-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

୫ତମ ଉଷାଦେବୀ ସ୍ମାରକୀ କ୍ରିକେଟ ଉଦଘାଟିତ, ବଲାଙ୍ଗିର ସେମିରେ

28-Jan-2022



ଉଲୁଣ୍ଡା,(ଗୌରଚନ୍ଦ୍ର ପରିଛା) ଉଲୁଣ୍ଡା ବ୍ଲକ କୁକିଆ ଠାରେ ୫ତମ ଉଷାଦେବୀ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଂଟ ଉଦଘାଟିତ ହୋଇଯାଇଛି । ସ୍ଥାନୀୟ ପତ୍ରାଗାର୍ଡେନ ଠାରେ ଆୟୋଜିତ ହୋଇଥିବା ଏହି ଟୁର୍ଣ୍ଣାମେଂଟରେ ସୋନପୁରକୁ ହରାଇ ବଲାଙ୍ଗୀର ଦଳ ସେମିଫାଇନାଲରେ ପ୍ରବେଶ କରିଛି । ଆୟୋଜକ ସଭାପତି ପିଙ୍କୁ ପୁରୋହିତଙ୍କ ଅଧ୍ୟକ୍ଷତା ଏବଂ ସଂପାଦକ ବସନ୍ତ ପଣ୍ଡାଙ୍କ ସଂଯୋଜନାରେ ହୋଇଥିବା ଉଦଘାଟଣୀ ଉତ୍ସବରେ ସ୍ଥାନୀୟ ସରପଂଚ  ରେବତୀ ବିଶ୍ୱାଲ, କୈଲାସ ଚନ୍ଦ୍ର ପୁରୋହିତ, ଉରୁକ୍ରମ ପାଣ୍ଡିଆ ଯୋଗଦେଇ ଅତିଥି ଭାବରେ ଯୋଗଦେଇ ଖେଳକୁ ଉଦଘାଟନ କରିଥିଲେ ।  ପ୍ରଥମ କ୍ୱାଟର ଫାଇନାଲରେ ବିସିସି ସୋନପୁର  ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୩୨ ରନ କରିଥିଲା । ଦଲପକ୍ଷରୁ ସର୍ବାଧିକ  ମନୋଜ ବଡଚାଟ ୩୯ ରନ ଏବଂ ହରିଶଙ୍କର ମଲ୍ଲିକ ୨୨ ରନ କରିଥିଲେ । ଏହାର ଜବାବରେ ଜିଏନସିସି ବଲାଙ୍ଗିର ଦଲ ୧୬.୨ ଓଭରରେ ଦୁଇ ଉଇକେଟ ହରାଇ ଆବଶ୍ୟକ ରନ ସଂଗ୍ରହ କରି ସେମିଫାଇନାଲରେ ପ୍ରବେଶ କରିଛି । ଖେଳକୁ ରଘୁବୀର ମିଶ୍ର ଓ ଶ୍ରୀବନ୍ତ ନାଏକ ପରିଚାଲନା କରିଥିବା ବେଳେ ଦିନେଶ ଘିବିଲା ଓ ବିଶ୍ୱନାଥ ନାଏକ ସ୍କୋରର ଦାଇତ୍ୱ ତୁଲାଇଥିଲେ । ମ୍ୟନଅଫଦ ମ୍ୟାଚ ଭାବରେ ଶିବରାଜ ମଲ୍ଲିକଙ୍କୁ ପୁରସ୍କୃତ କରାଯାଇଥିଲା ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like