-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||     

HOME   ଜିଲ୍ଲା

ମେକ୍‌ ଇନ୍‌ ଓଡ଼ିଶା ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ କିଟ୍‌ (IMCOV-AG)କୁ ମିଳିଲା ICMRର ଅନୁମୋଦନ

29-Jan-2022



ଭୁବନେଶ୍ୱର(ଶୁଭାଶିଷ ନାୟକ): ଓଡ଼ିଶା ପ୍ରଥମ ଆଣ୍ଟିଜେନ୍‌ ଟେଷ୍ଟ କିଟ୍‌କୁ ମିଳିଲା ICMRର ଅନୁମୋଦନ। ଏହି ଟେଷ୍ଟିଂ କିଟ୍‌ର ବିକାଶ କରିଛି ଭୁବନେଶ୍ୱର ଭିତ୍ତିକ ଇମ୍‌ଜେନେକ୍ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌। ଏଥିଲାଗି ସବୁ ପ୍ରକାର ଇଣ୍ଟେଲେକଚୁଆଲ୍‌ ସହାୟତା ଯୋଗାଇଛି ଆରଏମ୍ଆର୍‌ସି ଭୁବନେଶ୍ୱର। IMCOV-AG ବିକାଶ ଲାଗି ଖର୍ଚ୍ଚ ହୋଇଛି ଏକ କୋଟି ଟଙ୍କା। ୨୦୨୦ ଜୁନ୍‌ ପରଠାରୁ ଏହା ଉପରେ ଗବେଷଣା ଚାଲିଥିଲା। ଏହି କିଟ୍‌ ଦୁଇ ମାସ ମଧ୍ୟରେ ବଜାରକୁ ଆସିବ। ଏନେଇ ସୂଚନା ଦେଇଛନ୍ତି ଇମ୍‌ଜେନେକ୍ସ ଇଣ୍ଡିଆ ପ୍ରତିଷ୍ଠାତା ତଥା ସିଇଓ ଡକ୍ଟର ସୁଜୟ ସିଂହ।
ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶକ ଡାକ୍ତର ସଂଘମିତ୍ରା ପତି କହିଛନ୍ତି, “ଯେ କୌଣସି କୋଭିଡ୍‌-୧୯ କିଟ୍‌(ରାପିଡ୍‌ ଆଣ୍ଟିଜେନ୍‌ ବା ଆଣ୍ଟିବଡ଼ି ବା ଆର୍‌ଟିପିସିଆର କିଟ୍‌)ର ଆଇସିଏମ୍‌ଆର୍‌ ଅନୁମୋଦନ ମିଳିବା ପରେ ଜନସାଧାରଣଙ୍କ କ୍ଷେତ୍ରରେ ବ୍ୟବହାର କରାଯାଇଥାଏ। ତେବେ IMCOV-AG କିଟ୍‌କୁ ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ଓ ଇମ୍‌ଜେନେକ୍ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି। ଆମେ ପ୍ରଥମେ କିଟ୍‌ରେ ଇନ୍‌ହାଇସ୍‌ ଟେଷ୍ଟିଂ କରିଥିଲୁ। ସେଥିରେ ରେଜଲ୍‌ଟ ଭଲ୍‌ ଆସିଥିଲା। ଏହା ପରେ ଆଇସିଏମ୍‌ଆରଠାରୁ ଆପ୍ରୋଭାଲ ପାଇବା ପାଇଁ ଆବେଦନ କରିଥିଲୁ। ଆଇସିଏମ୍‌ଆର ଆବଶ୍ୟକ ପରୀକ୍ଷାନିରୀକ୍ଷା କରି ଏହି କିଟ୍‌କୁ ଆପ୍ରୋଭ୍‌ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026

You Might Also Like