରାତି ୯ଟାରେ ଦର୍ଶକ ମାନେ ଦେଖିପାରିବେ । ଏଥିସହ ଜୀ ସାର୍ଥକ ର ମେଗା ଧାରାବାହିକ "ତୋ ପାଇଁ ମୁଁ ମୋ ପାଇଁ ତୁ" ର କଳାକାର ଙ୍କୁ ନେଇ ସ୍ବତନ୍ତ୍ର ଅଧ୍ୟାୟ ଜାନୁଆରୀ ୩୦ ରବିବାର ରାତି ୯ଟାରେ ପ୍ରସାରଣ କରାଯିବ ବୋଲି ଜୀସାର୍ଥକ ପକ୍ଷରୁ ପ୍ରକାଶ। ସବୁଠାରୁ ନିଆରା ହେବ ଦାଦାଗିରିର ଏଇ ଦୁଇଟି ସ୍ବତନ୍ତ୍ର ଅଧ୍ୟାୟ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm