-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||     

HOME   ଜିଲ୍ଲା

ରାଜବୋଡାସମ୍ବର କୃଷକ ସଙ୍ଗଠନ ର ପଞ୍ଚାୟତ ସ୍ତରୀୟ କମିଟି ଗଠନ

29-Jan-2022



ପଦ୍ମପୁର/ଗାଇସିଲେଟ:- ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଗାଇସିଲେଟ ବ୍ଲକ ର ତାଳପାଲି ଗ୍ରାମ ପଞ୍ଚାୟତ ର ଚାଷୀ ମାନଙ୍କୁ ନେଇ ଆଜି ବିଷ୍ଣୁ ପ୍ରସାଦ ସାହୁ ଙ୍କ ଅଧ୍ୟକ୍ଷତା ରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା l  ଏହି ସଭାରେ ରାଜବୋଡା ସମ୍ବର କୃଷକ ସଙ୍ଗଠନ ର ପଂଚାୟତ ସ୍ତରୀୟ କମିଟି  ଗଠନ କରିବା ସହିତ ଚାଷୀ ମାନଙ୍କ ସବୁ ପରିସ୍ଥିତି ସହ ଚାଷୀ ମାନଙ୍କ  ସବୁ ଅସୁବିଧା ସୁବିଧାରେ ଛିଡା ହୋଇ ଚାଷୀ ମାନଙ୍କ ନ୍ୟାର୍ଯ୍ୟ ଦାବି ସହ ହକ ର ଲଢେଇ ରେ ସମସ୍ତେ ମିଶି ଲଢ଼ିବା ପାଇଁ ଆହ୍ୱାନ ଦିଆଯାଇଛି l ଏହି ବୈଠକ ରେ ସମସ୍ତଙ୍କ ମତାମତ ନେଇ ଏକ କମିଟି ଗଠନ କରାଯାଇଛି l ଏ କମିଟିରେ ସର୍ବଶ୍ରୀ:- ବୀଣାପାଣି ମିଶ୍ର  ସଭାପତି,ବିଷ୍ଣୁ ପ୍ରସାଦ ସାହୁ ଉପ ସଭାପତି,ମାନ ଭଞ୍ଜନ ସାହୁ ସମ୍ପାଦକ,ଉପେନ୍ଦ୍ର ପଧାନ ସହ ସମ୍ପାଦକ, ଦୀପକ ପଧାନ କୋଷାଧ୍ୟକ୍ଷ ଙ୍କୁ ଚୟନ କରି ସର୍ବ ସମ୍ମତି କ୍ରମେ ସଂଗଠନ ର ଦାୟିତ୍ୱ ପ୍ରଦାନ କରାଯାଇଥିଲା l ଉକ୍ତ ସଭାରେ ସମସ୍ତ ଗ୍ରାମର ଚାଷୀ ବହୁ ସଂଖ୍ୟାରେ ଯୋଗଦାନ କରିଥିଲେ l  ଆଗାମୀ ଦିନରେ ଚାଷୀ ମାନଙ୍କ ପାଇଁ ରାଜବୋଡା ସମ୍ବର କୃଷକସଙ୍ଗଠନ,ଗାଇସିଲେଟ ବ୍ଲକରେ ସମସ୍ତେ ମିଳି ମିଶି କାମ କରିବେ ବୋଲି ସଂକଳ୍ପ ନେଇଥିଲେ l ସବୁ କ୍ଷେତ୍ର ରେ କାମ କରି ଚାଷୀ ମାନଙ୍କ ସମସ୍ତ ଅସୁବିଧା ରେ ଲଢେଇ କରିବ ବୋଲି ନିଷ୍ପତି ଗ୍ରହଣ କରାଯିବା ସଙ୍ଗେ ସଙ୍ଗେ  ସବୁ ସମୟରେ ରାଜବୋଡା ସମ୍ବର କୃଷକ ସଙ୍ଗଠନ ସହିତ ମିଶି କାର୍ଯ୍ୟ କରିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି l ଏହି ବୈଠକ ରେ ରାଜବୋଡା ସମ୍ବର କୃଷକ ସଙ୍ଗଠନ ଗାଇସିଲେଟ ବ୍ଲକ ର ଆବାହକ ବିରେନ୍ଦ୍ର ପଧାନ, ଉପ ସଭାପତି ସରୋଜ ସାହୁ ,କୋଷାଧକ୍ଷ ଆନନ୍ଦ ଚନ୍ଦ୍ର ପଧାନ ଓ ତାଳପାଲି ପଞ୍ଚାୟତ ର ଚାଷୀ ସତ୍ୟବାନ ସାହୁ,ହେମନ୍ତ ସାହୁ,ଅଶୋକ ମାଝୀ ପ୍ରମୁଖ  ଉପସ୍ଥିତ ରହି ସଂଗଠନ ର ବିଭିନ୍ନ କାର୍ଯ୍ୟପନ୍ଥା ବିଷୟରେ ଆଲୋଚନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026

You Might Also Like