-+91-9937148622 |
prerana_bgr@rediffmail.com |
Thursday 15th October 2026 |
R.N.I. Regd No. ODIODI/2010/46693
Breaking News
28-Jan-2022
ଭୁବନେଶ୍ୱର: ରାଜ୍ୟରେ ଘନ କୁହୁଡ଼ି ସହ ଶୀତ ଲହର ଜାରି । ଏନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ ଘନ କୁହୁଡ଼ି ହେବାର ଆଶଙ୍କା ରହିଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ରାତିର ତାପମାତ୍ରାରେ ହ୍ରାସ ରହିବ