-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ରାଜ୍ୟ

ଫରେଷ୍ଟର ଙ୍କ ନାଁ ରେ ଅଭିଯୋଗ ଆଣି ଏସ୍,ପି ଙ୍କ ଦ୍ବାରସ୍ଥ ହେଲେ ଶ୍ରମିକ

28-Jan-2022



ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ହରିଶଙ୍କର ରେଞ୍ଜ ହରିଶଙ୍କର ସେକ୍ସନ ଫରେଷ୍ଟର ଙ୍କ ନାଁ ରେ ଅଭିଯୋଗ ଆଣି ଏସ୍ ପି ଙ୍କ ଦ୍ଵାରା ହେଲେ ଶ୍ରମିକ। ସୂଚନାଯୋଗ୍ୟ ଯେ ହରିଶଙ୍କର ପାର୍କରେ ୧୫/୨୦ ବର୍ଷ ହେଲା କାମ କରୁଥିବା ଶ୍ରମିକମାନେ ନିଜ ୫ ମାସର ପ୍ରାପ୍ତ ଟଙ୍କା ପାଇନଥିବା ବେଳେ ଏବିଷୟରେ ଖପ୍ରାଖୋଲ ରେଞ୍ଜର ଶ୍ରୀବତ୍ସ କୁମରା ପାଖକୁ ଯାଇ ନିଜ ୫ ମାସର ପ୍ରାପ୍ୟ ଟଙ୍କା ମାଗିଥିଲେ। ପ୍ରାପ୍ତ ଟଙ୍କା ଦେବା ବଦଳରେ ଶ୍ରମିକ ମାନଙ୍କୁ କାର୍ଯ୍ୟରୁ ବାହାର କରିଦେଇଥିବା ଘଟଣା ଟି ଥିଲା ୨୪.୧୧.୨୧ ଦିନ। ଏହି ମାମଲା ଥାନା ରୁ ଆରମ୍ଭ କରି ଶ୍ରମ ବିଭାଗ ପର୍ଯ୍ୟନ୍ତ ପହଞ୍ଚି ଥିଲା।ଏ ବିଷୟରେ ଖବର ପାଇ ବଲାଙ୍ଗିର ବନଖଣ୍ଡ ଅଧିକାରୀ ନିତିଶ କୁମାର ଆସି ତଦନ୍ତ କରିବା ପରେ କିଛି ଦିନ ମଧ୍ୟରେ ଟଙ୍କା ଦେବା ସହ କାମ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏବଂ ଗଣମାଧ୍ୟମର କଣ୍ଠରୋଧ କରୁଥିବା ଯୋଗୁଁ ରାଜ୍ୟ ସରକାର ରେଞ୍ଜର କୁ ବଦଳି କରିଥିଲେ । କିଛି ଦିନ ପରେ ଫରେଷ୍ଟର ପ୍ରିୟବ୍ରତ ମହାକୁର ଓ ଫରେଷ୍ଟ ଗାର୍ଡ ମହେନ୍ଦ୍ର କାଲସାଏ ଶ୍ରମିକ ମାନଙ୍କୁ ଡାକି ସାଧା କାଗଜରେ ଦସ୍ତଖତ କରାଇଥିବା ୮ ଜଣ ଶ୍ରମିକ କହିଛନ୍ତି। ଏବେ ସେହି ଶ୍ରମିକ ମାନେ ଚିଡ଼ିଆଖାନା କୁ ପୁନଃ ନିଯୁକ୍ତି ପାଇଁ ଯାଇଥିବା ବେଳେ ଫରେଷ୍ଟର ମହାକୁର ଓ ଫରେଷ୍ଟ ଗାର୍ଡ କାଲସାଏ ଶ୍ରମିକ ମାନଙ୍କୁ ଜାତିଆଣ ଆକ୍ଷେପ କରି ଅଭଦ୍ର ଭାଷାରେ ଗାଳିଗୁଲଜ କରିଥିବା ଶ୍ରମିକ ମାନେ ଖପ୍ରାଖୋଲ ଥାନା ର ଦ୍ବାରସ୍ଥ ହୋଇଥିବା ବେଳେ ଥାନା କୁ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନଥିଲା । ପୁଣି ଏସ ପି ଙ୍କ ନିର୍ଦେଶ କ୍ରମେ  ଖପ୍ରାଖୋଲ ଥାନା ଦଫା ୨୯୪,୪୧୭,୩୪ ଧାରା ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି। କିନ୍ତୁ ଆଜି ପର୍ଯ୍ୟନ୍ତ ଖପ୍ରାଖୋଲ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିବାରୁ ଆଠ ଜଣ ଶ୍ରମିକ ଏସ ,ପି ଙ୍କ ଦ୍ବାରସ୍ଥ ହୋଇଥିବା ଜଣାପଡିଛି। ଦେଖିବାକୁ ବାକି ରହିଲା ଯେ ପ୍ରଶାସନ କେତେ ତତ୍ପରତା ସହ ଫରେଷ୍ଟର ଓ ଗାର୍ଡ ଉପରେ କେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ଓ ଶ୍ରମିକ ମାନଙ୍କୁ ନ୍ୟାୟ ଦେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like