-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ଅଭୟାରଣ୍ୟରୁ ୧୦ କିମି ଭିତରେ ଥିବା ୮ କ୍ରସର ସିଲ, ପ୍ରତିକ୍ରିୟା ରଖିଲା କ୍ରସର ମାଲିକ ସଂଘ

30-Sep-2020




ଖୁଣ୍ଟା: ଖୁଣ୍ଟା ବ୍ଲକର ଶିମିଳିପାଳ ଅଭୟାରଣ୍ୟ ପାଦ ଦେଶରୁ ଦଶ କିମି ମଧ୍ୟରେ ଥିବା ୮ଗୋଟି କ୍ରସରକୁ ଖୁଣ୍ଟା ତହସିଲଦାର ସିଲ କରିଦେଇଥିବା ଜଣାପଡିଛି। ଉକ୍ତ ଦଶ କିମି ମଧ୍ୟରେ ଥିବା ଇଲାକା ଇକୋ ସେନସିଟିଭ ଜୋନ ହୋଇଥିବାରୁ ମୟୂରଭଞ୍ଜ ଜିଲାପାଳ କପ୍ତିପଦା ଉପଜିଲାପାଳଙ୍କୁ ନିର୍ଦେଶ ଦେବାପରେ ଏହି ପଦକ୍ଷେପ ନିଆଯାଇଥିବା ଜଣା ପଡିଛି। ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନଜିଟି) ଶିମିଳିପାଳରୁ ୧୦ କିମି ଦୂରତାକୁ ଇକୋ ସେନସିଟିଭ ଜୋନ ଘୋଷଣା କରିଥିବାରୁ ତା ମଧ୍ୟରେ ଥିବା ଉକ୍ତ କ୍ରସର ଗୁଡିକ ନିର୍ଦ୍ଧାରୀତ ସମୟରେ ଏନଜିଟିର ଅନୁମତି ପତ୍ର ଦାଖଲ କରିପାରିନଥିବାରୁ ୮ଗୋଟି କ୍ରସରକୁ ସିଲ କରାଯାଇଥିବା ତହସିଲଦାର ସ୍ମରଣ କୁମାର ପୃଷ୍ଟି କହିଥିଲେ। ତେବେ ମୟୂରଭଞ୍ଜ ଜିଲା କ୍ରସର ମାଲିକ ସଂଘର ସଭାପତି ପ୍ରକାଶ କର ମହାପାତ୍ର ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି ଏହାକୁ ଜିଲା ପ୍ରଶାସନର ଅଗଣତାନ୍ତ୍ରିକ ଓ ବେଆଇନ ପଦକ୍ଷେପ ବୋଲି କହିଛନ୍ତି। ଶାସକ ଦଳର ନେତାଙ୍କ ଚାପରେ ପ୍ରଶାସନ ପରିଚାଳିତ ହେଉଥିବା ସେ ଗୁରୁତର ଅଭିଯୋଗ କରିଛନ୍ତି। କ୍ରସର ଗୁଡିକୁ ଅନୁମତି ମିଳିବା ପୂର୍ବରୁ ଏନଜିଟିର ନିୟମ ଥିବା ବେଳେ ପୂର୍ବର ଜିଲାପାଳ ଓ ଡିଏଫ ମାନେ କେମିତି ଉକ୍ତ ୧୦ କିମି ମଧ୍ୟରେ କ୍ରସର ସ୍ଥାପନ ପାଇଁ ଅନୁମତି ପ୍ରଦାନ କରିଥିଲେ। ସେହିପରି କ୍ରସର ଗୁଡିକ ପାଇଁ ଉଦ୍ଦିଷ୍ଟ ଅନୁମତି ପତ୍ରର ନିୟମିତ ନବୀକରଣ କେମିତି ହେଉଛି ବୋଲି ସେ ପାଲଟା ପ୍ରଶ୍ନ କରିଛନ୍ତି। କ୍ରସର ଗୁଡିକ ବନ୍ଦ କରାଗଲେ ମାଲିକ ମାନେ କ୍ଷତି ସହିବା ସହ ତା ଉପରେ ନିର୍ଭର କରୁଥିବା ଖୁୁଣ୍ଟା ତହସିଲ ସମେତ,ବାଙ୍ଗିରିପୋଷି, କୁଳିଆଣା, ଶାମାଖୁଣ୍ଟା, ବଡସାହି ଇତ୍ୟାଦି ତହସିଲର ଶହଶହ ଗରିବ ଶ୍ରମିକ ଜୀବିକା ହରେଇବେ ସେ ବୋଲି କହିଛନ୍ତି। ଏଥିମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ରକୁ ୧୦ କିମି ପରିବର୍ତ୍ତେ ଇକୋ ସେନସିଟିଭ ଜୋନକୁ ୧କିମିକୁ ହ୍ରାସ କରାଯିବାକୁ ଗତ ମାର୍ଚ୍ଚ ମାସରେ ଚିଠି ଦ୍ୱାରା ପ୍ରସ୍ତାବ ଦିଆଯାଇଥିବା ଜଣା ପଡିଛି। ଆଜିର କାର୍ୟ୍ୟାନୁଷ୍ଠାନରେ ତହସିଲଦାରଙ୍କ ସହ ରାଜସ୍ୱ ପରିଦର୍ଶକ ବ୍ରଜ ବିହାରୀ ସାହୁ, ରାଜସ୍ୱ ନିରୀକ୍ଷକ ଜ୍ୟୋତିପ୍ରକାଶ ଗିରି ଓ ଖୁଣ୍ଟା ପୁଲିସ ସାମିଲ ହୋଇଥିଲେ। ତେବେ ନୀତି ନିୟମ ଓ ରାଜନୈତିକ ଛକାପଞ୍ଝା ମଧ୍ୟରେ ଆଗକୁ କଣ ଘଟୁଛି ଦେଖିବାକୁ ବାକିରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like