-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ନିଶିଗନ୍ଧା ସାହିତ୍ୟ ସଂସଦ ପକ୍ଷରୁ ରାଜ୍ୟ ସ୍ତରୀୟ ମେଧାଅନ୍ୱେଷଣ ପ୍ରତିଯୋଗିତା

28-Jan-2022



ବରଗଡ:-ଆଜିର ଶିଶୁ ଦେଶର ଭବିଷ୍ୟତ ନାଗରିକ ।ତେଣୁ ସେମାନଙ୍କ ଭିତରେ ଲୁଚି ରହିଥିବା ପ୍ରତିଭା କୁ ଉନ୍ମୋଚିତ କରିପାରିଲେ ତାଙ୍କର ଭବିଷ୍ୟତ ଉଜ୍ଜ୍ୱଳ  ହେବ ,ବିକଶିତ ହେବ।ଏହି ମହତ ଉଦ୍ଦେଶ୍ୟ ନେଇ ନିଶିଗନ୍ଧା ସାହିତ୍ୟ ସଂସଦ ପକ୍ଷରୁ ରାଜ୍ୟ ସ୍ତରୀୟ ମେଧା ଅନ୍ଵେଷଣ ପ୍ରତିଯୋଗିତା  କରାଯାଇଛି।ପ୍ରତ୍ୟେକ ଜିଲ୍ଲା  ସ୍ତରରେ ରହିଥିବା କର୍ମକର୍ତ୍ତା ମାନେ ଏହାକୁ ପ୍ରଥମେ ନିଜ ନିଜ ଜିଲ୍ଲାରେ ଆୟୋଜନ କରିଥିଲେ।ଏହି ପରିପ୍ରେକ୍ଷୀରେ ବରଗଡ଼ ଜିଲ୍ଲା ରେ ମଧ୍ୟ ଏହି ପ୍ରତିଯୋଗିତା ମାନ କରାଯାଇଥିଲା।ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନେ ଏଥିରେ ଭାଗ ନେଇଥିଲେ।ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ  ଉପ କନିଷ୍ଠ ବିଭାଗ ପାଇଁ ଚିତ୍ରାଙ୍କନ,ଚତୁର୍ଥ ଓ ପଞ୍ଚମ ଶ୍ରେଣୀ କନିଷ୍ଠ ବିଭାଗ ୧ ପାଇଁ ପ୍ରବନ୍ଧ ଲିଖନ,ଷଷ୍ଠ ଓ ଶ୍ରେଣୀ କନିଷ୍ଠ ବିଭାଗ ୨ ପାଇଁ ଦେଶାତ୍ମବୋଧକ କବିତା ଆବୃତ୍ତି ଏବଂ  ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବରିଷ୍ଠ ବିଭାଗ ପାଇଁ ବକୃତା ପ୍ରତିଯୋଗିତା   ଆଭାସି ମାଧ୍ୟମରେ କରାଯାଇଥିଲା।ପ୍ରତ୍ୟେକ ବିଭାଗରୁ ପ୍ରଥମ ,ଦ୍ଵିତୀୟ ଓ ତୃତୀୟ ସ୍ଥାନ ରଖିଥିବା କୃତି ଛାତ୍ର ଛାତ୍ରୀଙ୍କୁ ମନୋନୀତ କରାଯାଇଥିଲା।ଏହି ମନୋନୀତ କୃତି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ଅତାବିରା କଳା ସଂସ୍କୃତି ଭବନ ଠାରେ ସଂସଦ ର ଜିଲ୍ଲା ସଂଯୋଜକ ଶ୍ରୀ ନିତ୍ୟାନନ୍ଦ ପ୍ରଧାନ ଙ୍କ ସଭାପତିତ୍ବରେ ଏକ ପୁରସ୍କାର ବିତରଣୀ ଉତ୍ସବର ଆୟୋଜନ ହୋଇଥିଲା। ଏଥିରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ର  ଅବସର ପ୍ରାପ୍ତ ପ୍ରଶାସନିକ ଅଧିକାରୀ  ଶ୍ରୀ କୁମୁଦ ଚନ୍ଦ୍ର ମହାନନ୍ଦ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ଅଞ୍ଚଳର ବିଶିଷ୍ଟ ସମାଜ ସେବୀ ତଥା ସଂସଦର ଆଜୀବନ ସଦସ୍ୟ  କୃଷ୍ଣ ଚନ୍ଦ୍ର ପ୍ରଧାନ, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶିବାଜି ବିଶି ,ଜିଲ୍ଲା  ବିଚାରକ ଧର୍ମରାଜ ପ୍ରଧାନ ସମ୍ମାନିତ ଅତିଥି ରୂପେ  ମଞ୍ଚାସିନ ହୋଇଥିଲେ ।  