-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାର ସମସ୍ତ ବ୍ଲକ ଅଞ୍ଚଳ ସହ ସୋନପୁର ମ୍ୟୁନିସିପାଲିଟି ରେ ବ୍ୟବସ୍ଥିତ ୨୫ ଟି କେନ୍ଦ୍ରରେ ୧୮ ରୁ ଉର୍ଦ୍ଧ ନାଗରିକଙ୍କୁ ଟୀକାକରଣ

29-Jan-2022



ସୁବର୍ଣ୍ଣପୁର //ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ  ଆସନ୍ତା କାଲି ଠାରୁ  ସୁବର୍ଣ୍ଣପୁର ଜିଲ୍ଲାର  ସୋନପୁର ମ୍ୟୁନିସିପାଲିଟି ସହ ,ତରଭା,ଉଲୁଣ୍ଡା,ବିନିକା ବୀରମହାରାଜପୁର, ଡୁଙ୍ଗୁରିପାଲି ଓ ସୋନପୁର ବ୍ଲକ ଅଞ୍ଚଳରେ ୨୫ ଟି ବ୍ୟବସ୍ଥିତ ଟିକା କେନ୍ଦ୍ରରେ ୧୮ ରୁ ଉର୍ଦ୍ଧ ବୟସ ର  ହିତାଧିକାରୀଙ୍କ ସହ ଏଚ ସି ଡବ୍ଲୁ /ଏଫ ଏଲ ଡବ୍ଲୁ ଏବଂ ୬୦ବର୍ଷ ରୁ ଉର୍ଦ୍ଧ ସହିତ କୋ ମୋରବିଡିଟି ଙ୍କୁ  ପ୍ରିକସନ ଡୋଜ (କୋଭାସିଲଡ଼) ଟୀକାକରଣ କରାଯିବ l ସେହିପରି  ଜିଲ୍ଲାର ବୀରମହାରାଜପୁର ବ୍ଲକ, ସୋନପୁର ଓ ଡୁଙ୍ଗୁରିପାଲି ବ୍ଲକ ବ୍ୟତୀତ ଅନ୍ୟ ସମସ୍ତ ବ୍ଲକ ସହ ସୋନପୁର ମ୍ୟୁନିସିପାଲିଟି ର ୯ଟି କେନ୍ଦ୍ରରେ ୧୫ ରୁ ୧୮ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀଙ୍କୁ (କୋଭାକ୍ସିନ) ଟୀକାକରଣ କରାଯିବ l ବ୍ୟବସ୍ଥିତ ସମସ୍ତ କେନ୍ଦ୍ର ଗୁଡିକରେ ହିତାଧିକାରୀ ଟୀକାକରଣ ନିମନ୍ତେ ପଂଜିକୃତ କରି ନିଯୁକ୍ତି ଚିଠା କୁ ଅନୁସୂଚିତ କରାଇ ପାରିବେ ଅଥବା ଉକ୍ତ ଦିନ ନିର୍ଧାରିତ ସମୟ ସକାଳ  ୯ଟା ସମୟରେ  କେନ୍ଦ୍ରକୁ ଯାଇ ଟୀକା ନିମନ୍ତେ ଅଗ୍ରିମଟୋକନ ସଂଗ୍ରହ କରିପାରିବେ lସ୍ଲଟ ବୁକିଂ କରିଥିବା ହିତାଧିକାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟୀକା ପ୍ରଦାନ କରାଯିବ l ଉକ୍ତ ଦିନ ଗୁଡିକରେ ଟୀକାକରଣ ପାଇଁ ଯୋଗ୍ୟ ପଂଜିକୃତ ହିତାଧିକାରୀ ନିଜର ନିଯୁକ୍ତି ଚିଠା (ମୋବାଇଲ ମେସେଜ/ଚିଠାର ହାର୍ଡ କପି ) ପଞ୍ଜିକରଣ ସମୟରେ ବ୍ୟବହୃତ ପରିଚୟ ପତ୍ର ,ସାଙ୍ଗରେ ଆଣି ସୂଚିତ  ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ l ବିନା କୌଣସି ସୂଚନା ରେ ଟୀକାକେନ୍ଦ୍ର କୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ର ରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି l ଏହି ଟୀକାକରଣ ଉକ୍ତ ଦିନଗୁଡିକରେ   ସକାଳ ୯ ରୁ ସନ୍ଧ୍ୟା ୬ ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ l ହିତାଧିକାରୀ ଟୀକାକରଣ  ପାଇଁ  ଅନଲାଇନ  https://selfregistration.cowin.gov.in ରେ ପଞ୍ଜିକରଣ କରାଇ ସ୍ଲଟ ଅନୁସୂଚିତ କରାଇ ପାରିବେ l ଟୀକାକରଣ ନିମନ୍ତେ ହିତାଧିକାରୀ ଆଜି ତା  ରାତ୍ର ୮ ଘଣ୍ଟା ରୁ ପଞ୍ଜିକରଣ ପାଇଁ  ସ୍ଲଟ ଖୋଲା  ରହିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like