-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ଚତୁର୍ଥ ଦିବସ ର କ୍ରିକେଟ ଟୁର୍ଣ୍ଣାମେଣ୍ଟ

29-Jan-2022



ପଦ୍ମପୁର:- ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଳକ ଅଧିନସ୍ଥ ବୁକୁରାମୁଣ୍ଡା ରେ ଦିର୍ଘ ୨୨ ବର୍ଷ ହେଲା ଯୁବସମାଜ ର ଉଦ୍ୟମ ରେ ଚାନ୍ଦିନୀ କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇ ଆସୁଛି lଏହି କାର୍ଯ୍ୟକ୍ରମ କୁ ରେନବୋ କ୍ରିକେଟ ଆସୋସିଏସନ୍ ଦିର୍ଘଦିନ ଧରି ଆୟୋଜିତ କରିଆସୁଛି lଜାନୁଆରୀ ୨୬ ତାରିଖ ଠାରୁ ଆରମ୍ଭ ହୋଇ ଦିର୍ଘ ୫ ଦିନ ବ୍ୟାପି ଆୟୋଜିତ ଚତୁର୍ଥ ଦିବସ ରେ ୬ ଟି କ୍ରିକେଟ ଦଳ କୁ ନେଇ  କ୍ରମାନୟ ଭାବେ ଖେଳ ଅନୁଷ୍ଠିତ ହୋଇ ଶେଷରେ ନିଲଜିପତରା କ୍ରିକେଟ ଦଳ ଓ ବିନଦାଶ ବଏ  ପାଟଣାଗଡ଼ କ୍ରିକେଟ ଦଳ ମଧ୍ୟରେ ଘମାଘୋଟ ସଂଘର୍ଷମୟ ପରିସ୍ଥିତି ରେ ବିନଦାଶ ବଏ ଟସ ଜିତି ପ୍ରଥମେ ବ୍ୟାଟିଂ ର ନିଷ୍ପତ୍ତି ନେଇଥିଲା ଏବଂ ୭ ଓଭର ଖେଳ ରେ ୧୫୬ ରନ କରି ଗୋଟିଏ ୟୁକେଟ ହରାଇଥିଲା ।ତାର ଜବାବରେ ନିଲଜିପତରା ଦଳ ୭ ଓଭର ଖେଳ ରେ ୮୬ ରନ କରି ୭ ୟୁକେଟ ହରାଇଥିଲା ।ବିନଦାଶ ବଏ ୭୦ ରନ ରେ ଜିତି  ଦ୍ୱିତୀୟ ସେମିଫାଇନାଲ କୁ ଉତ୍ତୀର୍ଣ୍ଣ ହୋଇଛି ।ଏ ପରିପ୍ରେକ୍ଷୀରେ ଆଜିକାର ମୁଖ୍ୟଅତିଥି ଭାବେ ବୁକୁରାମୁଣ୍ଡା ସ୍ଥିତ ପଞ୍ଚାୟତ ହାଇସ୍କୁଲ ର ହିନ୍ଦୀ ଶିକ୍ଷକ ଶ୍ରୀମାନ ଫକିର ମୋହନ ସାହୁ ଓ ସମ୍ମାନୀତ ଅତିଥି ଭାବେ ରେନବୋ କ୍ରିକେଟ ଆସୋସିଏସନ୍ ର ପ୍ରଥମ ଅଧିନାୟକ ଶ୍ରୀମାନ ସୁରେଶ ମଶି ଯୋଗଦାନ କରି ଖେଳାଳି ତଥା ଆୟୋଜକ ମାନଙ୍କୁ ଉତ୍ସାହିତ କରିଥିଲେ ।ଆଜି ର ମ୍ୟାଚରେ ଓମପେୟାର ଭାବେ ସର୍ବଶ୍ରୀ ଦିଲ୍ଲିପ ବାରିକ, ସୁବାଷ ସାହୁ, ଚନ୍ଦନ ବାରିକ ଓ ଅଶ୍ଵିନୀ ନାୟକ ପ୍ରମୁଖ ଭୂମିକା ନିଭାଇଥିବା ବେଳେ ସ୍କୋର ର ଦାୟିତ୍ଵ ରେ ଦିଲୁ ମହାକୁର,ପିଣ୍ଟୁ ବାରିକ କାର୍ଯ୍ୟ ତୁଲାଇଥିବାବେଳେ ଧାରା ବିବରଣୀ ସର୍ବଶ୍ରୀ ବିଶ୍ୱଜିତ ସାହୁ,ଟିକେଚାନ୍ଦ ବେହେରା ପ୍ରଦାନ କରିଥିଲେ । ଆସନ୍ତା ୩୧ .୦୧.୨୦୨୨ ପ୍ରଥମ ସେମିଫାଇନାଲ ନେହରୁ ସ୍ପୋଟିଙ୍ଗ ପଦ୍ମପୁର ଓ ଲୁହାରପାଲି ଦଳ ମଧ୍ୟରେ ଅନୁଷ୍ଠିତ ପରେ ଦ୍ୱିତୀୟ ସେମିଫାଇନାଲ ବିନ୍ଧ୍ୟବାସିନୀ ସ୍ପୋଟିଙ୍ଗ ଭେଉଁରିଆ ଓ ବିନଦାଶ ବଏ ପାଟଣାଗଡ଼ ମଧ୍ୟରେ ରୋମାଞ୍ଚକର ମ୍ୟାଚ ଅନୁଷ୍ଠିତ ହେବ ବୋଲି ଆରସିଏ ର ସଭାପତି ଶ୍ରୀମାନ ରମେଶ ଭୋଇ ଆମ ପ୍ରତିନିଧି ଙ୍କୁ ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like