ନିଶିଗନ୍ଧା ରାଜ୍ୟ ସଂଗଠନ ସମ୍ପାଦିକା ତଥା ଜିଲ୍ଲା ସଭାନେତ୍ରୀ ଅନୁସୂୟା ଦେବତା ସମସ୍ତ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ। କୃତି ପ୍ରତିଯୋଗୀ ମାନଙ୍କୁ  ମଞ୍ଚାସୀନ ଅତିଥି ମାନଙ୍କ ଦ୍ଵାରା ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା।ବରଗଡ଼ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ 
ବରିଷ୍ଠ ବିଭାଗର ବକୃତା ପ୍ରତିଯୋଗୀତାରେ  ସିଦ୍ଧି ଗଡତିଆ ପ୍ରଥମ ,  ତ୍ରିବିକ୍ରମ ମେହେର ଦ୍ଵିତୀୟ  ଏବଂ,ବିବେକ ସୁସାରି ଓ ଡାଫୋଡ଼ିଲ ପତି ତୃତୀୟ , ଦେଶାତ୍ମବୋଧକ  କବିତା ଆବୃତ୍ତି ରେ କ୍ରିଷ୍ଣା ପଣ୍ଡା ପ୍ରଥମ,ଅନୁଷ୍କା ଘୋଷାଲ ଦ୍ଵିତୀୟ ଓ ଶ୍ରିଶୋର୍ୟା ଗାର୍ଗୀ ପଣ୍ଡା ତୃତୀୟ ସ୍ଥାନ ଅଧିକାର କରିଥିଲେ । ପ୍ରବନ୍ଧ ରେ  ରସ୍ମିରେଖା ସାହୁ ପ୍ରଥମ,ଅର୍ପିତା ମଲ୍ଲିକ ଦ୍ଵିତୀୟ ଓ  ଥାବିର ସା ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ ଚିର୍ତ୍ରାଙ୍କନ ପ୍ରତିଯୋଗିତାରେ ମାମିନା ଦେବତା ପ୍ରଥମ, ତେଜସମାନ ମେହେର ଦ୍ଵିତୀୟ  ଏବଂ ଶ୍ୱେତା ମେହେର ଓ ଦୀପକ ଭୋଷାଗର ତୃତୀୟ ସ୍ଥାନ ଅଧିକାର କରିଥିଲେ। ଏହି କୃତି ଛାତ୍ର ଛାତ୍ରୀ ଙ୍କ ସଫଳତା ପଛରେ ତାଙ୍କ ଅଭିଭାବକ ଓ ଅଭିଭାବିକା ମାନଙ୍କ ଗୁରୁତ୍ଵ ପୂର୍ଣ୍ଣ ଭୂମିକା ରହିଛି ଓ ଆଗକୁ ମଧ୍ୟ ସେମାନେ ଏମିତି ଶିକ୍ଷା ସହ ପିଲାଙ୍କ ଅନ୍ତର୍ନିହିତ ପ୍ରତିଭାକୁ ବିକଶିତ କରିବାରେ ସାହାଯ୍ୟ କରନ୍ତୁ ବୋଲି ମୁଖ୍ୟ ଅତିଥି କହିଥିଲେ।ଶେଷରେ ଶିବାଜି ବିଶି ଧନ୍ୟବାଦ ଅର୍ପଣ କରିଥିଲେ । ଛାତ୍ର ଛାତ୍ରୀ ଓ ଉପସ୍ଥିତ  ଅଭିଭାବକ ଓ ଅଭିଭାବିକା  ମାନଙ୍କ ପାଇଁ ଜଳଯୋଗ ବ୍ୟବସ୍ଥା ମଧ୍ୟ ରହିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like