-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ଘରର ପୁଅ ଘରକୁ ଫେରିଲା, କଙ୍ଗାଲୁ ପୁଣି ବିଜୁ ଜନତା ଦଳ ରେ ସାମିଲ

29-Jan-2022



ବରଗଡ:-ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜର୍ଜଗଡ ନିବାସୀ କଙ୍ଗାଲୁ ବରିହା ପୁଣି  ବିଜୁ ଜନତା ଦଳକୁ ଫେରି ଆସିଛନ୍ତି।କିଛିଦିନ ପୂର୍ବେ ଭାରତୀୟ ଜନତା ପାର୍ଟିର ଲୋକେ ଭୁଆଁ ବୁଲାଇ ଠକିଦେଇ ତାଙ୍କୁ ବିଜେପି ପାର୍ଟିରେ ମିଶାଇଦେଇଥିଲେ ।କଙ୍ଗାଲୁ ବରିହା ସତ୍ୟ ଜାଣିବା ପରେ ବିଜେଡିର ବରିଷ୍ଠ ନେତା ଶ୍ରୀଯୁକ୍ତ ଧବଳେଶ୍ଵର ସାହୁଙ୍କ ସହ କଥାହେଇ ନିଜ ପରିବାର ବିଜୁ ଜନତା ଦଳକୁ ପୁଣି ଫେରି ଆସିଛନ୍ତି।ଏବଂ ସେ ବିଜୁ ଜନତା ଦଳରେ ଥିଲି,ଥିବି ଓ ଆଗକୁ ପ୍ରାଣ ଥିବା ପର୍ଯ୍ୟନ୍ତ ରହିବି ବୋଲି କହିଛନ୍ତି।ପାଇକମାଲ ବ୍ଲକ ବିଜୁ ଜନତା ଦଳ ସଭାପତି ରାଜେନ୍ଦ୍ର ରାଉତ,ପଞ୍ଚାୟତ ସଭାପତି ବିଜୟ ସ୍ୱାଇଁ,ବିଧାୟକ ପ୍ରତିନିଧି ହୃଦାନନ୍ଦ ବାରିକ ଏବଂ ବିଜୁ ଛାତ୍ର ଜନତା ଦଳର ପାଇକମାଲ ବ୍ଲକ ସଭାପତି ରବିନାରାୟଣ ସାହୁ ଙ୍କ ଉପସ୍ଥିତିରେ ବିଦ୍ଧିବଦ୍ଧ ଭାବେ ସାମିଲ ହୋଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like